ଆସନ୍ତା ୧୭ ତାରିଖରେ ସାରା ରାଜ୍ୟରେ ଓଟିଇଟି ପରୀକ୍ଷା ଅନୁଷ୍ଠିତ ହେବ। ମାଧ୍ୟମିକ ଶିକ୍ଷା ପରିଷଦ ପରିଚାଳିତ ଏହି ପରୀକ୍ଷାରେ ରାଜ୍ୟର ୧ ଲକ୍ଷ ୬୦ ହଜାର ୩୭୯ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେବେ। ଏଥିରେ ଉଭୟ ଇନସର୍ଭିସ ଓ ଆଶାୟୀ ଶିକ୍ଷକ ଶିକ୍ଷୟିତ୍ରୀ ଅଛନ୍ତି।ଆସନ୍ତା ୧୪ ତାରିଖରୁ ଡିଜି ଲକରରେ ପ୍ରଶ୍ନପତ୍ର ଓ ଓଏମଆର ସିଟ ପଠାଯିବ।
୩୦ଟି ଜିଲ୍ଲା ପାଇଁ ୩୯ଟି ରୁଟରେ ଆର୍ମ ପୋଲିସ ସହିତ ପ୍ରଶ୍ନପତ୍ର ପଠାଯିବ।ସମସ୍ତ ପରୀକ୍ଷା କେନ୍ଦ୍ରରେ ସିସିଟିଭି ବ୍ୟବସ୍ଥା ଗ୍ରହଣ କରାଯାଇଛି। ବୋର୍ଡ କାର୍ଯ୍ୟାଳୟ କମାଣ୍ଡ କଣ୍ଟ୍ରୋଲ ରୁମରୁ ସମସ୍ତ ପରୀକ୍ଷା କେନ୍ଦ୍ର ନିୟନ୍ତ୍ରଣ ବ୍ୟବସ୍ଥା ହୋଇଛି।

![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/05/Picsart_26-05-14_06-19-38-643-12-scaled.jpg)

