ବ୍ରହ୍ମପୁର ସହର ଓ ନିକଟବର୍ତ୍ତୀ ଅଞ୍ଚଳରେ ଯୋଗାଯୋଗର ବିକାଶ ପାଇଁ ନିର୍ମାଣ ହେବ ୧୦ ଟି ଗୁରୁତ୍ୱପୂର୍ଣ୍ଣ ରାସ୍ତା, ଖର୍ଚ୍ଚ ହେବ ୫୨ କୋଟି ୧୭ ଲକ୍ଷ ଟଙ୍କା

ବ୍ରହ୍ମପୁର ସହର ଓ ନିକଟବର୍ତ୍ତୀ ଅଞ୍ଚଳରେ ଯୋଗାଯୋଗର ବିକାଶ ପାଇଁ ନିର୍ମାଣ ହେବ ୧୦ ଟି ଗୁରୁତ୍ୱପୂର୍ଣ୍ଣ ରାସ୍ତା, ଖର୍ଚ୍ଚ ହେବ ୫୨ କୋଟି ୧୭ ଲକ୍ଷ ଟଙ୍କା

ଭୁବନେଶ୍ୱର : ଗଞ୍ଜାମ ଓ ବ୍ରହ୍ମପୁର ସହର ହେଉଛି ଦକ୍ଷିଣ ଓଡ଼ିଶାର ପ୍ରାଣକେନ୍ଦ୍ର। ଓଡ଼ିଶାର ବିକାଶ ପାଇଁ ଗଞ୍ଜାମ ଜିଲ୍ଲାର ବିକାଶ ଅତି ଜରୁରୀ। ଏଣୁ ବ୍ରହ୍ମପୁର ସହର ଓ ନିକଟବର୍ତ୍ତୀ ଅଞ୍ଚଳରେ ଯୋଗାଯୋଗର ବିକାଶ ପାଇଁ ୧୦ ଟି ଗୁରୁତ୍ୱପୂର୍ଣ୍ଣ ରାସ୍ତା ନିର୍ମାଣ କରାଯିବ ଏବଂ ଏଥିପାଇଁ ୫୨ କୋଟି ୧୭ ଲକ୍ଷ ଟଙ୍କା ଖର୍ଚ୍ଚ କରାଯିବ। ସହରର Ease of Living ଓ ଟ୍ରାଫିକ ବ୍ୟବସ୍ଥାରେ ଉନ୍ନତି ପାଇଁ ଏହା ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କହିଛନ୍ତି। ଆଜି ବ୍ରହ୍ମପୁର ନୀଳକଣ୍ଠ ନଗର ସ୍ଥିତ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର ୪୨ ତମ ବାର୍ଷିକ ଉତ୍ସବ ଅବସରରେ ଯୋଗ ଦେଇ ସେ ଏହି ଘୋଷଣା କରିଛନ୍ତି। ଦେଶର ସମସ୍ତ ଗୁରୁତ୍ୱପୂର୍ଣ୍ଣ ସହର ପରି ବ୍ରହ୍ମପୁର ସହରର କଳେବର ବୃଦ୍ଧି କରାଯାଇ ଏହାକୁ ଗ୍ରେଟର ବ୍ରହ୍ମପୁର ସିଟି କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିବା ସହିତ ଏଥିପାଇଁ ଆବଶ୍ୟକ ଡିପିଆର ପ୍ରସ୍ତୁତ କରିବାକୁ ଜିଲ୍ଲା ପ୍ରଶାସନ କୁ ନିର୍ଦ୍ଦେଶ ଦେଇଛନ୍ତି। ଯୋଜନାବଦ୍ଧ ଭାବେ ସମସ୍ତ ମୌଳିକ ସେବା ଯୋଗାଇ ଦେବାପାଇଁ ସହରରେ ଟାଉନ ପ୍ଲାନିଂ ବା TP Scheme ଲାଗୁ କରାଯିବ। ବର୍ତ୍ତମାନ ଦୁଇଟି TP Scheme ପାଇଁ କାର୍ଯ୍ୟକ୍ରମ ପ୍ରସ୍ତୁତ କରାଯାଇଛି। ଏହାଦ୍ବାରା ସହର ଉପକଣ୍ଠରେ ଉନ୍ନତ ସହରୀ ଭିତ୍ତିଭୂମି ବିକାଶ ହେବା ସହିତ ଜମି ମାଲିକମାନେ ମଧ୍ୟ ଉପକୃତ ହେବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ବ୍ରହ୍ମପୁର ସହରର ଖାଦ୍ୟର ପ୍ରସିଦ୍ଧିକୁ ଦେଖି ବ୍ରହ୍ମପୁର ମହାନଗର ନିଗମ ଅଞ୍ଚଳର ବିଭିନ୍ନ ସ୍ଥାନରେ Food Street ନିର୍ମାଣ କରାଯିବ। ଏହି ସହରର ବିକାଶ ପାଇଁ ଆଗାମୀ ଦିନରେ ଆହୁରି ଅନେକ ନୂଆ ପ୍ରକଳ୍ପ କାର୍ଯ୍ୟକାରୀ କରାଯିବ। ସମୃଦ୍ଧ ଓଡିଶା ଗଠନରେ ବ୍ରହ୍ମପୁର ସହର ଓ ଗଞ୍ଜାମ ଜିଲ୍ଲାର ଭୂମିକା ସବୁଠାରୁ ମହତ୍ତ୍ଵପୂର୍ଣ୍ଣ ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ସେହିପରି ବ୍ରହ୍ମପୁର-ଜୟପୁରକୁ ସଂଯୋଗର କରି ଏକ ୬ ଲେନ ବିଶିଷ୍ଟ ରାସ୍ତା ନିର୍ମାଣ କରାଯିବ, ଯେଉଁଥିପାଇଁ ୬୦୦୦ କୋଟି ଟଙ୍କା ଖର୍ଚ୍ଚ କରାଯିବ। ଏଥିପାଇଁ ପ୍ରକ୍ରିୟା ଜାରି ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏହି ଅବସରରେ ନୀଳକଣ୍ଠ ନଗର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ୪୨ତମ ବାର୍ଷିକ ଉତ୍ସବରେ ଅଭିଭାଷଣ ରଖି ମୁଖ୍ୟମନ୍ତ୍ରୀ ଭାବବିହ୍ୱଳ ହୋଇପଡ଼ିଥିଲେ। ମୁଖ୍ୟମନ୍ତ୍ରୀ ନିଜ ଶିକ୍ଷକତା ଦିନ ଗୁଡିକୁ ମନେପକାଇଥିଲେ ଏବଂ ଯେକୌଣସି ସରସ୍ଵତୀ ବିଦ୍ୟା ମନ୍ଦିରକୁ ଆସିଲେ ମୋତେ ତାହା ମୋର ଘର ବାହୁଡା ପରି ଲାଗିଥାଏ ବୋଲି କହିଥିଲେ। ଉତ୍ତମ ଶିକ୍ଷା ପରିବେଶ ଓ ଗୁଣାତ୍ମକ ମାନର ଶିକ୍ଷାପ୍ରଦାନ ପାଇଁ ଏହି ବିଦ୍ୟାଳୟର ରାଜ୍ୟରେ ସୁନାମ ରହିଛି । ସରସ୍ୱତୀ ବିଦ୍ୟାମନ୍ଦିର ସମୂହ କେବଳ ପ୍ରତିଭାସମ୍ପନ୍ନ ବିଦ୍ୟାର୍ଥୀ ବନେଇ ନ ଥାଏ । ବିଦ୍ୟାର୍ଥୀଙ୍କୁ ଭାରତୀୟ ସଂସ୍କୃତି ଓ ପରମ୍ପରା ବିଷୟରେ ଶିକ୍ଷାଦାନ କରି ଉତ୍ତମ ନାଗରିକ ମଧ୍ୟ ଗଠନ କରିଥାଏ । ଏହି ବିଦ୍ୟାଳୟ ଯଥାର୍ଥରେ ଏହାକୁ ପ୍ରତିପାଦନ କରୁଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ସେ ପୁଣି କହିଥିଲେ ଯେ ପ୍ରଧାନମନ୍ତ୍ରୀଙ୍କ ଦିଗ୍‌ଦର୍ଶନରେ ଓଡ଼ିଶାରେ ଆମେ ନୂତନ ଶିକ୍ଷାନୀତି ୨୦୨୦ କୁ ଲାଗୁ କରିଛୁ । ଛାତ୍ରଛାତ୍ରୀଙ୍କ ମଧ୍ୟରେ ସୃଜନଶୀଳତା ଓ ସ୍ୱାବଲମ୍ୱୀ ଭାବ ବୃଦ୍ଧି ଉଦ୍ଦେଶ୍ୟରେ ଜାତୀୟ ପାଠ୍ୟକ୍ରମ ଢାଞ୍ଚା ଆଧାରରେ ରାଜ୍ୟ ପାଠ୍ୟକ୍ରମ ଢାଞ୍ଚା ଆମେ ଆରମ୍ଭ କରିବାକୁ ଯାଉଛୁ ।ପ୍ରାଥମିକ ସ୍ତରରେ ପିଲାଙ୍କୁ ଗୁଣାତ୍ମକମାନର ଶିକ୍ଷା ପ୍ରଦାନ ପାଇଁ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା କାର୍ଯ୍ୟକାରୀ କରିଛୁ । ଏହି ଯୋଜନାରେ ପ୍ରତ୍ୟେକ ପଞ୍ଚାୟତରେ ଗୋଟିଏ ଲେଖାଏଁ ବିଦ୍ୟାଳୟ ସ୍ଥାପନ ହେବ । ପ୍ରଥମ ପର୍ଯ୍ୟାୟରେ ୨୨୦୦ ସ୍କୁଲ ପାଇଁ ଅନୁମୋଦନ ଦିଆଯାଇଛି । CBSE ଏବଂ ICSE ଢାଞ୍ଚାରେ ମାଧ୍ୟମିକ ଶିକ୍ଷା ବୋର୍ଡ ଏବଂ ଉଚ୍ଚ ମାଧ୍ୟମିକ ଶିକ୍ଷା ବୋର୍ଡକୁ ମିଶାଇ ଗୋଟିଏ ବୋର୍ଡ ଗଠନ କରାଯିବ । ଏହାଦ୍ୱାରା ଶିକ୍ଷାର ଗୁଣାତ୍ମକମାନ ଆହୁରି ବୃଦ୍ଧି ହେବ । ସେ ଆହୁରି କହିଥିଲେ ଯେ ଦକ୍ଷ ଶିକ୍ଷକ ନିଯୁକ୍ତି ଓ ଶିକ୍ଷାଦାନ ଉପରେ ଆବଶ୍ୟକୀୟ ଭିତ୍ତିଭୂମି ସୃଷ୍ଟି ପାଇଁ ଆମେ ଗୁରୁତ୍ୱ ଦେଉଛୁ । ରାଜ୍ୟରେ ଶିକ୍ଷକ ଅଭାବ ଦୂର କରିବା ପାଇଁ ୩ ବର୍ଷ ମଧ୍ୟରେ ଆମେ ୪୫ ହଜାର ଶିକ୍ଷକ ପଦବୀ ସୃଷ୍ଟି କରିବା ପାଇଁ ପଦକ୍ଷେପ ନେଇଛୁ । ଆସନ୍ତା ଶିକ୍ଷାବର୍ଷରୁ ୧୦ମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ମାଗଣା ପାଠ୍ୟ ପୁସ୍ତକ ପ୍ରଦାନ କରିବା ପାଇଁ ଆମେ ସ୍ଥିର କରିଛୁ । ରାଜ୍ୟରେ ଶିକ୍ଷାକ୍ଷେତ୍ରର ବିକାଶ କରିବା ପାଇଁ ଆମ ସରକାର ପ୍ରତିବଦ୍ଧତାର ସହ କାମ କରୁଛନ୍ତି । କେବଳ ପ୍ରାଥମିକ ଶିକ୍ଷା ପାଇଁ ଚଳିତ ବର୍ଷ ବଜେଟରେ ରେକର୍ଡ ପରିମାଣର ୩୧ ହଜାର କୋଟିରୁ ଅଧିକ ଟଙ୍କା ବ୍ୟୟବରାଦ କରାଯାଇଛି । ପିଲାଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ ଜରିଆରେ ସେମାନଙ୍କର ଉଜ୍ଜ୍ୱଳ ଭବିଷ୍ୟତ ଗଢ଼ିବା ପାଇଁ ଆମ ସରକାରରେ ଆର୍ଥିକ କଟକଣା କେବେ ପ୍ରତିବନ୍ଧକ ହେବ ନାହିଁ। ପ୍ରାରମ୍ଭରେ ମୁଖ୍ୟମନ୍ତ୍ରୀଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳବିହାରୀ ବାଜପେୟୀ, ସ୍ୱାଧୀନତା ସଂଗ୍ରାମୀ ମୋହନ ନାୟକ, ସମାଜସେବୀ ଶିବରାମ ମହାପାତ୍ରଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ ଏବଂ ନୀଳକଣ୍ଠ ନଗର ସ୍ଥିତ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର ୪୨ ତମ ବାର୍ଷିକ ଉତ୍ସବରେ ବିଦ୍ୟାଳୟର କୃତୀ ଛାତ୍ର ଛାତ୍ରୀଙ୍କୁ ପୁରସ୍କୃତ କରିଥିଲେ। ଏହି କାର୍ଯ୍ୟକ୍ରମରେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ମନ୍ତ୍ରୀ ଶ୍ରୀ ଗୋକୁଳାନନ୍ଦ ମଲ୍ଲିକ, ଖଣି ଓ ଇସ୍ପାତ ମନ୍ତ୍ରୀ ଶ୍ରୀ ବିଭୂତି ଭୂଷଣ ଜେନା, ବ୍ରହ୍ମପୁର ବିଧାୟକ କେ. ଅନିଲ କୁମାର, ଆସିକା ବିଧାୟକ ଶ୍ରୀ ସରୋଜ ପାଢ଼ୀ, ଦିଗପହଣ୍ଡି ବିଧାୟକ ଶ୍ରୀ ସିଦ୍ଧାନ୍ତ ମହାପାତ୍ର, ଚିକିଟି ବିଧାୟକ ଶ୍ରୀ ମନୋରଞ୍ଜନ ଦ୍ୟାନ ସାମନ୍ତରା, କବିସୂର୍ଯ୍ୟନଗର ବିଧାୟକ ଶ୍ରୀ ପ୍ରତାପ ନାୟକ, ଖଲ୍ଲିକୋଟ ବିଧାୟକ ଶ୍ରୀ ପୂର୍ଣ୍ଣ ଚନ୍ଦ୍ର ସେଠୀ ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘର ପୂର୍ବ ଓ ପଶ୍ଚିମ ପ୍ରାନ୍ତ ପ୍ରଚାର ପ୍ରମୁଖ ଶ୍ରୀଯୁକ୍ତ ସୃଷ୍ଟିଧର ବିଶ୍ୱାଳ, ଗଞ୍ଜାମ ଜିଲ୍ଲାପାଳ ଶ୍ରୀ କିର୍ତ୍ତୀ ଭାସନ୍ ଭି., ବିଦ୍ୟାଳୟ ପରିଚାଳନା ସମିତିର ସଭାପତି ଡକ୍ଟର ଜୀବାନନ୍ଦ ତ୍ରିପାଠୀ, ସମ୍ପାଦକ ଶ୍ରୀ ନାରାୟଣ ପଣ୍ଡା ଏବଂ ବିଦ୍ୟା ମନ୍ଦିରର ଅଧ୍ୟକ୍ଷ ଡକ୍ଟର ସୁବ୍ରତ ପାଣିଗ୍ରାହୀ ପ୍ରମୁଖ ଉପସ୍ଥିତ ଥିଲେ।

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • Wishing
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • Wishing
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • Wishing
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • Wishing
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech