ସୋମନାଥ ଅମୃତ ମହୋତ୍ସବରେ ଅଂଶଗ୍ରହଣ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର ସୋମନାଥ ମନ୍ଦିର ପୁନରୁଦ୍ଧାରର ୭୫ତମ ବର୍ଷ ପୂର୍ତ୍ତି ଉପଲକ୍ଷେ ଆୟୋଜିତ ସୋମନାଥ ଅମୃତ ମହୋତ୍ସବରେ ଯୋଗ ଦେଇଛନ୍ତି।

ଶ୍ରୀ ସୋମନାଥ ମନ୍ଦିର ପୁନରୁଦ୍ଧାରର ୭୫ତମ ବର୍ଷ ପୂର୍ତ୍ତି ଅବସରରେ ସୋମନାଥ ମନ୍ଦିର ପରିସରରେ ଏକ ବିଶାଳ ସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏହି କାର୍ଯ୍ୟକ୍ରମକୁ କେବଳ ଏକ ଆନୁଷ୍ଠାନିକ ଉତ୍ସବ ନୁହେଁ, ବରଂ ଭାରତର ଶାଶ୍ୱତ ଚେତନା ଏବଂ ସଭ୍ୟତାଗତ ଶକ୍ତି ଭାବେ ବର୍ଣ୍ଣନା କରିଥିଲେ।

ଏହି ଐତିହାସିକ ସମାବେଶରେ ଦିବ୍ୟ ଭକ୍ତି ଏବଂ ରାଷ୍ଟ୍ରୀୟ ଗୌରବର ଏକ ଉଲ୍ଲେଖନୀୟ ସଙ୍ଗମ ଦେଖିବାକୁ ମିଳିଥିଲା । ବୈଦିକ ମନ୍ତ୍ର, ସାଂସ୍କୃତିକ କାର୍ଯ୍ୟକ୍ରମ ପ୍ରଦର୍ଶନ ଏବଂ ସମୁଦ୍ର ଲହଡ଼ିର ଗର୍ଜନ ସହିତ ଏହି ପବିତ୍ର ସ୍ଥାନର ପୁନଃନିର୍ମାଣ ଉତ୍ସବକୁ ଭବ୍ୟ ଆକାରରେ ପାଳନ କରାଯାଇଥିଲା ।ପ୍ରାଚୀନ ଶାସ୍ତ୍ର ଜ୍ଞାନର ଉଦାହରଣ ଦେଇ ପ୍ରଧାନମନ୍ତ୍ରୀ କହିଥିଲେ, ବ୍ରହ୍ମାଣ୍ଡ ଈଶ୍ୱରଙ୍କଠାରୁ ଉତ୍ପନ୍ନ ହୁଏ ଏବଂ ତାଙ୍କ ମଧ୍ୟରେ ଲୀନ ହୁଏ। ଶ୍ରୀ ମୋଦୀ କହିଥିଲେ, ”ଯତୋ ଜାୟତେ ପାଲ୍ୟତେ ୟେନ ବିଶ୍ୱମ୍, ତମିଷମ୍ ଭଜେ ଲିୟତେ ୟତ୍ର ବିଶ୍ୱମ୍”,-ଆଜି ଆମେ ଈଶ୍ୱରଙ୍କ ନିବାସସ୍ଥଳୀ ପୁନଃନିର୍ମାଣର ଉତ୍ସବ ପାଳନ କରୁଛୁ। ନିଜର ବ୍ୟକ୍ତିଗତ ଭକ୍ତି ବିଷୟରେ ଉଲ୍ଲେଖ କରି ପ୍ରଧାନମନ୍ତ୍ରୀ ନିଜକୁ ଦାଦା ସୋମନାଥଙ୍କ ଜଣେ ପରମ ଭକ୍ତ ଭାବରେ ବର୍ଣ୍ଣନା କରିଥିଲେ । ଏହି ମନ୍ଦିରକୁ ଅନେକ ଥର ଆସିଥିବା ମନେ ପକାଇଥିଲେ। ଶ୍ରୀ ମୋଦୀ କହିଥିଲେ, ମୁଁ ତାଙ୍କ ସମ୍ମୁଖରେ ଅଗଣିତ ଥର ପ୍ରଣାମ କରିଛି, କିନ୍ତୁ ଆଜି ଯେତେବେଳେ ମୁଁ ଏଠାକୁ ଆସୁଥିଲି, ସେତେବେଳେ ସମୟର ଏହି ଯାତ୍ରା ମୋତେ ଏକ ସୁଖଦ ଅନୁଭୂତି ଦେଇଥିଲା।”ପ୍ରଧାନମନ୍ତ୍ରୀ ଶ୍ରୀ ସୋମନାଥ ସ୍ୱାଭିମାନ ପର୍ବ ଉପଲକ୍ଷେ କିଛି ମାସ ପୂର୍ବରୁ ଏହି ମନ୍ଦିରକୁ ତାଙ୍କର ଯାତ୍ରା ବିଷୟରେ ମନେ ପକାଇଥିଲେ । ଦୁଇଟି ସମାରୋହ ଏକସଙ୍ଗେ ସମ୍ପନ୍ନ ହେବାର ଅଭିନବ ମହତ୍ୱ ଉପରେ ସେ ଆଲୋକପାତ କରିଥିଲେ। ସେ କହିଥିଲେ, ”ପ୍ରଥମ ବିଧ୍ୱଂସର ୧୦୦୦ ବର୍ଷ ପରେ ମଧ୍ୟ ସୋମନାଥ ଅବିନାଶୀ ରହିବା ଏବଂ ଆଜି ଏହି ଆଧୁନିକ ସ୍ୱରୂପର ପ୍ରାଣ ପ୍ରତିଷ୍ଠାକୁ ୭୫ ବର୍ଷ ପୂରଣ ହେବା ଅବସରରେ ଆମକୁ ହଜାର ହଜାର ବର୍ଷର ଅମର ଯାତ୍ରାକୁ ଅନୁଭବ କରିବାର ସୁଯୋଗ ମିଳିଛି ।”୧୯୫୧ରେ ଏହି ଐତିହାସିକ ପ୍ରାଣ ପ୍ରତିଷ୍ଠା ସମାରୋହର ଗୁରୁତ୍ୱ ଉପରେ ଆଲୋକପାତ କରି ପ୍ରଧାନମନ୍ତ୍ରୀ କହିଥିଲେ, ଏହା କୌଣସି ସାଧାରଣ ଅବସର ନୁହେଁ। ଯଦି ଭାରତ ୧୯୪୭ରେ ସ୍ୱାଧୀନ ହୋଇଥିଲା, ତେବେ ୧୯୫୧ରେ ସୋମନାଥର ପ୍ରାଣ-ପ୍ରତିଷ୍ଠା ଭାରତର ସ୍ୱାଧୀନ ଚେତନାକୁ ଉଦଘୋଷ କରିଥିଲା ।ଭାରତ ସ୍ୱାଧୀନ ହେବାର ମାତ୍ର ଚାରି ବର୍ଷ ପରେ, ୧୯୫୧ ମସିହାରେ ମନ୍ଦିରର ପୁନଃନିର୍ମାଣର ଗଭୀର ମହତ୍ୱ ଉପରେ ପ୍ରଧାନମନ୍ତ୍ରୀ ଆଲୋକପାତ କରିଥିଲେ । ସେ କହିଥିଲେ, ସର୍ଦ୍ଦାର ବଲ୍ଲଭଭାଇ ପଟେଲ ୫୦୦ ଗଡ଼ଜାତ ରାଜ୍ୟର ରାଜନୈତିକ ଏକୀକରଣ ଏବଂ ସୋମନାଥକୁ ପୁନଃନିର୍ମାଣ କରିବା ଜରିଆରେ ନିଜ ଦୃଢ଼ ସଂକଳ୍ପର ପରିଚୟ ଦେଇଥିଲେ । ଯେତେବେଳେ ଭାରତ ବିଦେଶୀ ଗୋଲାମିରୁ ମୁକ୍ତ ହୋଇଥିଲା, ସୋମନାଥର ପୁନଃନିର୍ମାଣ ସମକାଳୀନ ବିଶ୍ୱକୁ ଏକ ବାର୍ତ୍ତା ଦେଇଥିଲା ଯେ ଭାରତ କେବଳ ସ୍ୱାଧୀନ ହେଉ ନାହିଁ, ବରଂ ଏହାର ପ୍ରାଚୀନ ଗୌରବକୁ ମଧ୍ୟ ଫେରି ପାଉଛି ବୋଲି ଶ୍ରୀ ମୋଦୀ କହିଥିଲେ।ଏହି ସମାରୋହର ବହୁମୁଖି ମହତ୍ୱ ଉପରେ ଆଲୋକପାତ କରି ପ୍ରଧାନମନ୍ତ୍ରୀ କହିଥିଲେ, ସେ କେବଳ ୭୫ ବର୍ଷର ପୁନରାବଲୋକନକୁ ଦେଖୁନାହାନ୍ତି । ଏଠାରେ ସେ ସୃଜନ ଏବଂ ବିଧ୍ୱଂସର ସେହି ସଂକଳ୍ପକୁ ଦେଖୁଛନ୍ତି ଯାହାକୁ ସୋମନାଥ ପୂରଣ କରିଛି । ଏହି ପବିତ୍ର ପରିସରରେ ଅସତ୍ୟ ଉପରେ ସତ୍ୟର ଶାଶ୍ୱତ ବିଜୟକୁ ପ୍ରତ୍ୟକ୍ଷ ରୂପେ ଦେଖୁଥିବା ସେ କହିଥିଲେ ।ପ୍ରଧାନମନ୍ତ୍ରୀ ଶହ ଶହ ବର୍ଷ ଧରି ଚାଲି ଆସିଥିବା ଏକ ଆଧ୍ୟାତ୍ମିକ ଚେତନାକୁ ଦେଖିବା ବିଷୟରେ କହିଥିଲେ, ଯାହା ସାର୍ବଜନୀନ କଲ୍ୟାଣ ପାଇଁ ଶିକ୍ଷା ପ୍ରଦାନ କରିଥାଏ। ସେ ସୋମନାଥର ଦୃଢ଼ତାରେ ନିହିତ ଭାରତର ଅବିନାଶୀ ସାରତତ୍ତ୍ୱ ବିଷୟରେ ତାଙ୍କର ଦୃଷ୍ଟିକୋଣ ପ୍ରକାଶ କରିଥିଲେ। ”ମୁଁ ଏଠାରେ ଭାରତର ଅବିନାଶୀ ସାରତତ୍ତ୍ୱକୁ ଦେଖୁଛି, ଯାହାକୁ ଶହ ଶହ ବର୍ଷର କଠୋର ପ୍ରୟାସ ଦ୍ୱାରା ଲିଭାଇ ଦିଆଯାଇପାରିବ ନାହିଁ, ପରାଜିତ କରାଯାଇପାରିବ ନାହିଁ,” ଶ୍ରୀ ମୋଦୀ କହିଥିଲେ।ଏହି ଉତ୍ସବର ଦୂରଦର୍ଶୀ ଦିଗ ଉପରେ ଗୁରୁତ୍ୱାରୋପ କରି ସେ କହିଥିଲେ, ସୋମନାଥ ଅମୃତ ମହୋତ୍ସବ କେବଳ ଏକ ସ୍ମୃତିଚାରଣ ଉତ୍ସବ ନୁହେଁ। ଏହା କେବଳ ଅତୀତର ଏକ ଉତ୍ସବ ନୁହେଁ, ବରଂ ଆଗାମୀ ଏକ ହଜାର ବର୍ଷ ଲାଗି ଭାରତ ପାଇଁ ଏକ ପ୍ରେରଣା। ଏହି ଗୁରୁତ୍ୱପୂର୍ଣ୍ଣ ଅବସରରେ ସମସ୍ତ ଦେଶବାସୀ ଏବଂ ଭଗବାନ ସୋମନାଥଙ୍କ ଲକ୍ଷ ଲକ୍ଷ ଭକ୍ତଙ୍କୁ ପ୍ରଧାନମନ୍ତ୍ରୀ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଥିଲେ ।


jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech