ଆଜି ପବିତ୍ର ଇଦ୍-ଉଲ୍-ଫିତର୍। ମୁସଲମାନଙ୍କ ବଡ଼ ପର୍ବ ଇଦ୍। ସାରା ରାଜ୍ୟରେ ପାଳନ ହେଉଛି ଇଦ୍। ଏନେଇ ଚଳ ଚଞ୍ଚଳ ସମସ୍ତ ମସଜିଦ୍। ମସଜିଦ୍ରେ ସମୂହ ନମାଜ ପାଠ ଚାଲିଛି । ମାସେ ଧରି ରମଜାନ ପାଳନ ପରେ ତ୍ୟାଗର ଏହି ପର୍ବ ପାଳନ କରୁଛନ୍ତି ଇସଲାମ ଧର୍ମାବଲମ୍ବୀ। ପରସ୍ପରକୁ ଇଦର ଶୁଭେଚ୍ଛା ଜଣାଉଛନ୍ତି। ଓଡ଼ିଶାରେ ମଧ୍ୟ ବିଭିନ୍ନ ମସଜିଦରେ ଇଦ୍ ପାଳନ କରାଯାଉଛି।

April 19, 2026/
No Comments


