ନୁଆଦିଲ୍ଲୀ: ମହାବିଷୁବ ସଂକ୍ରାନ୍ତିର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଭାରତ ଓ ବିଦେଶରେ ଥିବା ସମସ୍ତ ଦେଶବାସୀଙ୍କୁ ଶୁଭକାମନା ଜଣାଇଲେ । ଏଥିସହ ଓଡିଆ ନବବର୍ଷର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏକ୍ସରେ ପୋଷ୍ଟ କରି ନବବର୍ଷ ଓ ପଣା ସଂକ୍ରାନ୍ତିର ଶୁଭେଚ୍ଛା ଜଣାଇଲେ । ଓଡିଶାବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ଓ ସମୃଦ୍ଧି କାମନା କଲେ କଲେ ପ୍ରଧାନମନ୍ତ୍ରୀ ।

July 3, 2026/
No Comments

![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/07/Picsart_26-07-03_10-39-40-136-scaled.jpg)
