ବିଜେଡି ପରିତ୍ୟାଗ କରି ବିଜେପିରେ ଯୋଗଦେଲେ କେନ୍ଦୁଝର ପୌରପାଳିକା ଉପାଧ୍ୟକ୍ଷ ବରଦା ପ୍ରସନ୍ନ ଦାସ

ଭୁବନେଶ୍ୱର: ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଜୀଙ୍କ ନେତୃତ୍ୱ ଓ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନଚରଣ ମାଝୀଙ୍କ ବିକାଶମୂଳକ କାର୍ଯ୍ୟରେ ଅନୁପ୍ରାଣିତ ହୋଇ କେନ୍ଦୁଝର ପୌରପାଳିକାର ଉପାଧ୍ୟକ୍ଷ ବରଦା ପ୍ରସନ୍ନ ଦାସ ବିଜେଡି ଛାଡ଼ି ଆଜି ଆନୁଷ୍ଠାନିକ ଭାବେ ବିଜେପିରେ ଯୋଗଦେଇଛନ୍ତି । ସେହିପରି କେନ୍ଦୁଝର ପୌରପାଲିକାର ୧ନଂ. ୱାର୍ଡ କାଉନ୍‌ସିଲର ଶରତକୁମାର ସାହୁ, ୭ ନଂ. ୱାର୍ଡର କାଉନ୍‌ସିଲର ଅଭିନାଶ ମିଶ୍ର, ୮ ନଂ. ୱାର୍ଡର କାଉନ୍‌ସିଲର ଦୟାନିଧି ପାତ୍ର, ୧୦ ନଂ. ୱାର୍ଡର କାଉନ୍‌ସିଲର ପଦ୍ମିନୀ ପାତ୍ର, ୧୨ନଂ.ୱାର୍ଡର କାଉନ୍‌ସିଲର କରୁଣାକର ମାରାଣ୍ଡି, ୧୫ ନଂ. ୱାର୍ଡର କାଉନ୍‌ସିଲର ଭଗବାନ ନାଏକ, ୧୬ ନଂ. ୱାର୍ଡର କାଉନ୍‌ସିଲର ସବିତା ପଟ୍ଟନାୟକ ଏବଂ ୨୧ ନଂ. ୱାର୍ଡର କାଉନ୍‌ସିଲର ହେମନ୍ତ କୁମାର ପତିଙ୍କ ସମେତ ବିଜେଡି ଜିଲ୍ଲା ସାଧାରଣ ସମ୍ପାଦକ ଶୁଭେନ୍ଦୁ ପଟ୍ଟନାୟକ ବିଜେଡି ଦଳ ପରିତ୍ୟାଗ କରି ଆନୁଷ୍ଠାନିକ ଭାବେ ବିଜେପିରେ ସାମିଲ ହୋଇଛନ୍ତି । ସେହିପରି ଗତ ୨୦୧୯ ଓ ୨୦୧୪ ସାଧାରଣ ନିର୍ବାଚନରେ ପାଟଣା ବିଧାୟକ ପ୍ରାର୍ଥୀ ଭବାନୀ ଶଂକର ନାୟକ, ୨୦୧୪ ସାଧାରଣ ନିର୍ବାଚନରେ ତେଲକୋଇ ବିଧାୟକ ପ୍ରାର୍ଥୀ କୈଳାଶ ନାଏକ, ହରିଚନ୍ଦନପୁରର ବରିଷ୍ଠ ନେତା ଇଶ୍ୱର ଚନ୍ଦ୍ର ନାଏକ, ବିଶିଷ୍ଟ ସମାଜସେବୀ ବିଜୟ କୁମାର ମହାକୁଡ ଓ ଲକ୍ଷ୍ମଣ ସେଠୀ ପ୍ରମୁଖ ନିଜ ସମର୍ଥକଙ୍କ ଗହଣରେ ବିଜେଡି ଦଳ ପରିତ୍ୟାଗ କରି ବିଜେପିରେ ଯୋଗଦାନ କରିଛନ୍ତି । ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ଏହି ମିଶ୍ରଣ ପର୍ବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ ସମସ୍ତଙ୍କୁ ଦଳୀୟ ଟୋପି ଓ ଉତରୀୟ ପିନ୍ଧାଇ ଦଳକୁ ସ୍ୱାଗତ କରିଛନ୍ତି ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ଯେ, ୨୪ ବର୍ଷର ବିଜେଡି ସରକାର କେବଳ କଥା କହୁଥିଲେ, କିଛି କରୁନଥିଲେ । କେବଳ ଭୋଟ ବ୍ୟାଂକ ପାଇଁ କାମ କରୁଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିନାଶ ଆଡକୁ ନେଇଯାଉଥିଲେ । ଜଣଙ୍କ ହାତରେ କ୍ଷମତା ଥିଲା । ବର୍ତମାନ ବିଜେପିର ଡବଲ ଇଂଜିନ ସରକାର ବିକାଶ ପାଇଁ କାମ କରୁଛନ୍ତି । ସରକାର ଓ ସଂଗଠନ ମିଳିତ ଭାବେ କାମ କରୁଥିବାରୁ ନୂଆପଡା ଉପନିର୍ବାଚନରେ ବିପୁଳ ସଂଖ୍ୟାରେ ଭୋଟ ପାଇ ବିଜେପି ପ୍ରାର୍ଥୀ ଜୟଲାଭ କଲେ । ବିକାଶ କାର୍ଯ୍ୟକୁ ଦେଖି ଗତ ରାଜ୍ୟସଭା ନିର୍ବାଚନରେ ଉଭୟ ବିଜେଡି ଓ କଂଗ୍ରେସ ବିଧାୟକମାନେ ବିଜେପି ସମର୍ଥିତ ପ୍ରାର୍ଥୀଙ୍କୁ ବିବେକାନୁମୋଦିତ ଭୋଟ ଦେଇ ଜୟଯୁକ୍ତ କରାଇଲେ । କେନ୍ଦୁଝର ଜିଲ୍ଲା ପାଇଁ ଆଜି ହେଉଛି ଐତିହାସିକ ଦିନ । ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ କେନ୍ଦୁଝର ପୈାରପାଳିକାର ଜନପ୍ରତିନିଧିମାନେ ବିଜେପିରେ ସାମିଲ ହୋଇଛନ୍ତି । ଖଣିଜ ସଂପଦ ଭରପୁର କେନ୍ଦୁଝର ଜିଲ୍ଲାରେ ଅନେକ ଶିଳ୍ପ ପ୍ରତିଷ୍ଟା ହେବ । କେନ୍ଦୁଝରକୁ ସୁନାର କେନ୍ଦୁଝର ଗଢି ତୋଳିବା ଆମର ଲକ୍ଷ୍ୟ ବୋଲି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କହିଛନ୍ତି ।

ରାଜ୍ୟ ସଭାପତି ଶ୍ରୀ ସାମଲ କହିଛନ୍ତି ଯେ, ବିଜେପି ହେଉଛି ବିଶ୍ୱର ସବୁଠାରୁ ବଡ଼ ରାଜନୈତିକ ଦଳ । ଏହି ଦଳ ହେଉଛି ରାଷ୍ଟ୍ରବାଦୀ ବିଚାରାଧାରାର ଦଳ, ଏହା ହେଉଛି ଏକ କାର୍ଯ୍ୟକର୍ତା ଆଧାରିତ ଦଳ । ଗତ ସାଧାରଣ ନିର୍ବାଚନ ସଂକଳ୍ପପତ୍ରରେ ବିଜେପି ଯାହାସବୁ ପ୍ରତିଶ୍ରୁତି ଦେଇଥିଲା ତାହା ସବୁ ପୂରଣ କରିଚାଲିଛି । ଏନେଇ ବିଜେପି ସରକାର ଉପରେ ଲୋକଙ୍କ ବିଶ୍ୱାସନୀୟତା ଦିନକୁ ଦିନ ବଢ଼ିଚାଲିଛି । ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱ ଓ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଏଭଳି ଲୋକାଭିମୁଖୀ କାର୍ଯ୍ୟ ଉପରେ ରାଜ୍ୟବାସୀଙ୍କ ଆସ୍ଥା ଓ ବିଶ୍ୱାସ ଦିନକୁ ଦିନ ବଢ଼ୁଥିବାରୁ ବିଜେପିରେ ଯୋଗଦାନ ବଢ଼ିଚାଲିଛି । ଆଜିର ଏହି ମିଶ୍ରଣ ଦ୍ୱାରା ଭାରତୀୟ ଜନତା ପାର୍ଟି କେନ୍ଦୁଝର ଜିଲ୍ଲା ସମେତ ରାଜ୍ୟରେ ମଧ୍ୟ ସଂଗଠନ ସଶକ୍ତ ହୋଇଛି । ୨୦୪୭ ସୁଦ୍ଧା ବିକଶିତ ଭାରତ ଗଠନ କରିବା ପାଇଁ ଯେଉଁ ସ୍ୱପ୍ନ ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଜୀ ଦେଖିଛନ୍ତି ଏବଂ ୨୦୩୬ ସୁଦ୍ଧା ସମୃଦ୍ଧ ଓଡ଼ିଶା ଗଢ଼ିବା ପାଇଁ ଲୋକପିୟ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯେଉଁ ଲକ୍ଷ୍ୟ ରଖିଛନ୍ତି, ତାହାକୁ ପୂରଣ କରିବା ପାଇଁ ଆମ ସମସ୍ତଙ୍କୁ ଏକତ୍ରିତ ହୋଇ ଲୋକଙ୍କ ମୌଳିକ ସମସ୍ୟାର ସମାଧାନ କରିବାକୁ ପଡ଼ିବ ବୋଲି ଶ୍ରୀ ସାମଲ କହିଛନ୍ତି । ଏହି ମିଶ୍ରଣ ପର୍ବରେ ରାଜ୍ୟ ସାଧାରଣ ସମ୍ପାଦକ ବିରଂଚି ନାରାୟଣ ତ୍ରିପାଠୀ, ରାଜ୍ୟ ସଂପାଦିକା ମମତା ସିଂ ଓ ରାଜ୍ୟ ସଂପାଦକ ସରୋଜ କର,କେନ୍ଦୁଝର ଜିଲ୍ଲା ସଭାପତି ଶ୍ରୀ ଶୁକଦେବ ମହାନ୍ତ, କେନ୍ଦୁଝର ନଗରପାଳ ଶ୍ରୀମତୀ ନିକୁ ସାହୁ, ପୂର୍ବତନ ଜିଲ୍ଲା ପରିଷଦ ଅଧ୍ୟକ୍ଷା ମମିତା ନାୟକ ପ୍ରମୁଖ ଉପସ୍ଥିତ ଥିଲେ।

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech