କଟକ: ମହାନଦୀ ଜଳ ବିବାଦ ନେଇ ଟ୍ରିବ୍ୟୁନାଲରେ ଶୁଣାଣି । ଓଡିଶା ପାଇଁ ପକ୍ଷ ରଖିଲେ ଏଜି ପୀତାମ୍ବର ଆଚାର୍ଯ୍ୟ । ମହାନଦୀରେ କେତେ ଜଳ ସଂଗୃହୀତ ହେଉଛି ଜଣାଇବାକୁ କହିଥିଲେ । ତଥ୍ୟ ଦେବାକୁ କମ ସମୟ ଥିବାରୁ ଉଭୟ ରାଜ୍ୟ ସମୟ ମାଗିଛନ୍ତି । ଦୁଇ ରାଜ୍ୟ ମଧ୍ୟରେ ପାଖାପାଖି ସହମତି ହୋଇ ସାରିଛି । ମେ ୨ ତାରିଖରେ ଏନେଇ ପରବର୍ତ୍ତୀ ଶୁଣାଣି ପାଇଁ ଦିନ ଧାର୍ଯ୍ୟ ହୋଇଛି ।

August 29, 2026/
No Comments
![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/08/Picsart_26-05-14_06-19-38-643-24-scaled.jpg)

