ଭୁବନେଶ୍ଵର – ଦିନିକିଆ ଓଡ଼ିଶା ଗସ୍ତ ସାରି ଦିଲ୍ଲୀ ଫେରିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ସେ ସ୍ଵତନ୍ତ୍ର ବାୟୁସେନା ବିମାନରେ ଦିଲ୍ଲୀ ଫେରିଛନ୍ତି । ତେବେ ଆଜି ଓଡ଼ିଶାରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଏହାପରେ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଦେଢ଼ ଘଣ୍ଟାରୁ ଅଧିକ ସମୟ ଧରି ଦଳୀୟ ନେତୃତ୍ବଙ୍କ ସହ ଆଲୋଚନା କରିଥିଲେ ।

April 18, 2026/
No Comments


