ବିଶିଷ୍ଟ ଲେଖିକା ପଦ୍ମଭୂଷଣ ଡ. ପ୍ରତିଭା ରାୟ, ଅମଦୁସ ସମଦ୍ ଓ ଲକ୍ଷ୍ମୀ ଖିଲାଣୀଙ୍କୁ ମିଳିବ ସାହିତ୍ୟ ଏକାଡେମୀ ଫେଲୋସିପ୍। ଏନେଇ କେନ୍ଦ୍ର ସାହିତ୍ୟ ଏକାଡେମୀ ପକ୍ଷରୁ ଘୋଷଣା କରାଯାଇଛି।ଏକାଡେମୀ ଫେଲୋସିପ ସାହିତ୍ୟ ଏକାଡେମୀର ସବୁଠୁ ବଡ଼ ମର୍ଯ୍ୟାଦାସଂମ୍ପନ୍ନ ସାହିତ୍ୟ ସ୍ୱୀକୃତି l ଆସନ୍ତା ଦିନରେ ଏକାଡେମୀ ପକ୍ଷରୁ ଆୟୋଜିତ ଏକ ବର୍ଣ୍ଣାଢ୍ୟ ଉତ୍ସବରେ ଏହି ଫେଲୋସିପି ପ୍ରଦାନ କରାଯିବ ।
ଏନେଇ ପରବର୍ତ୍ତୀ ସମୟରେ ତାରିଖ ଘୋଷଣା କରାଯିବ ବୋଲି ଏକାଡେମୀ ସଚିବ ପଲ୍ଲବୀ ପ୍ରଶାନ୍ତ ହୋଲକର ପ୍ରେସ ବିଜ୍ଞପ୍ତିରେ ସୂଚନା ଦେଇଛନ୍ତି l


![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{},"is_sticker":false,"edited_since_last_sticker_save":false,"containsFTESticker":false,"used_sources":{"version":1,"sources":[{"id":"270812670004211","type":"ugc"}]}}](https://www.jagratbharatnews.in/wp-content/uploads/2026/04/Picsart_25-11-05_07-59-52-526-6.jpg)
