ବାପା-ମାଆ ହେଲେ ଅଭିନେତା ସବ୍ୟସାଚି ଓ ଅଭିନେତ୍ରୀ ଅର୍ଚ୍ଚିତା । ପୁତ୍ର ସନ୍ତାନର ବାପା ହେଲେ ଅଭିନେତା ସବ୍ୟସାଚୀ ମିଶ୍ର ଏବଂ ମାଆ ହେଲେ ଅଭିନେତ୍ରୀ ଅର୍ଚ୍ଚିତା।
ପୁଅ ହୋଇଥିବା ନେଇ ସୋସିଆଲ ମିଡିଆରେ ସୂଚନା ଦେଇ ଖୁସି ଜାହିର କରିଛନ୍ତି ସବ୍ୟସାଚୀ । ଏଥିସହ କାଳିଆ ଆସିଲା ବୋଲି ସୋସିଆଲ ମିଡିଆରେ ଲେଖିଛନ୍ତି ସବ୍ୟସାଚୀ ।ତାଙ୍କ କୁନି ପୁଅକୁ ଆଶୀର୍ବାଦ କରିବାକୁ ସେ ସମସ୍ତଙ୍କୁ ପ୍ରାର୍ଥନା କରିଛନ୍ତି ।



