କଟକ: ଟ୍ରିବ୍ୟୁନାଲରେ ମହାନଦୀ ଜଳ ବିବାଦର ଶୁଣାଣି ହୋଇଛି । ଟ୍ରିବ୍ୟୁନାଲ ଅଧ୍ୟକ୍ଷ ବେଲା ତ୍ରିବେଦୀଙ୍କ ଅଧ୍ୟକ୍ଷତାରେ ଏହି ଶୁଣାଣି କରାଯାଇଛି । ପରବତ୍ତୀ ଶୁଣାଣି ଏପ୍ରିଲ ୧୧ ତାରିଖରେ ଅନୁଷ୍ଠିତ ହେବ । ଶୁଣାଣି ବେଳେ ଓଡ଼ିଶା ପକ୍ଷରୁ ଏଜି ପୀତାମ୍ବର ଆଚାର୍ଯ୍ୟ ପକ୍ଷ ରଖିଥିଲେ । ସେ ଓଡ଼ିଶା ବୈଷୟିକ ଟିମର ସମ୍ପୂର୍ଣ୍ଣ ବିବରଣୀ ଟ୍ରିବ୍ୟୁନାଲରେ ଉପସ୍ଥାପନ କରିଥିଲେ ।
ଶୁଣାଣି ପୂର୍ବରୁ ହୀରାକୁଦ ଠାରୁ ଆରମ୍ଭ କରି ମହାନଦୀ ପ୍ରଭାବିତ ଅଞ୍ଚଳ ବୁଲି ଦେଖିଥିଲା ଟିମ୍ । ଏହାସହ ଏହି ଟିମ ମାର୍ଚ୍ଚ ମାସ ୭ ତାରିଖରୁ ୧୧ ତାରିଖ ପର୍ଯ୍ୟନ୍ତ ଛତିଶଗଡ଼ ଯାଇ ସ୍ଥିତି ପରଖିଥିଲା ।
![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{},"is_sticker":false,"edited_since_last_sticker_save":false,"containsFTESticker":false,"used_sources":{"version":1,"sources":[{"id":"270812670004211","type":"ugc"}]}}](https://www.jagratbharatnews.in/wp-content/uploads/2026/04/Picsart_25-11-05_07-59-52-526-19.jpg)


