ଏପ୍ରିଲରୁ ୨୨ ରାଜ୍ୟରେ ଏସଆଇଆର, ପ୍ରସ୍ତୁତି ସାରିବାକୁ ସମସ୍ତ ରାଜ୍ୟ ସିଇଓମାନଙ୍କୁ ନିର୍ଦ୍ଦେଶ

ଆସନ୍ତା ଏପ୍ରିଲରୁ ସମଗ୍ର ଦେଶରେ ଭୋଟର ତାଲିକାରେ ସ୍ୱତନ୍ତ୍ର ବ୍ୟାପକ ସଂଶୋଧନ (ଏସ୍ଆଇଆର) ପ୍ରକ୍ରିୟା ଆରମ୍ଭ ହେବ । ଗୁରୁବାର ନିର୍ବାଚନ କମିଶନଙ୍କ ପକ୍ଷରୁ ଏହି ସୂଚନା ମିଳିଛି । ନିର୍ବାଚନ କମିଶନଙ୍କ ସଚିବ ପବନ ଦିୱାନ ୨୨ଟି ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ମୁଖ୍ୟ ନିର୍ବାଚନ ଅଧିକାରୀ (ସିଇଓ)ଙ୍କୁ ଚିଠି ଲେଖି ଏସ୍ଆଇଆର ସହ ଜଡିତ ସମସ୍ତ ପ୍ରସ୍ତୁତି କାର୍ଯ୍ୟ ତୁରନ୍ତ ଶେଷ କରିବାକୁ କହିଛନ୍ତି ।

ଚିଠିରେ କୁହାଯାଇଛି ଯେ ଅବଶିଷ୍ଟ ୨୨ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳରେ ଏପ୍ରିଲରୁ ଏସ୍ଆଇଆର ଆରମ୍ଭ ହେବାର ସମ୍ଭାବନା ରହିଛି ।

ଏସବୁ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳ ମଧ୍ୟରେ ଅଛି ଆନ୍ଧ୍ରପ୍ରଦେଶ, ଅରୁଣାଚଳ ପ୍ରଦେଶ, ଚଣ୍ଡିଗଡ, ଦାଦ୍ରା ଓ ନଗର ହାବେଳି-ଡାମନ ଓ ଡିଉ, ହରିୟାଣା, ହିମାଚଳ ପ୍ରଦେଶ, ଜମ୍ମୁ-କାଶ୍ମୀର, ଝାଡଖଣ୍ଡ, କର୍ଣ୍ଣାଟକ, ଲଦାଖ, ମହାରାଷ୍ଟ୍ର, ମଣିପୁର, ମେଘାଳୟ, ମିଜୋରାମ, ନାଗାଲାଣ୍ଡ, ଦିଲ୍ଲୀ, ଓଡ଼ିଶା, ପଞ୍ଜାବ, ସିକ୍କିମ, ତ୍ରିପୁରା, ତେଲଙ୍ଗାନା ଓ ଉତ୍ତରାଖଣ୍ଡ। ଗତବର୍ଷ ଜୁନ ୨୪ରେ ନିର୍ବାଚନ କମିଶନ ସମଗ୍ର ଦେଶରେ ଏସ୍ଆଇଆର କରିବାକୁ କହିଥିଲେ । ତେବେ ପର୍ଯ୍ୟାୟକ୍ରମେ ଏହି ପ୍ରକ୍ରିୟା କରାଯିବ ବୋଲି ସୂଚନା ମଧ୍ୟ ଦେଇଥିଲେ । ପ୍ରଥମ ପର୍ଯ୍ୟାୟ ଜନଗଣନା ୨୦୨୭ ସହ ଏସବୁ ରାଜ୍ୟରେ ଏସ୍ଆଇଆର ପ୍ରକ୍ରିୟା କରାଯିବ ବୋଲି ସୂଚନା ମିଳିଛି । ପ୍ରଥମ ପର୍ଯ୍ୟାୟ ଜନଗଣନାରେ ଏପ୍ରିଲରୁ ସେପ୍ଟେମ୍ବର ମଧ୍ୟରେ ଗୃହ ତାଲିକା ପ୍ରସ୍ତୁତ ଓ ଘର ଗଣନା କାର୍ଯ୍ୟ କରାଯିବ । ତେବେ ଉଭୟ ପ୍ରକ୍ରିୟା ଏକସମୟରେ ଚାଲିଲେ ମଧ୍ୟ କୌଣସି ସମସ୍ୟା ସୃଷ୍ଟି ହେବ ନାହିଁ ବୋଲି କମିଶନ ଆଶା ରଖିଛନ୍ତି ।

ନିର୍ବାଚନ କମିଶନ ପ୍ରଥମ ପର୍ଯ୍ୟାୟରେ ବିହାରରେ ବିଧାନସଭା ନିର୍ବାଚନ ପୂର୍ବରୁ ଏସ୍ଆଇଆର କରିଥିଲେ । ଏହା ପରେ ଦ୍ୱିତୀୟ ପର୍ଯ୍ୟାୟରେ ୧୨ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳରେ ଗତବର୍ଷ ଅକ୍ଟୋବର ୨୮ ତାରିଖରୁ ଏସ୍ଆଇଆର ପ୍ରକ୍ରିୟା ଜାରି ରହିଛି । ଏହି ରାଜ୍ୟ ମଧ୍ୟରେ କେରଳ, ତାମିଲନାଡୁ, ପଶ୍ଚିମବଙ୍ଗ, ଗୁଜରାଟ, ଉତ୍ତରପ୍ରଦେଶ, ପୁଡୁଚେରୀ, ଆଣ୍ଡାମାନ ଓ ନିକୋବର ଦ୍ୱୀପ, ଛତିଶଗଡ, ଗୋଆ, ଲାକ୍ଷାଦ୍ୱୀପ, ମଧ୍ୟପ୍ରଦେଶ ଓ ରାଜସ୍ଥାନ ସାମିଲ ଅଛି । ତେବେ ଆସାମରେ ଏନ୍ଆରସି (ଜାତୀୟ ନାଗରିକ ପଞ୍ଜିକା) କୁ ନେଇ ସମସ୍ୟା ରହିଥିବାରୁ ସେଠାରେ ଏସ୍ଆଇଆର ବଦଳରେ ସ୍ୱତନ୍ତ୍ର ସଂଶୋଧନ କରାଯାଉଛି । ଏହି ପ୍ରକ୍ରିୟାରେ ଭୋଟର ତାଲିକାର ଅପଡେଟ୍ କରାଯାଉଛି । ଅର୍ଥାତ ମୃତ ଭୋଟରଙ୍କ ନାମ ହଟାଯାଉଛି, ନୂଆ ଭୋଟରଙ୍କ ନାମ ସାମିଲ କରାଯାଉଛି ଏବଂ ସ୍ଥାନାନ୍ତର ହୋଇଥିବା ଭୋଟରଙ୍କ ନାମ ତାଲିକାରୁ ବାଦ୍ ଦିଆଯାଉଛି । କୌଣସି ପ୍ରକାର ଭୁଲତ୍ରୁଟିକୁ ମଧ୍ୟ ସୁଧୁରା ଯାଉଛି ।

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech