ବାଲିଆ ମାର୍କେଟ ରାସ୍ତା ବନ୍ଦ କୁ ନେଇ ବିକ୍ଷୋଭ

ବାଲିଆ ମାର୍କେଟ ରାସ୍ତା ବନ୍ଦ କୁ ନେଇ ବିକ୍ଷୋଭ

ଅନୁଗୋଳ:୦୯/୦୧ ନାଲକୋ ଥାନା ଅନ୍ତର୍ଗତ ବାଲିଆ ମାର୍କେଟ ରାସ୍ତାକୁ ବନ୍ଦ କରିବାକୁ ନେଇ ଶୁକ୍ରବାର ସ୍ଥାନୀୟ ବାସିନ୍ଦା ଏବଂ ଦୋକାନୀ ମାନଙ୍କ ଦ୍ଵାରା ବିରୋଧ ପ୍ରଦର୍ଶନ କରିବା ସହ ନାଲକୋକୁ ଏ ନେଇ ଏକ ଦାବିପତ୍ର ପ୍ରଦାନ କରାଯାଇଛି । ନବରତ୍ନ କମ୍ପାନୀ ନାଲକୋ ତାର ପାରିପାର୍ଶ୍ଵିକ ଗ୍ରାମଗୁଡିକୁ ପ୍ରତିଶୃତି ଦେଇ ପ୍ରତାରଣା କରୁଛି । କଲୋନୀ ମଧ୍ୟରେ ହେଉଥିବା ଅପରାଧିକ କାର୍ଯ୍ୟକୁ ଲୁଚାଇବାକୁ ପ୍ରୟାସ କରି ପାରିପାର୍ଶ୍ଵିକ ଗ୍ରାମର ଲୋକମାନଙ୍କ ଉପରେ ବିଭିନ୍ନ ପ୍ରକାର ଜୁଲମ ଆରମ୍ଭ କରିଛି ନାଲକୋ ପ୍ରଶାସନ । ନାଲକୋରେ ଏତେ ସୁରକ୍ଷାକର୍ମୀ ଥାଇ ମଧ୍ୟ କିଭଳି ନାଲକୋ କଲୋନୀ ମଧ୍ୟରେ ଅସାମାଜିକ କାର୍ଯ୍ୟକଳାପ ବଢିଚାଲିଛି..? ଯାହା ଏବେ ବଡ଼ ପ୍ରଶ୍ନ । ନିଜର ଦୋଷକୁ ଲୁଚାଇବାକୁ ଯାଇ, ଆଜି ନାଲକୋକୁ ବିରୋଧର ଶିକାର ହେବାକୁ ପଡୁଛି । ସୂଚନା ଯେ ଦୀର୍ଘବର୍ଷ ହେବ ନାଲକୋ ପାରିପାର୍ଶ୍ଵ ତଥା ନାଲକୋ କଲୋନୀକୁ ଲାଗିଲି ରହିଛି ବାଲିଆ ମାର୍କେଟ । ଯେଉଁଠି ବହୁ ଲୋକ ବସବାସ କରିବା ସହ ଏକ ବଡ ମାର୍କେଟ ମଧ୍ୟ ଗଢିଉଠିଛି । ଯେଉଁଠି ଶହ ଶହ ସ୍ଥାନୀୟ ବାସିନ୍ଦା ସଂପୂର୍ଣ୍ଣ ନିର୍ଭର ଶିଳ । ତେବେ ନାଲକୋ ତାର ଆଭ୍ୟନ୍ତରୀଣ ଓ ସୁରକ୍ଷା କାରଣ ଦର୍ଶାଇ ବାଲିଆ ମାର୍କେଟ ଠାରେ ନାଲକୋ ପାଚେରୀ ପାଖରେ ଥିବା ଗେଟ୍ କୁ ବନ୍ଦ କରିଦେବାକୁ ପ୍ରୟାସ କରିଛି । ଯାହାକୁ ନେଇ ସ୍ଥାନୀୟ ବାସିନ୍ଦା ଏବଂ ଦୋକାନୀ ମାନଙ୍କ ଦ୍ଵାରା ବିରୋଧ କରାଯାଇଥିଲା । ସେମାନଙ୍କ କହିବା କଥା ଏହି ରାସ୍ତା ସେମାନଙ୍କ ଯିବା ଆସିବାର ଏକ ମାତ୍ର ରାସ୍ତା ଯାହା ଉପରେ ସମସ୍ତେ ନିର୍ଭର କରିଥାନ୍ତି । ସ୍କୁଲ ପିଲା, ଆମ୍ବୁଲାନ୍ସ, ବ୍ୟବସାୟୀ, ପାନୀୟ ଏବଂ ଲୋକ ମାନଙ୍କ ଯିବା ଆସିବା ଏବଂ ଜରୁରୀ ସେବା ପାଇଁ ଏହା ଏକ ମାତ୍ର ରାସ୍ତା ଯାହା ଉପରେ ସମସ୍ତେ ନିର୍ଭର କରିଥାନ୍ତି । ତେବେ ଏହାକୁ ବନ୍ଦ କରିଦେଲେ ଆମେ ଯାତାୟାତ କେମିତି କରିବୁ ବୋଲି ପ୍ରଶ୍ନ କରିଛନ୍ତି । ନାଲକୋ କୁ ଜମି ଦେଇ ଆମେ ପାଇଲୁ କଣ ବୋଲି କହିଛନ୍ତି ସ୍ଥାନୀୟ ବାସି । ଏହାକୁ ବିରୋଧ କରି ଶୁକ୍ରବାର ନାଲକୋ ନିର୍ବାହୀ ନିର୍ଦ୍ଦେଶକଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରାଯାଇଥିଲା । ଆଗାମୀ ସାତଦିନ ଭିତରେ ଏହାର ସ୍ଥାୟୀ ସମାଧାନ ନ କରାଗଲେ ଆନ୍ଦୋଳନକୁ ଓହ୍ଲାଇବାକୁ ଚେତାବନୀ ଦେଇଛନ୍ତି ସ୍ଥାନୀୟ ବାସିନ୍ଦା । ଦାବିପତ୍ର ପ୍ରଦାନ ବେଳେ କାଣ୍ତସର ପୂର୍ବତନ ସରପଞ୍ଚ ବିଷ୍ଣୁ ଚରଣ ବେହେରା, ସମାଜ ସେବୀ ତଥା ଆର୍ ଆର୍ ସି ର ଅଧକ୍ଷ ଅଭୟ ସିଂହ, କ୍ରିଷ୍ଣା ପାଢ଼ୀ, ପୁନମ ମାଝି, ସବିତା ସେନାପତି, ପ୍ରମିତା ସାହୁ, ରଞ୍ଜିତା ମହାନ୍ତି, ବାଳିଆ ସାହୁ, ବିଦ୍ୟାଧର ସାହୁ, ଶୁଭ୍ରାଂଶୁ ମହାପାତ୍ର, ପିଣ୍ଟୁ ମିଶ୍ର, ମାନସ ସାହୁ, କାଠି ସାହୁ, ନିମେଇ ବିଶ୍ଵାଳ ପ୍ରମୁଖ ଉପସ୍ଥିତ ରହିଥିଲେ ।

ଢେଙ୍କାନାଳ ଜିଲ୍ଲା ଓଡାପଡା ବ୍ଲକ ରୁ ମନୋଜେ କୁମାର ମହାପାତ୍ର ଙ୍କ ରିପୋର୍ଟ ଜାଗ୍ରତଭାରତ news

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech