ରାଜ୍ୟରେ ଫେବୃଆରୀ ୧୬ ତାରିଖରୁ ଆରମ୍ଭ ହେବ ଆଧାର ସମ୍ବନ୍ଧୀୟ ଅଭିଯୋଗ ଶୁଣାଣି । ଏହା ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ବିଦ୍ୟା ବିଭାଗ ପକ୍ଷରୁ ହେବ । ଓକାକ ଟାୱାର, ପଠାଣି ସାମନ୍ତ ପ୍ଲାନେଟୋରିଅମ ପାର୍ଶ୍ଵ ଗେଟ୍ ଠାରେ ଶୁଣାଣି କରାଯିବ ।
ଇଚ୍ଛୁକ ବ୍ୟକ୍ତି ପଞ୍ଜୀକରଣ ପାଇଁ ଓକାକ୍ ପୋର୍ଟାଲ୍ (https://www.ocac.in ) ରେ ପଞ୍ଜିକୃତ କରାଇ ପଞ୍ଜିକରଣ ପ୍ରାପ୍ତି ସ୍ୱୀକାରପତ୍ର ସହ ଓକାକ ଟାୱାର ତଳ ମହଲା ଅଭିଯୋଗ ପ୍ରକୋଷ୍ଠରେ ଅଭିଯୋଗ ଜଣାଇପାରିବେ ।
ପ୍ରତ୍ୟେକ ସରକାରୀ କାର୍ଯ୍ୟ ଦିବସର ସୋମବାର ସକାଳ ୧୦.୩୦ରୁ ଉପସ୍ଥିତ ରହି ସମ୍ପୃକ୍ତ ଅଧିକାରୀଙ୍କୁ ସେମାନଙ୍କର ଅଭିଯୋଗ ଜଣାଇ ପାରିବେ ।

![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/05/Picsart_26-05-14_06-19-38-643-12-scaled.jpg)

