ବ୍ରହ୍ମପୁରରେ ଯୁକ୍ତଦୁଇ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲା, ୬ ଜଣ ଅଭିଯୁକ୍ତକୁ ୨୦ ବର୍ଷ ପାଇଁ କାରାଦଣ୍ଡ

ବ୍ରହ୍ମପୁର,୨୯|୧: ୨୦୨୪ ମସିହା ଯୁକ୍ତଦୁଇ ଛାତ୍ରୀଙ୍କ ଗଣଦୁଷ୍କର୍ମ ମାମଲା | ୬ଜଣ ଅଭିଯୁକ୍ତଙ୍କୁ ୨୦ବର୍ଷ ପାଇଁ ଜେଲଦଣ୍ଡରେ ଦଣ୍ଡିତ କରାଯାଇଛି। ୨୦୨୪ ମେ ମାସରେ ବ୍ରହ୍ମପୁର ସହରର ବୈଦ୍ୟନାଥପୁର ଥାନା ଅଞ୍ଚଳରରେ ଏପରି ଏକ ଘଟଣା ଘଟିଥିଲା | ଯେଉଁଠି ଏକ ବ୍ୟାଚଲର ରୁମରେ ଜଣେ ଜଣେ ଯୁକ୍ତଦୁଇ ଛାତ୍ରୀଙ୍କ ଗଣଦୁଷ୍କର୍ମ ହୋଇଥିଲା ।

ଏନେଇ ଆଜି ପୋକସୋ ଜଜ୍ ପ୍ରଣତି ପଟ୍ଟନାୟକଙ୍କ କୋର୍ଟରେ ଏହି ମାମଲାର ଚୂଡ଼ାନ୍ତ ନିଷ୍ପତ୍ତି ଶୁଣାଯାଇଛି | ୬ଜଣ ଅଭିଯୁକ୍ତଙ୍କୁ ୨୦ବର୍ଷ କାରାଦଣ୍ଡରେ ଦଣ୍ଡିତ କରାଯାଇଛି।

ଏହି ଘଟଣାରେ ତ୍ବରିତ ପଦକ୍ଷେପ ନେଇଛି ପୁଲିସ। ପୁଲିସ ତଦନ୍ତ କରି ୪ ଇଂଜିନିୟରିଂ ଛାତ୍ରଙ୍କ ସମେତ ୫ଜଣ ଛାତ୍ରଙ୍କୁ ଗିରଫ କରିଥିଲା। ସେମାନେ ହେଲେ ଆସିକା ଥାନା ପାଢ଼ୀ କଲୋନିର ରୁତୁନ କୁମାର ଦାସ(୨୨), କୋଟିନଡ଼ା ଥାନା ବାବନପୁର ପାଟଣାସାହିର ରୁଦ୍ର ଜେନା(୨୨), ବେଗୁନିଆପଡ଼ା ଥାନା ବାଲିସାହିର ଅଭିଳାଷ ପଲାଇ ଓରଫ୍‌ ଅଭି(୧୯), ସୋରଡ଼ା ଥାନା ସମ୍ପାଲିର ଆକାଶ ନାୟକ(୨୬) ଓ ଖଲ୍ଲିକୋଟ ଥାନା କେନ୍ଦୁପାଟର ଜୁମନ ଗୌଡ଼(୧୯) । ଏମାନଙ୍କ ଭିତରୁ ଜଣେ ବି ଫାର୍ମା ଓ ଆଉ ଚାରିଜଣ ବ୍ରହ୍ମପୁରର ବିଭିନ୍ନ ଇଂଜିନିୟରିଂ କଲେଜ ଛାତ୍ର। ତେବେ ଏମାନେ ସମସ୍ତେ ମିଶି ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ବ୍ରହ୍ମାନଗର ଦ୍ବିତୀୟ ଲାଇନ୍‌ରେ ଏକ ଭଡ଼ାଘରେ ମେସ୍‌ କରି ରହୁଥିଲେ। ପୁଲିସ ଡାକ୍ତରୀ ମାଇନା କରିବା ପରେ ସମସ୍ତଙ୍କୁ କେସ୍ ନମ୍ବର ୨୪୦/୨୪ରେ କୋର୍ଟ ଚାଲାଣ କରିଛି | ଏନେଇ ବ୍ରହ୍ମପୁର ଏସ୍‌ପି ଡା.ସାର୍ଥକ ଷଡ଼ଙ୍ଗୀ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଥିଲେ। ଏହା ସହିତ କୋର୍ଟରେ ପୀଡ଼ିତାଙ୍କ ବୟାନ୍‌ ମଧ୍ୟ ରେକର୍ଡ଼ କରାଯାଇଥିଲା।

ପୁଲିସ କହିବା ଅନୁସାରେ, ବୈଦ୍ୟନାଥପୁର ଥାନା ଇଲାକାରେ ରହୁଥିବା ଜଣେ ଯୁକ୍ତଦୁଇ ଶ୍ରେଣୀର ନାବାଳିକା ଛାତ୍ରୀ ଗତ ୨୦୨୪ ମସିହା ମେ ୩ତାରିଖରେ ତାଙ୍କର ଜଣେ ସାଙ୍ଗକୁ ସାକ୍ଷାତ କରିବାକୁ ଯାଇଥିଲେ। ସେଠାରୁ ଫେରି ଛାତ୍ରୀ ଜଣଙ୍କ ଅପରାହ୍‌ଣରେ ହିଲପାଟଣା ଠାରେ ନିଜ ବାପାଙ୍କୁ ଅପେକ୍ଷା କରିଥିଲେ। ଏହି ସମୟରେ ରୁତୁନ ସେଠାରେ ପହଞ୍ଚି ନାବାଳିକାଙ୍କୁ ଭେଟି ଥିଲା। ତେବେ ରୁତୁନ ପୂର୍ବରୁ ସେହି ଛାତ୍ରୀଙ୍କ ସହିତ ପରିଚିତ ଥିବା ଏସ୍‌ପି କହିଛନ୍ତି। ଏକୁଟିଆ କାହିଁକି ଛିଡ଼ା ହୋଇଛ ବୋଲି କହି ରୁତୁନ ଉକ୍ତ ନାବାଳିକାଙ୍କୁ ତାଙ୍କର ଘରକୁ ଯିବାକୁ ଡାକିଥିଲେ। ନାବାଳିକା ଜଣଙ୍କ ରୁତୁନଙ୍କ କଥାରେ ବିଶ୍ବାସ କରି ତାଙ୍କ ସହିତ ଯାଇଥିଲେ ମଧ୍ୟ। ତେବେ ସେଠାରେ ପହଞ୍ଚିବା ପରେ ନାବାଳିକା ଜଣଙ୍କ ଜାଣିବାକୁ ପାଇଲେଯେ ତାହା ଏକ ଘର ନୁହେଁ ବରଂ ସେଟା ଏକ ବ୍ୟାଚେଲର୍‌ ମେସ ଥିଲା | ରୁତୁନଙ୍କୁ ନାବାଳିକା ଜଣଙ୍କ ଏ ନେଇ ପ୍ରଶ୍ନ କରିଥିଲେ ଏବଂ ପରେ ରୁତୁନ ତାଙ୍କୁ କିଛି ମୃଦୁ ପାନୀୟ ପିଇବାକୁ ଦେଇ ମା’ଙ୍କୁ ଡାକି ଆଣୁଛି ବୋଲି କହି ଚାଲି ଯାଇଥିଲେ। କିଛି ସମୟ ପରେ ରୁତୁନ ନିଜର ୫ରୁ ୬ଜଣ ସାଙ୍ଗଙ୍କୁ ଧରି ଆସିଥିଲେ। ରୁତୁନଙ୍କ ସମେତ ସମସ୍ତେ ହଷ୍ଟେଲ ରୁମକୁ ଆସି ଦେଖିବା ବେଳେ ନାବାଳିକା ଜଣଙ୍କ ଚେତାଶୂନ୍ୟ ହୋଇ ପଡ଼ିଥିଲେ। ତାଙ୍କୁ ମୃଦୁ ପାନୀୟରେ କିଛି ନିଶା ଔଷଧ ଦିଆଯାଇଥିବା ପୁଲିସ ଅନୁମାନ କରୁଛି। ଏହାପରେ ଜଣେ ପରେ ଜଣେ ରାତି ୧୦ଟା ପର୍ଯ୍ୟନ୍ତ ସମ୍ପୃକ୍ତ ନାବାଳିକାଙ୍କ ସହିତ ଦୁଷ୍କର୍ମ କରିଥିଲେ। ଶେଷରେ ନାବାଳିକା ଜଣଙ୍କ ଅଚେତ ଅବସ୍ଥାରୁ ଫେରି ସାମାନ୍ୟ ଠିକ୍‌ ହେବା ପରେ ଘଟଣା ସମ୍ପର୍କରେ କାହାକୁ କିଛି କହିଲେ ଜୀବନରେ ମାରି ଦେବାକୁ ଧମକ୍‌ ମଧ୍ୟ ଦେଇଥିଲା ରୁତୁନ |

ଏହାପରେ ରୁତୁନ ଓ ତା’ର ଜଣେ ସାଙ୍ଗ ସହିତ ନାବାଳିକାଙ୍କୁ ନେଇ ବିଜିପୁର ସ୍ଥିତ ସନ୍ତୋଷୀ ମା’ ମନ୍ଦିର ନିକଟରେ ଛାଡ଼ି ଆସିଥିଲେ। ନାବାଳିକା ଜଣକ ଘଟଣା ବିଷୟରେ ପରିବାର ଲୋକଙ୍କୁ ସମ୍ପୂର୍ଣ୍ଣ କଥା ଜଣେଇବା ପରେ ଗତ ୫ ତାରିଖରେ ପୀଡ଼ିତାଙ୍କ ପରିବାରବର୍ଗ ବୈଦ୍ୟନାଥପୁର ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗ ପାଇ ପୁଲିସ ଘଟଣାକୁ ଗୁରୁତର ସହ ନେଇ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିଥିଲା। ଏହି ଘଟଣାରେ ପୁଲିସ ରୁତୁନ, ରୁଦ୍ର, ଅଭିଳାଷ, ଆକାଶ ଓ ଜୁମନକୁ ଗିରଫ କରି କୋର୍ଟ ଚାଲାଣ କରିଥିଲା।

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech