ଭୁବନେଶ୍ୱର, ୦୨/୦୪ : ଆଗକୁ ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ । ଏଥିଲାଗି ପଶ୍ଚିମବଙ୍ଗରେ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏ ନେଇ ଆଜି ପଶ୍ଚିମବଙ୍ଗ ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ। ନିର୍ବାଚନ ରାଲି ଓ ପ୍ରଚାର ସଭାକୁ ସମ୍ବୋଧିତ କରି ବିଜେପି ପ୍ରାର୍ଥୀଙ୍କ ପାଇଁ ଭୋଟ୍ ମାଗିବେ। ପୂର୍ବରୁ ମାର୍ଚ୍ଚ ୨୮ ତାରିଖରେ ମଧ୍ୟ ମୁଖ୍ୟମନ୍ତ୍ରୀ ପ୍ରଚାର କରିଥିଲେ।ଏବଂ ସେଠାରେ ରହୁଥିବା ଓଡିଆ ମାନଙ୍କୁ ଭେଟିଥିଲେ।
![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{},"is_sticker":false,"edited_since_last_sticker_save":false,"containsFTESticker":false,"used_sources":{"version":1,"sources":[{"id":"270812670004211","type":"ugc"}]}}](https://www.jagratbharatnews.in/wp-content/uploads/2026/04/Picsart_25-11-05_07-59-52-526-6.jpg)


