ସୁରକ୍ଷା ଏଜେନ୍ସିଗୁଡ଼ିକ ଦ୍ୱାରା ପ୍ରାପ୍ତ ସୂଚନା ଅନୁଯାୟୀ, ଜୈଶ-ଏ-ମହମ୍ମଦ ସଦସ୍ୟଙ୍କ ଏକ ଗୋଷ୍ଠୀ ଅନ୍ତର୍ଜାତୀୟ ସୀମା ପାର କରି ସଫଳତାର ସହ ଭାରତରେ ଅନୁପ୍ରବେଶ କରିଛନ୍ତି। ଏନେଇ ଜାମ୍ମୁ କାଶ୍ମୀରରେ ହାଇ ଆଲର୍ଟ ଜାରି ହୋଇଛି। ମଙ୍ଗଳବାର ସକାଳେ କଠୁଆ ଓ ସାମ୍ବା ଜିଲ୍ଲାରେ ସୁରକ୍ଷା ବାହିନୀଙ୍କୁ ମୁତୟନ କରାଯାଇଛି।ସୁରକ୍ଷା ବାହିନୀ ଏହି ଆତଙ୍କବାଦୀଙ୍କ ପରିବର୍ତ୍ତିତ ରୂପ ବିଷୟରେ ବିଶେଷ ସତର୍କ ଅଛନ୍ତି।

April 21, 2026/
No Comments


