ସୁବର୍ଣ୍ଣପୁର ଜିଲ୍ଲା ବ୍ଲକ ଛକରୁ ୮ ଲକ୍ଷ ୪୭ ହଜାର ଟଙ୍କାର ଜାଲ୍ ନୋଟ୍ ଜବତ କରାଯାଇଛି। ୧୬୯୫ ଖଣ୍ଡ ଫେକ୍ ୫ ଶହ ଟଙ୍କିଆ ନୋଟ୍ ଜବତ ହୋଇଥିବା ସୂଚନା। କାର୍ ଯାଞ୍ଚ ବେଳେ ଜବତ କରି ୨ ଜଣଙ୍କୁ ଗିରଫ କଲା ସୋନପୁର ପୋଲିସ। ଗିରଫ ୨ ଜଣଙ୍କ ମଧ୍ୟରୁ ଜଣେ ଯାଜପୁରର ଓ ଅନ୍ୟ ଜଣେ ନୟାଗଡ଼ର। ବରଗଡ଼ ଜିଲ୍ଲାରୁ ଟଙ୍କା ଆଣି ବିଭିନ୍ନ ସ୍ଥାନକୁ ଚାଲାଣ କରୁଥିବା ସ୍ବୀକାର କଲେ ଅଭିଯୁକ୍ତ।
![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/06/Picsart_26-05-14_06-19-38-643-scaled.jpg)


