ପୁର୍ବତନ ଭାରତୀୟ ପ୍ରଶାସନିକ ଅଧିକାରୀ ରାଜ କୁମାର ଗୋୟଲ ଆଜି ଦେଶର ମୁଖ୍ୟ ସୂଚନା ଆୟୁକ୍ତ ଭାବରେ ଶପଥ ନେଇଛନ୍ତି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଦ୍ୱାରା ତାଙ୍କୁ ଶପଥ ଗ୍ରହଣ କରାଇଛନ୍ତି । ଦେଶର ମୁଖ୍ୟ ସୂଚନା ଅଧିକାରୀ(ସିଆଇସି) ଭାବେ ଶପଥ ନେଇଛନ୍ତି ପୂର୍ବତନ ପ୍ରଶାସନିକ ଅଧିକାରୀ ରାଜ କୁମାର ଗୋୟଲ ।
ଶ୍ରୀ ଗୋୟଲଙ୍କୁ ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପଦ ଓ ଗୋପନୀୟତାର ଶପଥ କରାଇଛନ୍ତି ।



