ଭାରତ-EU ମଧ୍ୟରେ ଐତିହାସିକ ଚୁକ୍ତି ସ୍ବାକ୍ଷରିତ

ନୂଆଦିଲ୍ଲୀ : ଭାରତ-EU ମଧ୍ୟରେ ଐତିହାସିକ ଚୁକ୍ତି ସ୍ବାକ୍ଷରିତ ହୋଇଛି । ଉଭୟ ପକ୍ଷ ମଧ୍ୟରେ ଐତିହାସିକ ମୁକ୍ତ ବାଣିଜ୍ୟ ଚୁକ୍ତି ସ୍ବାକ୍ଷରିତ । ୨୦୦୭ ମସିହାରୁ ୧୮ ବର୍ଷ ଧରି ଚାଲିଥିବା ଏହି ବାଣିଜ୍ୟ ଚୁକ୍ତିନାମା ପାଇଁ ଆଲୋଚନା ଶେଷରେ ସଫଳ ହୋଇଛି । ଐତିହାସିକ ଚୁକ୍ତିନାମା ଉପରେ ମୋହର ଲାଗିଥିବା ନେଇ ଆନୁଷ୍ଠାନିକ ଭାବେ ଘୋଷଣା ହୋଇଛି ।

“ମଦର ଅଫ୍ ଅଲ୍ ଡିଲ୍ “କୁ ସ୍ୱାଗତ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଭାରତ ଓ ୟୁରୋପ ଲୋକଙ୍କ ପାଇଁ ଏହା ବଡ଼ ସୁଯୋଗ ଆଣିବ । ଭାରତ ଓ ୟୁରୋପ ଫ୍ରି ଟ୍ରେଡ୍ ଏଗ୍ରିମେଣ୍ଟ ଫଳରେ ଶସ୍ତା ହେବ ବିଦେଶୀ ଗାଡ଼ି ଓ ମଦ । ଭାରତ ଏବଂ ୟୁରୋପୀୟ ସଂଘ ମଧ୍ୟରେ ପ୍ରାୟ ୧୩୬ ବିଲିୟନ ଡଲାରର ବ୍ୟବସାୟ ଚାଲିଛି । ଫ୍ରି ଟ୍ରେଡ ଏଗ୍ରିମେଣ୍ଟ ପରେ ୯୦ପ୍ରତିଶତରୁ ଅଧିକ ପଣ୍ୟଦ୍ରବ୍ୟ ଉପରୁ ଆଦାୟ ହେଉଥିବା ସୀମା ଶୁଳ୍କକୁ ଧୀରେ ଧୀରେ ହଟାଇ ଦିଆଯିବ । ଫଳରେ ଭାରତୀୟ ସାମଗ୍ରୀ ୟୁରୋପ ବଜାରରେ ଶସ୍ତା ହେବ ଏବଂ ଚାଇନା ଭଳି ଦେଶ ସହିତ ପ୍ରତିଯୋଗିତା କରିପାରିବ ।

ବର୍ତ୍ତମାନ ଭାରତର କପଡ଼ା, ଜୋତା ଏବଂ ଅଳଙ୍କାର ଉପରେ ୟୁରୋପରେ ପ୍ରାୟ ୧୦ପ୍ରତିଶତ ଟ୍ୟାକ୍ସ ଲାଗୁଛି । ଚୁକ୍ତି ପରେ ଏହା ଶୂନ ହୋଇଯିବ । ଏହାଦ୍ୱାରା ହସ୍ତତନ୍ତ ଓ କପଡ଼ା ଶିଳ୍ପ ବହୁତ ଲାଭ ପାଇବେ । ଭାରତର ଆଇଟି ଏବଂ ବିପିଓ କ୍ଷେତ୍ରର କର୍ମଚାରୀମାନେ ୟୁରୋପର ୨୭ଟି ଯାକ ଦେଶରେ କାମ କରିବା ପାଇଁ ସହଜରେ ଭିସା ଓ ଅନୁମତି ପାଇବେ । ଭାରତର ଜେନେରିକ୍ ଔଷଧ ୟୁରୋପ ବଜାରରେ ବିକ୍ରି କରିବା ପାଇଁ ପୂର୍ବ ଅପେକ୍ଷା ସହଜ ନିୟମ ଲାଗୁ ହେବ । ୟୁରୋପରୁ ଆସୁଥିବା ସାମଗ୍ରୀ ଉପରେ ଭାରତରେ ଟିକସ କମିବ । ୟୁରୋପୀୟ ଲକ୍ସୁରୀ କାର୍ ଉପରେ ବର୍ତ୍ତମାନ ୧୧୦% ପର୍ଯ୍ୟନ୍ତ ଟ୍ୟାକ୍ସ ଲାଗୁଛି । ଏହାକୁ ହ୍ରାସ କରି ୪୦% କରାଯିବ । ବିଶେଷ କରି ଇଲେକ୍ଟ୍ରିକ୍ ଗାଡ଼ି (EV) ଗୁଡ଼ିକ ଅଧିକ ଶସ୍ତା ହେବ । ସ୍କଚ୍ ହୁଇସ୍କି ଏବଂ ସାମ୍ପେନ୍ ଉପରୁ ଟ୍ୟାକ୍ସ କମିବା ଫଳରେ ଏହାର ଦାମ୍ ଯଥେଷ୍ଟ କମିବ । ୟୁରୋପୀୟ ମେସିନାରୀ, କଳକବଜା ଏବଂ ବିମାନର ପାର୍ଟସ୍ ଶସ୍ତା ହେବ, ଯାହାଦ୍ୱାରା ଭାରତର ଶିଳ୍ପାୟନ ତ୍ୱରାନ୍ୱିତ ହେବ । ତେବେ ବିଦେଶୀ ବିଦେଶୀ ସାମଗ୍ରୀ ଶସ୍ତା ହେଲେ ଭାରତୀୟ କମ୍ପାନୀ କ୍ଷତି ସହିବା ନେଇ ଆଶଙ୍କା ଦେଖାଯାଇଛି । ରିପୋର୍ଟ ଅନୁଯାୟୀ, ୟୁରୋପୀୟ ସଂଘ ସହିତ ମୁକ୍ତ ବାଣିଜ୍ୟ ଚୁକ୍ତିନାମା (FTA) ଅନୁଯାୟୀ, ଭାରତ ୟୁରୋପୀୟ ଯାନବାହନ ଉପରେ ଆମଦାନୀ ଶୁଳ୍କକୁ ବର୍ତ୍ତମାନର ୧୧୦ ପ୍ରତିଶତରୁ ୪୦ ପ୍ରତିଶତକୁ ହ୍ରାସ କରିବାକୁ ପ୍ରସ୍ତୁତ ହେଉଛି।

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech