ଭୁବନେଶ୍ୱର: ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକ ଆଜି ସନ୍ଧ୍ୟା ରେ କଟକ ଯାଇ ଅଗ୍ନିକାଣ୍ଡ କ୍ଷତିଗ୍ରସ୍ତ SCB ମେଡିକାଲ କଲେଜ ର ଆଇସିୟୁ ବୁଲି ଦେଖିବା ସହ ସ୍ଥାନାନ୍ତର ହୋଇଥିବା ଆହତ ରୋଗୀ ଙ୍କୁ ଭେଟି ଥିଲେ ଓ ସେମାନଙ୍କ ଚିକିତ୍ସା ସମ୍ପର୍କରେ ଡାକ୍ତର ମାନଙ୍କ ସହ ଆଲୋଚନା କରିଥିଲେ। କଟକ ବଡ଼ ଡାକ୍ତରଖାନା ପରି ଦେଶ ର ଏକ ପ୍ରତିଷ୍ଠିତ ସ୍ୱାସ୍ଥ୍ୟ ଅନୁଷ୍ଠାନ ର ଆଇସିୟୁରେ ଏଭଳି ଦୁର୍ଘଟଣା ରେ ଶ୍ରୀ ପଟ୍ଟନାୟକ ଗଭୀର ଉଦବେଗ ପ୍ରକାଶ କରିଥିଲେ।
ବିରୋଧୀ ଦଳ ନେତାଙ୍କ ସହ କଟକ ମେୟର ସୁବାସ ସିଂ ଙ୍କ ସମେତ ବିଜେଡି ର ନେତୃବର୍ଗ କଟକ ମେଡିକାଲ କଲେଜ କୁ ଯାଇ ଥିଲେ।

![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{},"is_sticker":false,"edited_since_last_sticker_save":false,"containsFTESticker":false,"used_sources":{"version":1,"sources":[{"id":"270812670004211","type":"ugc"}]}}](https://www.jagratbharatnews.in/wp-content/uploads/2026/04/Picsart_25-11-05_07-59-52-526-19.jpg)

