ଭୁବନେଶ୍ୱର: ନିଲମ୍ବିତ ବିଧାୟକମାନଙ୍କୁ ମହମ୍ମଦ ମୋକିମ ବଡ ଆହ୍ୱାନ ଦେଇଛନ୍ତି । ଗୋଟିଏ ପ୍ଲାଟଫର୍ମରେ ସାମିଲ ହେବାକୁ ଆହ୍ୱାନ ଦେଲେ । ଝିଅ ସୋଫିଆ ଫିର୍ଦ୍ଦୋଶ କ୍ରସ ଭୋଟିଂ କରିବା ନେଇ ମଧ୍ୟ ମତ ରଖି କହିଛନ୍ତି, କଂଗ୍ରେସ ଦଳ ଝିଅ ସୋଫିଆଙ୍କୁ ଅଣଦେଖା କରୁଥିଲା । ମୋତେ ବହିଷ୍କାର ପରେ ତାକୁ ଅଣଦେଖା ଅନୁଭବ ହେଉଥିଲା ।
କଟକରେ କାହାକୁ ଦଳରେ ମିଶାଇଲେ ବି ଜଣାଉ ନଥିଲେ । ଏପରିକି ଦଳର ମହିଳା କାର୍ଯ୍ୟକ୍ରମକୁ ମଧ୍ୟ ଡାକୁ ନଥିଲେ । ଯଦି ଦଳ ତାଙ୍କୁ ବହିଷ୍କାର କରେ ଓଡିଶା- ଜନତା- କଂଗ୍ରେସ ପାଇଁ କାମ କରିବ ।
![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{},"is_sticker":false,"edited_since_last_sticker_save":false,"containsFTESticker":false,"used_sources":{"version":1,"sources":[{"id":"270812670004211","type":"ugc"}]}}](https://www.jagratbharatnews.in/wp-content/uploads/2026/04/Picsart_25-11-05_07-59-52-526-19.jpg)


