ନୁଆଦିଲ୍ଲୀ: ମଧ୍ୟପ୍ରାଚ୍ୟ ଯୁଦ୍ଧ ଘନଘଟା ମଧ୍ୟରେ ରୁଷରେ ଏକ ଭୟଙ୍କର ବିମାନ ଦୁର୍ଘଟଣା ଘଟିଛି। ଯେଉଁଥିରେ ୨୯ ଜଣଙ୍କର ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ୨୩ ଜଣ ଯାତ୍ରୀ ଓ ୬ ଜଣ ବିମାନ କ୍ରୁ ମେମ୍ବର ରହିଛନ୍ତି। ରିପୋର୍ଟ ଅନୁଯାୟୀ, ରୁଷ ପ୍ରତିରକ୍ଷା ମନ୍ତ୍ରଣାଳୟ ଏକ ବିବୃତ୍ତି ଜାରି କରି କହିଛି ଯେ କ୍ରିମିଆରେ ଏକ ରୁଷୀୟ ଏଏନ୍-୨୬ ସାମରିକ ପରିବହନ ବିମାନ ପଥରରେ ଧକ୍କା ଖାଇଛି।
ଯେଉଁଥିରେ ସମସ୍ତ ୨୯ ଜଣଙ୍କର ମୃତ୍ୟୁ ହୋଇଛି। ଏହା କୌଣସି ଯାନ୍ତ୍ରିକ ତ୍ରୁଟି ଯୋଗୁଁ ହୋଇଥାଇପାରେ। ଏକ ସାମରିକ କମିଶନ ଘଟଣାସ୍ଥଳରେ କାର୍ଯ୍ୟ କରୁଛି।


![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{},"is_sticker":false,"edited_since_last_sticker_save":false,"containsFTESticker":false,"used_sources":{"version":1,"sources":[{"id":"270812670004211","type":"ugc"}]}}](https://www.jagratbharatnews.in/wp-content/uploads/2026/04/Picsart_25-11-05_07-59-52-526-6.jpg)
