ଦୁଇଦିନିଆ ମାଲେସିଆ ଗସ୍ତ ଶେଷ କରି ଭାରତ ଫେରିଲେ ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି କୁଆଲାଲମ୍ପୁରରେ ତାଙ୍କ ମାଲେସିଆ ପ୍ରତିପକ୍ଷ ଅନ୍‍ୱାର ଇବ୍ରାହିମ୍‍ଙ୍କ ସହ ବିସ୍ତୃତ ଆଲୋଚନା କରିଛନ୍ତି । ଉଭୟ ଦେଶ ମଧ୍ୟରେ ପ୍ରତିରକ୍ଷା ଏବଂ ସୁରକ୍ଷା ସମ୍ପର୍କ, ସାମୁଦ୍ରିକ ନିରାପତ୍ତା, ଆର୍ଥିକ ଏବଂ ନବସୃଜନ ସହଭାଗିତା ବୃଦ୍ଧି ନେଇ ଆଲୋଚନା ହୋଇଛି । ବିପର୍ଯ୍ୟୟ ପରିଚାଳନା, ଦୃଶ୍ୟ-ଶ୍ରାବ୍ୟ ସହ-ଉତ୍ପାଦନ, ଦୁର୍ନୀତି ମୁକାବିଲା ଓ ନିବାରଣ, ସେମିକଣ୍ଡକ୍ଟର ବିକାଶ, ସ୍ୱାସ୍ଥ୍ୟ ଓ ଔଷଧ, ଛାତ୍ରବୃତ୍ତି ପ୍ରତିଷ୍ଠା ଓ ଏନ୍‍.ପି.ସି.ଏଲ୍‍. ଇଣ୍ଟର୍‍ନ୍ୟାସନାଲ ପେମେଣ୍ଟ୍‍ସ ଲିମିଟେଡ୍‍ ଏମଂ ମାଲେସିଆର ପେ-ନେଟ୍‍ ମଧ୍ୟରେ ଚୁକ୍ତିନାମା ସହ ଅନେକ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି ।

ଏକ ମିଳିତ ବିବୃତ୍ତିରେ ଉଭୟ ଦେଶ ୨୦୨୪ରେ ପ୍ରତିଷ୍ଠିତ ବ୍ୟାପକ ରଣନୈତିକ ସହଭାଗିତାକୁ ସଶକ୍ତ କରିବା ନେଇ ପ୍ରତିବଦ୍ଧ ହୋଇଥିଲେ । ଉଭୟପକ୍ଷ ବାଣିଜ୍ୟକୁ ପ୍ରୋତ୍ସାହିତ କରିବା ଏବଂ ଭିତ୍ତିଭୂମି, ନବୀକରଣୀୟ ଶକ୍ତି, ଉନ୍ନତ ଉତ୍ପାଦନ, ସେମିକଣ୍ଡକ୍ଟର ଏବଂ ଡିଜିଟାଲ୍‍ ପ୍ରଯୁକ୍ତିବିଦ୍ୟା ଭଳି ପ୍ରମୁଖ କ୍ଷେତ୍ରରେ ସହଯୋଗ ସମ୍ପ୍ରସାରଣ କରିବାକୁ ସହମତ ହୋଇଥିଲେ । ଭାରତ-ମାଲେସିଆ ଡିଜିଟାଲ୍‍ ପରିଷଦ ପ୍ରତିଷ୍ଠା ଓ ବ୍ୟବସାୟ ପର୍ଯ୍ୟଟନକୁ ସମର୍ଥନ କରିବାପାଇଁ ସୀମାପାର ଦେୟ ସଂଯୋଗ ପ୍ରଚଳନ କରିବାର ପ୍ରୟାସ ଉପରେ ମଧ୍ୟ ଗୁରୁତ୍ୱାରୋପ କରାଯାଇଥିଲା ।

ଉଭୟ ଦେଶ ସେମିକଣ୍ଡକ୍ଟର ଏବଂ ସ୍ୱଚ୍ଛଶକ୍ତି କ୍ଷେତ୍ରରେ ଘନିଷ୍ଠ ସହଭାଗିତା ଉପରେ ଆଲୋକପାତ କରିଥିଲେ । ପ୍ରଧାନମନ୍ତ୍ରୀ କହିଛନ୍ତି, ଭାରତ ଏବଂ ମାଲେସିଆ ମଧ୍ୟରେ ସ୍ୱତନ୍ତ୍ର ବନ୍ଧନ ରହିଛି, ଯାହା ଶକ୍ତିଶାଳୀ ଲୋକସମ୍ପର୍କ ଏବଂ ମାଲେସିଆରେ ଏକ ବିଶାଳ ଭାରତୀୟ ପ୍ରବାସୀ ଉପସ୍ଥିତିଦ୍ୱାରା ସମର୍ଥିତ । ଏହି ଅବସରରେ ପ୍ରଧାନମନ୍ତ୍ରୀ’ ବିଶ୍ୱବିଦ୍ୟାଳୟ ଆଦାନ ପ୍ରଦାନ, ଦକ୍ଷତା ବିକାଶ ଏବଂ ଷ୍ଟାର୍ଟଅପ୍‍ ସମ୍ପର୍କକୁ ସମ୍ପ୍ରସାରଣ କରାଯିବା ଲକ୍ଷ୍ୟରେ ନିଆଯିବାକୁ ଥିବା ପଦକ୍ଷେପଗୁଡ଼ିକୁ ଉଲ୍ଲେଖ କରିଥିଲେ । ଭାରତ ମଧ୍ୟ ଶୈକ୍ଷିକ ଗବେଷଣା ଏବଂ ଅଧ୍ୟୟନକୁ ପ୍ରୋତ୍ସାହିତ କରିବାପାଇଁ ତିରୁଭଲ୍ଲୁଭର କେନ୍ଦ୍ର ପ୍ରତିଷ୍ଠାର ଘୋଷଣା କରିଛି ।

ପ୍ରଧାନମନ୍ତ୍ରୀ ଶ୍ରୀ ମୋଦି ବିଭିନ୍ନ ସଂସ୍ଥାର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କର ସମ୍ମିଳନୀରେ ଅଂଶଗ୍ରହଣ କରିଥିଲେ । ସେଠାରେ ବିଭିନ୍ନ କ୍ଷେତ୍ରରେ ନିବେଶ ସୁଯୋଗ ଏବଂ ସହଯୋଗର ମାର୍ଗ ଉପରେ ଆଲୋଚନା ହୋଇଥିଲା । ପୂର୍ବରୁ ପ୍ରଧାନମନ୍ତ୍ରୀ ଆସିଆନ୍‍ ପ୍ରତି ଭାରତର ପ୍ରତିବଦ୍ଧତାକୁ ପୁନଃ ଦୋହରାଇଥିଲେ ଏବଂ ଆସିଆନ୍‍ର ଅଧ୍ୟକ୍ଷତାପାଇଁ ମାଲେସିଆକୁ ଅଭିନନ୍ଦନ ଜଣାଇଥିଲେ । ଉଭୟ ପକ୍ଷ ଆସିଆନ୍‍-ଭାରତ ସାମଗ୍ରୀ ବାଣିଜ୍ୟ ଚୁକ୍ତିନାମା AITIDAର- ସମୀକ୍ଷା ଶୀଘ୍ର ସମାପ୍ତ କରିବାପାଇଁ ସହମତ ହୋଇଛନ୍ତି ।

ପ୍ରଧାନମନ୍ତ୍ରୀ କହିଛନ୍ତି, ଭାରତ-ପ୍ରଶାନ୍ତ ମହାସାଗରୀୟ କ୍ଷେତ୍ର ଅଭିବୃଦ୍ଧିର ଇଞ୍ଜିନ୍‍ ଭାବେ ଉଭା ହୋଇଛି ଏବଂ ଭାରତ ଓ ମାଲେସିଆ ଏକ୍ଷେତ୍ରରେବିକାଶ, ଶାନ୍ତି ଓ ସ୍ଥିରତାପାଇଁ ଏକତ୍ର କାମ କରୁଛନ୍ତି । ପ୍ରଧାନମନ୍ତ୍ରୀଙ୍କ ପୂର୍ବ-ପ୍ରାନ୍ତ ସଚିବ ପି. କୁମାରନ୍‍ କହିଛନ୍ତି, ଉଭୟ ଦେଶ ମଧ୍ୟରେ ଆତଙ୍କବାଦ ବିରୋଧରେ ସହଯୋଗ ନେଇ ବୁଝାମଣା ହୋଇଛି । ଜାତୀୟ ସୁରକ୍ଷା ଆଲୋଚନା ମାଧ୍ୟମରେ ଏହାକୁ ସମାଧାନ କରାଯାଉଛି । ଗସ୍ତ ଶେଷପୂର୍ବରୁ ପ୍ରଧାନମନ୍ତ୍ରୀ ଭାରତୀୟ ଜାତୀୟ ସେନାର ସେବାନିବୃତ୍ତ ଅଧିକାରୀ ଏବଂ ମାଲେସିଆର ମାନ୍ୟଗଣ୍ୟ ବ୍ୟକ୍ତିଙ୍କୁ ଭେଟିଥିଲେ । ଦୁଇଦିନିଆ ମାଲେସିଆ ଗସ୍ତ ଶେଷକରି ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିଛନ୍ତି ।

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech