ମଧ୍ୟପ୍ରାଚ୍ୟରେ ଅଟକିଥିବା ଓଡ଼ିଆମାନଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

ଭୁବନେଶ୍ୱର: ମଧ୍ୟପ୍ରାଚ୍ୟରେ ସମ୍ପ୍ରତି ଚାଲିଥିବା ଯୁଦ୍ଧ ପରିସ୍ଥିତି ଯୋଗୁଁ ସେଠାରେ ଅନେକ ଓଡ଼ିଆ ଲୋକ ଅଟକି ରହିଥିବା ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଉଦ୍‌ବେଗ ପ୍ରକାଶ କରିଛନ୍ତି । ଓଡ଼ିଆ ଲୋକମାନଙ୍କୁ ଫେରାଇ ଆଣିବା ଉପରେ ଗୁରୁତ୍ୱ ଆରୋପ କରି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଏହି ଘଟଣା ଉପରେ ଟ୍ରାକ୍ ରଖିବାକୁ ଏବଂ ଓଡ଼ିଆ ଲୋକମାନଙ୍କୁ ଫେରାଇ ଆଣିବା ପାଇଁ ବ୍ୟବସ୍ଥା କରିବାକୁ ମୁଖ୍ୟ ଶାସନ ସଚିବଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

ସୂଚନାଯୋଗ୍ୟ ଯେ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଗତ ମାର୍ଚ୍ଚ ୨ ତାରିଖରେ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ମଧ୍ୟପ୍ରାଚ୍ୟ ଘଟଣା ସମ୍ପର୍କରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧୀନରେ ଥିବା ଓଡ଼ିଶା ପରିବାର ନିର୍ଦ୍ଦେଶାଳୟର ସ୍ୱତନ୍ତ୍ର କର୍ତ୍ତବ୍ୟରତ ଅଧିକାରୀ (OSD) ଶ୍ରୀ ପ୍ରୀତିଶ ପଣ୍ଡାଙ୍କୁ ଏହାର ନୋଡାଲ ଅଫିସର ନିଯୁକ୍ତ କରାଯାଇଛି ।ବର୍ତ୍ତମାନ ସୁଦ୍ଧା ଓଡ଼ିଶା ପରିବାରକୁ ମଧ୍ୟପ୍ରାଚ୍ୟ ଅଞ୍ଚଳରୁ ଓଡ଼ିଆ ଲୋକମାନଙ୍କ ପକ୍ଷରୁ ପ୍ରାୟ ୨୦୦ ଟେଲିଫୋନ ଆସିଛି। ଏବଂ ନିର୍ଦ୍ଦେଶାଳୟ ପକ୍ଷରୁ ବୈଦେଶିକ ମନ୍ତ୍ରାଳୟ ସହ ଯୋଗାଯୋଗ କରାଯାଇ ସେମାନଙ୍କ ଫେରିବା ସମ୍ପର୍କରେ ସହାୟତା କରାଯାଉଛି । ବୈଦେଶିକ ମନ୍ତ୍ରାଳୟ ପକ୍ଷରୁ ଏଥିପାଇଁ ସ୍ୱତନ୍ତ୍ର କଣ୍ଟ୍ରୋଲରୁମ୍ କରାଯାଇ ଟୋଲଫ୍ରି ନମ୍ୱର ୧୮୦୦-୧୧୮-୭୯୭ ଜାରି କରାଯାଇଛି ।

ଓଡ଼ିଶା ପରିବାର ନିର୍ଦ୍ଦେଶାଳୟ ପକ୍ଷରୁ ଦୁବାଇ, ଆବୁଧାବି ଓ ବାହାରିନରେ ଥିବା ଓଡ଼ିଆ ଆସୋସିଏସନର କର୍ମକର୍ତ୍ତାଙ୍କ ସହିତ ଆଲୋଚନା କରାଯାଇ ସେଠାକାର ବାସ୍ତବ ପରିସ୍ଥିତି ସମ୍ପର୍କରେ ତଥ୍ୟ ସଂଗ୍ରହ କରାଯାଉଛି । ସୂଚନାଯୋଗ୍ୟ ଯେ, ଦୁବାଇରେ ୩୫ ଜଣ ଓଡ଼ିଆ ପର୍ଯ୍ୟଟକ ଫସି ରହିଥିବା ବେଳେ ସେମାନଙ୍କ ମଧ୍ୟରୁ ୯ ଜଣ କେରଳର କୋଚି ଦେଇ ମାର୍ଚ୍ଚ ୭ ତାରିଖ ଦିନ ଭୁବନେଶ୍ୱର ଫେରିଛନ୍ତି । ବାକି ପର୍ଯ୍ୟଟକମାନେ ମୁମ୍ୱାଇ ଦେଇ ଏକ ସ୍ୱତନ୍ତ୍ର ଏୟାର ଇଣ୍ଡିଆ ଏକ୍ସପ୍ରେସ ଫ୍ଲାଇଟ ଜରିଆରେ ୮ ତାରିଖ ଦିନ ଭୁବନେଶ୍ୱର ଫେରିଛନ୍ତି । ବୈଦେଶିକ ବ୍ୟାପାର ମନ୍ତ୍ରାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ମଧ୍ୟପ୍ରାଚ୍ୟରୁ ବର୍ତ୍ତମାନ ସୁଦ୍ଧା ୬୫ ହଜାର ଭାରତୀୟ ସ୍ୱତନ୍ତ୍ର ଫ୍ଲାଇଟ ଜରିଆରେ ନିରାପଦରେ ଭାରତକୁ ଫେରି ଆସିଛନ୍ତି । ବୈଦେଶିକ ମନ୍ତ୍ରାଳୟ ପକ୍ଷରୁ ମଧ୍ୟପ୍ରାଚ୍ୟର ବିଭିନ୍ନ ଦେଶ ପାଇଁ ନିମ୍ନଲିଖିତମତେ ଯୋଗାଯୋଗ କରିବା ପାଇଁ ଟେଲିଫୋନ ନମ୍ୱର ଜାରି କରାଯାଇଛି । କଣ୍ଟ୍ରୋଲ ରୁମ୍‌ ନମ୍ୱରକୁ ସକାଳ ୯ ଟା’ରୁ ରାତି ୯ ଟା ପର୍ଯ୍ୟନ୍ତ ଫୋନ୍ କରିହେବ ।

1800118797 (Toll Free)

+91 11 2301 2113

+91 11 2301 4104

+91 11 2301 7905

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech