ଅନୁଗୋଳରେ ଜିଲ୍ଲା ସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ

ଜିଲ୍ଲା ସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ

ଅନୁଗୋଳ ୨୬.୧ :- ଜିଲ୍ଲା ସ୍ତରୀୟ ୭୭ତମ ସାଧାରଣତନ୍ତ୍ର ଦିବସ ଆଜି ସୋମବାର ପୋଲିସ ଟ୍ରେନିଂ କଲେଜ ପଡିଆ ଠାରେ ପାଳନ ହୋଇଯାଇଅଛି। ଏହି ସମାରୋହରେ ରାଜ୍ୟ ସରକାରଙ୍କ ଦ୍ଵାରା ସ୍ଥିରୀକୃତ ମୁଖ୍ୟଅତିଥି ଭାବେ ଅନୁଗୋଳ ଜିଲ୍ଲାପାଳ ଶ୍ରୀ ଅବଦାଲ ମୁହମ୍ମଦ୍ ଅଖତର ଯୋଗ ଦେଇ ସକାଳ ୯ଘଟିକା ୧୫ ମିନିଟ ସମୟରେ ଜାତୀୟ ପତାକା ଉତ୍ତୋଳନ କରିବା ସହ ସମ୍ମିଳିତ ପରେଡର ଅଭିବାଦନ ଗ୍ରହଣ କରିଥିଲେ ।

ଏହି ଜାତୀୟ ଉତ୍ସବରେ ରେ ଆରକ୍ଷୀ ଅଧୀକ୍ଷକ ରାହୁଳ ଜୈନ ଉପସ୍ଥିତ ଥିଲେ । ଏହି ସମ୍ମିଳିତ ପରେଡରେ ରିଜର୍ଭ ଇନିସ୍ପେକ୍ଟର ଶ୍ରୀ ଗୋବିନ୍ଦ ମାହାରିଙ୍କ ନେତୃତ୍ବରେ ମୋଟ ୩୫ ଗୋଟି ପ୍ଲାଟୁନ୍ ଅଂଶଗ୍ରହଣ କରିଥିଲେ । ଜିଲ୍ଲାପାଳ ତାଙ୍କ ଅଭିଭାଷଣରେ ଅନୁଗୋଳର ସମସ୍ତ ଜନସାଧାରଣଙ୍କୁ ଗଣତନ୍ତ୍ର ଦିବସର ଶୁଭେଚ୍ଛା ଜଣାଇ ବରପୁତ୍ରମାନଙ୍କର ସ୍ମୃତିଚାରଣ କରିଥିଲେ ।

ନାରୀ ସଶକ୍ତିକରଣ, ଦିବ୍ୟାଙ୍ଗ, ଶୋଷିତ ଓ ବଞ୍ଚିତ ବର୍ଗର ସୁରକ୍ଷା ପ୍ରାଚୀର ଗଣତନ୍ତ୍ର ବୋଲି କହିଥିଲେ ।

ଏକ ବିଦ୍ବେଷହୀନ, କ୍ଷୁଧାମୁକ୍ତ, ବିକାଶଯୁକ୍ତ, , ଶୋଷଣମୁକ୍ତ, ଲୋକାଭିମୁଖୀ ଯୋଜନା ଯୁକ୍ତ ରାଷ୍ଟ୍ର ଗଠନ ପାଇଁ ମୁଖ୍ୟ ଅତିଥି ସଙ୍କଳ୍ପ ନେଇଥିଲେ । ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ଆୟୋଜିତ ବିଭିନ୍ନ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀମାନଙ୍କୁ ମୁଖ୍ୟ ଅତିଥି ପୁରସ୍କୃତ କରିଥିଲେ ।

ଏହି ଅବସରରେ ବିଭିନ୍ନ ଶିକ୍ଷାନୁଷ୍ଠାନର ଛାତ୍ର ଛାତ୍ରୀମାନଙ୍କ ଦ୍ବାରା ଦ୍ବାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥୁଲା । ମୁଖ୍ୟ ଅତିଥି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ରକ୍ତ ଦାନ ଶିବିରର ଉଦଘାଟନ କରିଥିଲେ ଓ ରୋଗୀମାନଂକୁ ଫଳ ବଣ୍ଟନ କରିଥିଲେ । ପରେ ପରେ ଜେଲରେ ଅନ୍ତେବାସୀମାନଙ୍କୁ ମିଷ୍ଟାନ୍ନ ବଣ୍ଟନ କରିଥିଲେ ।

ପ୍ରତ୍ୟୁଷରେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟ ଦ୍ବାରା ଡାକବାଜୀ ଯନ୍ତ୍ର ଯୋଗେ ରାମଧୁନ କରାଯାଇଥିଲା । ଜିଲ୍ଲା କାର୍ଯ୍ୟାଳୟ, ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଉଦୟ କୁମାର ମହାପାତ୍ର ଓ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରତାପ ପ୍ରୀତିମୟ ପତାକା ଉତ୍ତୋଳନ କରିଥିଲେ । ସେହିପରି ଜିଲ୍ଲା ପ୍ରଶାସନ ତରଫରୁ ଶ୍ରୀ ଉଦୟ କୁମାର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ସ୍ତରୀୟ ଅଧିକାରୀମାନଙ୍କ ସହିତ ଜାତିର ଜନକ ମହାତ୍ମାଗାନ୍ଧୀ , ଗୋପବନ୍ଧୁ ଓ ନବକୃଷ୍ଣ ଚୌଧୁରୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ ।

ଅପରାହ୍ନରେ ଏକକ ଅଭିନୟ ଓ କଉତୁକ ପୋଷାକ ପ୍ରତିଯୋଗୀତା ସ୍ଥାନୀୟ ସଭାଘର ଠାରେ ଆୟୋଜିତ ହୋଇଥିଲା ଏବଂ ସଂଧ୍ୟାରେ ଜିଲ୍ଲା ସଂସ୍କୃତି ପରିଷଦ ଆନୁକୁଲ୍ୟରେ ବିଭିନ୍ନ ଶିକ୍ଷାୁନୁଷ୍ଠାନର ଛାତ୍ର ଛାତ୍ରୀମାନଂକ ଦ୍ବାରା ସଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧୋକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଦେବଦତ୍ତ ମହନ୍ତ, ଅନୁଗୋଳ ଜିଲ୍ଲା ପରିଷଦର ଅତିରିକ୍ତ ଉନ୍ନୟନ ଅଧିକାରୀ କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଗୌରବମୟ ପ୍ରଧାନ, ଉପଖଣ୍ଡ ପୋଲିସ ଅଧିକାରୀ ଶ୍ରୀ ରମାକାନ୍ତ ମହାଳିକଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀ, ସ୍ୱେଛାସେବୀ, ବୁଦ୍ଧିଜୀବି, ବିଶିଷ୍ଟ ବ୍ୟକ୍ତି ଓ ଗଣମାଧ୍ୟମ ପ୍ରତିନିଧି ପ୍ରମୁଖ ଉପସ୍ଥିତ ଥିଲେ ।

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech