ଅପରେସନ ସାଇବର କବଚ: ୯୩୭୬ଟି ବେନାମୀ ବ୍ୟାଙ୍କ ଆକାଉଂଟ ଯାଂଚ, ୨୧୬ ଗିରଫ

ଭୁବନେଶ୍ୱର – ସାଇବର ଅପରାଧ ଉପରେ ଲଗାମ ଲଗାଇବା ପାଇଁ ଓଡ଼ିଶା ପୋଲିସ ପକ୍ଷରୁ ଆରମ୍ଭ ହୋଇଥିବା ବିଶେଷ ଅଭିଯାନ ‘ଅପରେସନ ସାଇବର କବଚ’ ସମଗ୍ର ରାଜ୍ୟରେ ଜାରି ରହିଛି।

ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୁର ଖୁରାନିଆଙ୍କ ନିର୍ଦ୍ଦେଶକ୍ରମେ ଜିଲ୍ଲା ଏସ୍.ପି. ଓ ଡି.ସି.ପି.ମାନଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଜିଲ୍ଲା ସାଇବର କ୍ରାଇମ୍ ୟୁନିଟ୍ ମାନଙ୍କ ଦ୍ୱାରା ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି।

ଏପର୍ଯ୍ୟନ୍ତ ‘ଅପରେସନ ସାଇବର କବଚ’ ଅନ୍ତର୍ଗତ ସମଗ୍ର ରାଜ୍ୟରେ ମୋଟ ୯୩୭୬ଟି ମ୍ୟୁଲ୍/ବେନାମୀ ବ୍ୟାଙ୍କ ଆକାଉଂଟ ଯାଂଚ କରାଯାଇଥିବା ବେଳେ ୪୦୦ଟି ମ୍ୟୁଲ୍ ବ୍ୟାଙ୍କ ଆକାଉଂଟ ସମ୍ପର୍କିତ ସାଇବର ମାମଲା, ଏ.ଟି.ଏମ୍ ଉଠାଣ ସମ୍ପର୍କିତ ୮ଟି, ଚେକ୍ ଉଠାଣ ସମ୍ପର୍କିତ ୧୩ଟି ଏବଂ ୯ଟି ନକଲି ସିମ୍/ଚକ୍ଟଝ ସମ୍ପର୍କିତ ମାମଲା ରୁଜୁ କରାଯାଇଛି। ଏହା ସହ ୨୧୬ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବା ସହ ନୂଆ ଓ ପୁରୁଣା ୧୧୮ଟି ଏଫ୍.ଆଇ.ଆର୍ ସହ ସଂପୃକ୍ତ ୨୭୫୮ଜଣ ସନ୍ଦିଗ୍ଧ ଆକାଉଂଟଧାରୀ ଓ ସହାୟକଙ୍କୁ ଆଇନଗତ ନୋଟିସ୍ ଜାରି କରାଯାଇଛି।

ଏହି ବିଶେଷ ଅଭିଯାନରେ କଟକ ଜିଲ୍ଲା ପୋଲିସ ୩୫୩ଟି ବେନାମୀ ଆକାଉଂଟ ଯାଂଚ କରି ୨ଟି ମାମଲା ରୁଜୁ କରିଛି ଏବଂ ନୂଆ ମାମଲାରେ ୧୦ଜଣ ଓ ପୁରୁଣା ୪ଟି ଏଫ୍ଆଇଆର୍ ସଂପୃକ୍ତ ବ୍ୟକ୍ତିଙ୍କୁ ଆଇନଗତ ନୋଟିସ୍ ଜାରି କରିଛି। ସେହିପରି ଜଗତସିଂହପୁର ଜିଲ୍ଲା ପୋଲିସ ୧୦୬ଟି ବେନାମୀ ଆକାଉଂଟ ଯାଂଚ କରି ୩ଟି ସାଇବର ମାମଲା ରୁଜୁ କରିଥିବା ସହ ୬ଜଣଙ୍କୁ ଆଇନଗତ ନୋଟିସ୍ ଜାରି କରିଛି। ଯାଜପୁର ଜିଲ୍ଲା ପୋଲିସ ୮୧ଟି ବେନାମୀ ଆକାଉଂଟ ଯାଂଚ କରି ୬ଟି ମାମଲା ରୁଜୁ କରି ୬୧ଜଣଙ୍କୁ ନୋଟିସ୍ ଜାରି କରିଛି।

ସେହିପରି କେନ୍ଦ୍ରାପଡ଼ା ଜିଲ୍ଲା ପୋଲିସ ୧୪୩ଟି ବେନାମୀ ଆକାଉଂଟ ଯାଂଚ କରି ୬ଟି ମାମଲା ରୁଜୁ କରିଥିବା ସହ ୫୬ଜଣଙ୍କୁ ଆଇନଗତ ନୋଟିସ୍ ଜାରି କରିଛି। ଖୋର୍ଦ୍ଧା ଜିଲ୍ଲା ପୋଲିସ ୧୨୧ଟି ବେନାମୀ ଆକାଉଂଟ ଯାଂଚ କରି ମ୍ୟୁଲ୍ ବ୍ୟାଙ୍କ ସଂପୃକ୍ତ ୭ଟି ଏବଂ ଏଟିଏମ୍ ଟଙ୍କା ଉଠାଣ ସଂପୃକ୍ତ ୧ଟି ମାମଲା ରୁଜୁ କରି ୬ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି ଏବଂ ୨୧ଜଣଙ୍କୁ ନୋଟିସ୍ ଜାରି କରିଛି।

ପୁରୀ ଜିଲ୍ଲା ପୋଲିସ ୮୪ଟି ବେନାମୀ ଆକାଉଂଟ ଯାଂଚ କରି ମ୍ୟୁଲ୍ ବ୍ୟାଙ୍କ ସଂପୃକ୍ତ ୮ଟି ଏବଂ ଚେକ୍ ମାଧ୍ୟମରେ ଟଙ୍କା ଉଠାଣ ସଂପୃକ୍ତ ୧ଟି ମାମଲା ରୁଜୁ କରି ୧ଜଣଙ୍କୁ ଆଇନଗତ ନୋଟିସ୍ ଜାରି କରିଛି। ବଲାଙ୍ଗିର ଜିଲ୍ଲା ପୋଲିସ ୯୦ଟି ବେନାମୀ ଆକାଉଂଟ ଯାଂଚ କରି ୨ଟି ମାମଲା ରୁଜୁ କରି ୨ଜଣଙ୍କୁ ନୋଟିସ୍ ଜାରି କରିଛି। ଝାରସୁଗୁଡ଼ା ଜିଲ୍ଲା ପୋଲିସ ୧୧୨ଟି ବେନାମୀ ଆକାଉଂଟ ଯାଂଚ କରି ମ୍ୟୁଲ୍ ବ୍ୟାଙ୍କ ସଂପୃକ୍ତ ୩ଟି ଏବଂ ଏଟିଏମ୍ ଟଙ୍କା ଉଠାଣ ସଂପୃକ୍ତ ୧ଟି ମାମଲା ରୁଜୁ କରି ୧ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି ଏବଂ ୧୬ଜଣଙ୍କୁ ନୋଟିସ୍ ଜାରି କରିଛି। କେନ୍ଦୁଝର ଜିଲ୍ଲା ପୋଲିସ ୧୪୧ଟି ବେନାମୀ ଆକାଉଂଟ ଯାଂଚ କରି ୨ଟି ମାମଲା ରୁଜୁ କରି ୩ଜଣଙ୍କୁ ଆଇନଗତ ନୋଟିସ୍ ଜାରି କରିଛି। ରାଉରକେଲା ଜିଲ୍ଲା ପୋଲିସ ୧୮୨ଟି ବେନାମୀ ଆକାଉଂଟ ଯାଂଚ କରି ୧୪ଟି ମାମଲା ରୁଜୁ କରି ୧ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି ଏବଂ ୧୭ଜଣଙ୍କୁ ନୋଟିସ୍ ଜାରି କରିଛି।

ସୁନ୍ଦରଗଡ଼ ଜିଲ୍ଲା ପୋଲିସ ୧୫ଟି ବେନାମୀ ଆକାଉଂଟ ଯାଂଚ କରି ୧ଟି ମାମଲା ରୁଜୁ କରି ୪ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି ଏବଂ ନୂଆ ମାମଲା ସହ ପୁରୁଣା ୨ଟି ଏଫ୍ଆଇଆର୍ରେ ୪ଜଣଙ୍କୁ ନୋଟିସ୍ ଜାରି କରିଛି।

ବାଲେଶ୍ୱର ଜିଲ୍ଲା ପୋଲିସ ୩୯୮ଟି ବେନାମୀ ଆକାଉଂଟ ଯାଂଚ କରି ୫ଟି ମାମଲା ରୁଜୁ କରି ୫ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି ଏବଂ ୧୨ଜଣଙ୍କୁ ନୋଟିସ୍ ଜାରି କରିଛି। ଭଦ୍ରକ ଜିଲ୍ଲା ପୋଲିସ ୩୦୫ଟି ବେନାମୀ ଆକାଉଂଟ ଯାଂଚ କରି ୧୪ଟି ମାମଲା ରୁଜୁ କରି ୧୨ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି ଏବଂ ନୂଆ ମାମଲା ସହ ପୁରୁଣା ୫ଟି ଏଫ୍ଆଇଆର୍ରେ ୨୯ଜଣଙ୍କୁ ନୋଟିସ୍ ଜାରି କରିଛି। ବ୍ରହ୍ମପୁର ଜିଲ୍ଲା ପୋଲିସ ୧ଟି ବେନାମୀ ଆକାଉଂଟ ଯାଂଚ କରି ୪ଟି ମାମଲା ରୁଜୁ କରି ୧ଜଣଙ୍କୁ ଆଇନଗତ ନୋଟିସ୍ ଜାରି କରିଛି। ବୌଦ୍ଧ ଜିଲ୍ଲା ପୋଲିସ ୭ଟି ବେନାମୀ ଆକାଉଂଟ ଯାଂଚ କରି ମ୍ୟୁଲ୍ ବ୍ୟାଙ୍କ ସଂପୃକ୍ତ ୫ଟି ଏବଂ ଏଟିଏମ୍ ଟଙ୍କା ଉଠାଣ ସଂପୃକ୍ତ ୫ଟି ମାମଲା ରୁଜୁ କରି ୧୭ଜଣଙ୍କୁ ନୋଟିସ୍ ଜାରି କରିଛି।

ଗଞ୍ଜାମ ଜିଲ୍ଲା ପୋଲିସ ୧୦୯ଟି ବେନାମୀ ଆକାଉଂଟ ଯାଂଚ କରି ୧୧ଟି ମାମଲା ରୁଜୁ କରି ୧୧ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି ଏବଂ ନୂଆ ମାମଲା ସହ ପୁରୁଣା ୩ଟି ଏଫ୍ଆଇଆର୍ରେ ୨୪ଜଣଙ୍କୁ ନୋଟିସ୍ ଜାରି କରିଛି।ଦେବଗଡ଼ ଜିଲ୍ଲା ପୋଲିସ ୫୭ଟି ବେନାମୀ ଆକାଉଂଟ ଯାଂଚ କରି ୧ଟି ମାମଲା ରୁଜୁ କରି ୫ଜଣଙ୍କୁ ନୋଟିସ୍ ଜାରି କରିଛି। ନୂଆପଡ଼ା ଜିଲ୍ଲା ପୋଲିସ ୧୩ଟି ବେନାମୀ ଆକାଉଂଟ ଯାଂଚ କରି ୧ଟି ମାମଲା ରୁଜୁ କରି ୬ଜଣଙ୍କୁ ଆଇନଗତ ନୋଟିସ୍ ଜାରି କରିଛି।ନୟାଗଡ଼ ଜିଲ୍ଲା ପୋଲିସ ୧ଟି ବେନାମୀ ଆକାଉଂଟ ଯାଂଚ କରି ୪ଜଣଙ୍କୁ ନୋଟିସ୍ ଜାରି କରିଛି। ସେହିପରି ବରଗଡ଼ ଜିଲ୍ଲା ପୋଲିସ ୧୧୪୬ଟି ବେନାମୀ ଆକାଉଂଟ ଯାଂଚ କରି ପୁରୁଣା ୧ଟି ଏଫ୍ଆଇଆର୍ରେ ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି ଏବଂ ୧୦୨୪ଜଣଙ୍କୁ ଆଇନଗତ ନୋଟିସ୍ ଜାରି କରିଛି।

ମୟୂରଭଞ୍ଜ ଜିଲ୍ଲା ପୋଲିସ ୬୯ଟି ବେନାମୀ ଆକାଉଂଟ ଯାଂଚ କରି ୨ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି ଏବଂ ୮ଜଣଙ୍କୁ ନୋଟିସ୍ ଜାରି କରିଛି। କଟକ (ଟଚଊ) ଜିଲ୍ଲା ପୋଲିସ ୫ଟି ବେନାମୀ ଆକାଉଂଟ ଯାଂଚ କରି ୫ଜଣଙ୍କୁ ଆଇନଗତ ନୋଟିସ୍ ଜାରି କରିଛି।କନ୍ଧମାଳ ଜିଲ୍ଲା ପୋଲିସ ୨ଟି ବେନାମୀ ଆକାଉଂଟ ଯାଂଚ କରି ୨ଜଣଙ୍କୁ ନୋଟିସ୍ ଜାରି କରିଛି। ଅନୁଗୁଳ ଜିଲ୍ଲା ପୋଲିସ ୧୯ଟି, ଢେଙ୍କାନାଳ ଜିଲ୍ଲା ପୋଲିସ ୨୧ଟି ବେନାମୀ ଆକାଉଂଟ ଯାଂଚ କରିଛି।କଳାହାଣ୍ଡି ଜିଲ୍ଲା ପୋଲିସ ୧୫ଟି ବେନାମୀ ଆକାଉଂଟ ଯାଂଚ କରି ୧ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି ଏବଂ ୧୯ଜଣଙ୍କୁ ନୋଟିସ୍ ଜାରି କରିଛି। କୋରାପୁଟ ଜିଲ୍ଲା ପୋଲିସ ୧୬ଟି ବେନାମୀ ଆକାଉଂଟ ଯାଂଚ କରି ପୁରୁଣା ୩୩ଟି ଏଫ୍ଆଇଆର୍ରେ ୨ଜଣଙ୍କୁ ଆଇନଗତ ନୋଟିସ୍ ଜାରି କରିଛି।

ମାଲକାନଗିରି ଜିଲ୍ଲା ପୋଲିସ ୯ଟି ବେନାମୀ ଆକାଉଂଟ ଯାଂଚ କରି ୨ଜଣଙ୍କୁ ନୋଟିସ୍ ଜାରି କରିଛି ଏବଂ ନବରଙ୍ଗପୁର ଜିଲ୍ଲା ପୋଲିସ ୬୪ଟି ବେନାମୀ ଆକାଉଂଟ ଯାଂଚ କରି ପୁରୁଣା ୧ଟି ଏଫ୍ଆଇଆର୍ରେ ୬୨ଜଣଙ୍କୁ ଆଇନଗତ ନୋଟିସ୍ ଜାରି କରିଛି।

ରାଜ୍ୟବାସୀଙ୍କ ଡିଜିଟାଲ କାରବାରର ସୁରକ୍ଷା ପାଇଁ ଓଡ଼ିଶା ପୋଲିସ ସର୍ବଦା ପ୍ରତିଶ୍ରୁତିବଦ୍ଧ। ସାଇବର ଅପରାଧ ମୁକ୍ତ ଓଡ଼ିଶା ଗଠନ ପାଇଁ ଏହି ଅଭିଯାନ ଆଗାମୀ ଦିନରେ ଆହୁରି କଡ଼ାକଡ଼ି ହେବ ବୋଲି ଡିଜିପି ଶ୍ରୀ ଖୁରାନିଆ ସୂଚନା ଦେଇଛନ୍ତି।

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech