ଓଡ଼ିଶାରେ ଧାନ କିଣା ପ୍ରକ୍ରିୟା ତ୍ୱରାନ୍ୱିତ

ଓଡ଼ିଶାରେ ଧାନ କିଣା ପ୍ରକ୍ରିୟା ତ୍ୱରାନ୍ୱିତ

ଭୁବନେଶ୍ୱର: ଓଡ଼ିଶାରେ ଚଳିତ ଖରିଫ ଋତୁରେ ଧାନ ସଂଗ୍ରହ ପ୍ରକ୍ରିୟା ତ୍ୱରାନ୍ୱିତ ହୋଇଛି । ବର୍ତ୍ତମାନ ସୁଦ୍ଧା ବରଗଡ଼, ବଲାଙ୍ଗୀର, କଳାହାଣ୍ଡି, ନବରଙ୍ଗପୁର, ମାଲକାନଗିରି, ନୂଆପଡ଼ା, ସମ୍ବଲପୁର, ସୁବର୍ଣ୍ଣପୁର ଓ ସୁନ୍ଦରଗଡ଼ରେ ଧାନ ସଂଗ୍ରହ ଜାରି ରହଛି । ପର୍ଯ୍ୟାୟକ୍ରମେ ସ୍ଥାନୀୟ ଜିଲ୍ଲା ପ୍ରଶାସନର ନିଷ୍ପତ୍ତି ଅନୁଯାୟୀ ବିଭିନ୍ନ ଜିଲ୍ଲାରେ ଧାନ ସଂଗ୍ରହ କରାଯିବ । ବର୍ତ୍ତମାନ ସୁଦ୍ଧା ଏହି ଜିଲ୍ଲା ଗୁଡ଼ିକରୁ ୪୯,୦୫୧ ଜଣ ଚାଷୀଙ୍କଠାରୁ ଦୁଇ ଲକ୍ଷ ୨୪ ହଜାର ୭୦୪ ମେଟ୍ରିକ୍‌ ଟନ୍‌ ଧାନ ସଂଗ୍ରହ କରାଯାଇଛି । ଚଳିତ ବର୍ଷ ଗତବର୍ଷ ତୁଳନାରେ ଆଜି ସୁଦ୍ଧା ସମ୍ବଲପୁରରେ ଅଧିକ ଚାଷୀଙ୍କଠାରୁ ଧାନ ସଂଗ୍ରହ କରାଯାଇଛି । ଆଜିସୁଦ୍ଧା ୧୮ ହଜାର ୮୯୧ ଜଣ ଚାଷୀଙ୍କଠାରୁ ଧାନ ସଂଗ୍ରହ କରାଯାଇଥିବାବେଳେ ଗତବର୍ଷ ଏହିଦିନ ସୁଦ୍ଧା ୧୪ ହଜାର ୮୯୬ ଜଣ ଚାଷୀଙ୍କଠାରୁ ଧାନ ସଂଗ୍ରହ କରାଯାଇଥିଲା । ଗତବର୍ଷ ସମ୍ବଲପୁରରେ ୨୫ ନଭେମ୍ବରରେ ଧାନକିଣା ପ୍ରକ୍ରିୟା ଆରମ୍ଭ ହୋଇଥିବାବେଳେ ଚଳିତବର୍ଷ ଡିସେମ୍ବର ୨ ତାରିଖରେ ଜିଲ୍ଲାରେ ଧାନସଂଗ୍ରହ ଆରମ୍ଭ ହୋଇଛି । ଚଳିତ ଖରିଫ ଋତୁରେ ସମସ୍ତ ଚାଷୀ ମାନଙ୍କୁ ଧାନ କିଣା ପ୍ରକ୍ରିୟାରେ ସାମିଲ କରିବା ପାଇଁ ବିହିତ ପଦକ୍ଷେପ ଗ୍ରହଣ କରାଯାଇଛି । ଏଥିପାଇଁ ପଞ୍ଜିକରଣ ଅବଧି ବୃଦ୍ଧି ସହ ଅଧିକ ଚାଷ ଜମି ଅଞ୍ଚଳକୁ ସର୍ଭେ ଅନ୍ତର୍ଭୁକ୍ତ କରାଯାଇଛି । ସମସ୍ତ ଜିଲ୍ଲାରେ ସାଟେଲାଇଟ ମାଧ୍ୟମରେ ସଠିକ ଚାଷ ଜମି ଚିହ୍ନଟ ପ୍ରକ୍ରିୟା ଶେଷ ହୋଇଛି । ଏତଦବ୍ୟତୀତ ସର୍ବନିମ୍ନ ସହାୟତା ମୂଲ୍ୟ ଓ ଇନପୁଟ ସହାୟତା ରାଶି ମଧ୍ୟ ସରକାରୀ ସ୍ତରରେ ଧାନ ବିକିବା ପାଇଁ ପ୍ରୋତ୍ସାହିତ କରିଥିବା ଲକ୍ଷ୍ୟ କରାଯାଇଛି । ପ୍ରତ୍ୟେକ ଯୋଗ୍ୟ ଚାଷୀମାନଙ୍କୁ ଧାର୍ଯ୍ୟ ସମୟ ମଧ୍ୟରେ ଟୋକନ୍‌ ପ୍ରଦାନ କରାଯାଇ ଧାନ ସଂଗ୍ରହ କରାଯାଉଛି । ଯଦି କୌଣସି ଅଭିଯୋଗ ଥାଏ ତେବେ ଚାଷୀମାନେ ସଂପୃକ୍ତ ମଣ୍ଡିରେ କିମ୍ବା ଜିଲ୍ଲା ପ୍ରଶାସନ ନିକଟରେ ଅଭିଯୋଗ କରିପାରିବେ ବୋଲି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏଥିସହ ଟୋଲ୍‌ ଫି୍ର ନମ୍ବର -୧୯୬୭ ମାଧ୍ୟମରେ ମଧ୍ୟ ନିଜର ଅଭିଯୋଗ ଦାଖଲ କରିପାରିବେ । ସେମାନଙ୍କ ଅଭିଯୋଗ ଉପରେ ତ୍ୱରିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ରାଜ୍ୟ ସରକାର ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଧାନ ସଂଗ୍ରହ ନେଇ ଅନ୍ୟ କୌଣସି ବ୍ୟକ୍ତିବିଶେଷ କିମ୍ବା ଗୁଜବକାରୀଙ୍କ କଥା ନ ଶୁଣିବା ପାଇଁ ଯୋଗ୍ୟ ଚାଷୀମାନଙ୍କୁ ପରାମର୍ଶ ଦିଆଯାଇଛି । ଧାନ ବିକ୍ରୟ କରିବାର ୪୮ ଘଣ୍ଟା ମଧ୍ୟରେ ସଂପୃକ୍ତ ଚାଷୀଙ୍କ ଆକାଉଣ୍ଟକୁ ଏହି ଅର୍ଥରାଶି ପ୍ରଦାନ କରାଯାଉଛି । ଏଥିପାଇଁ ସମୁଚିତ ପଦକ୍ଷେପ ଗ୍ରହଣ କରାଯିବା ସହ ଚାଷୀମାନଙ୍କୁ ଆଧାର ସଂଯୁକ୍ତ ଇ-କେୱାଇସି ଭିତ୍ତିକ ଦେୟ ପ୍ରଦାନର ବ୍ୟବସ୍ଥା ଗ୍ରହଣ କରାଯାଇଛି ।

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech