ରାଜ୍ୟସଭା ନିର୍ବାଚନ ପାଇଁ ଆରମ୍ଭ ହେଲା ପ୍ରକ୍ରିୟା । ରିଟର୍ଣ୍ଣିଂ ଅଫିସର ନିଯୁକ୍ତି ପାଇଁ ରାଜ୍ଯ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ କହିଲେ ନିର୍ବାଚନ କମିଶନ । ଓଡ଼ିଶା ସମେତ ୧୦ ରାଜ୍ୟ ନିର୍ବାଚନ ଅଧିକାରୀମାନଙ୍କୁ ନିର୍ବାଚନ କମିଶନ ଚିଠି । ଏପ୍ରିଲରେ ୧୦ ରାଜ୍ୟର ୩୭ ରାଜ୍ୟସଭା ଆସନ ଖାଲି ହେଉଛି । ଓଡ଼ିଶାରେ ୪ଟି ରାଜ୍ୟସଭା ଆସନ ପାଇଁ ନିର୍ବାଚନ ହେବ।
ସେହିପରି ମହାରାଷ୍ଟ୍ରର ୭, ତାମିଲନାଡୁ ଓ ବିହାରର ୬, ପଶ୍ଚିମବଙ୍ଗର ୫ଟି ଆସନ , ଆସାମର ୩, ତେଲଙ୍ଗାନା, ଛତିଶଗଡ଼ ଓ ହରିୟାଣାର ୨ଟି ଆସନ ଖାଲି ହେବ।

![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/05/Picsart_26-05-14_06-19-38-643-12-scaled.jpg)

