ଭୁବନେଶ୍ୱର- ଖୁବ ଶୀଘ୍ର ପୂରଣ ହେବ ବିଶ୍ୱବିଦ୍ୟାଳୟରେ ଖାଲି ପଡିଥିବା ପଦବୀ । ଏନେଇ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ କହିଛନ୍ତି ।
ବିଶ୍ୱବିଦ୍ୟାଳୟରେ ୧୪ ଶହ ଖାଲି ପଦବୀ ବି ପୂରଣ ହେବ ବୋଲି ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ କହିଛନ୍ତି । କୁଳପତି ନିଯୁକ୍ତି ଚୂଡାନ୍ତ ପର୍ଯ୍ୟାୟରେ ରହିଛି ।ବିଶ୍ୱବିଦ୍ୟାଳୟରେ ୧୪ ଶହ ଖାଲି ପଦବୀ ବି ପୂରଣ ହେବ ।



