ବାଲ୍ୟ ବିବାହ ନିରାକରଣ ପାଇଁ ଜିଲ୍ଲା କାର୍ଯ୍ୟ ଖସଡା ଅନୁମୋଦନ, କଳାହାଣ୍ଡି

ବାଲ୍ୟ ବିବାହ ନିରାକରଣ ପାଇଁ ଜିଲ୍ଲା କାର୍ଯ୍ୟ ଖସଡା ଅନୁମୋଦନ, କଳାହାଣ୍ଡି

ଭବାନୀପାଟଣା (ଜାଗ୍ରତ ଭାରତ , ) ଜିଲ୍ଲାରେ ବାଲ୍ୟ ବିବାହ ନିରାକରଣ କୁ ଅଧିକ ଗତିଶୀଳ କରିବା ଉଦ୍ଦେଶ୍ୟରେ ତା. ୧୨.୦୫.୨୦୨୬ ଜିଲ୍ଲା ସ୍ତରୀୟ ଟାସ୍କ ଫୋର୍ସ ବୈଠକ ଅତିରିକ୍ତ ଜିଲ୍ଲାପାଲ ତନ୍ମୟ କୁମାର ଦର୍ବାନଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳଙ୍କ ସଦଭାବନା ସଭାଗୃହ କକ୍ଷରେ ଆୟୋଜିତ ହୋଇଥିଲା। ବୈଠକରେ ବାଲ୍ୟ ବିବାହ ନିରାକରଣ ପାଇଁ ଜିଲ୍ଲା କାର୍ଯ୍ୟ ଖସଡା ଅନୁମୋଦନ, ବାଲ୍ୟ ବିବାହ ରୋକଥାମ, କିଶୋରୀମାନଙ୍କ ସୁରକ୍ଷା, ଶିକ୍ଷାରେ ଅବିରତ ସହଭାଗୀତା, ଅବହେଳିତ ଶିଶୁଙ୍କୁ ସରକାରୀ ଯୋଜନାରେ ଅନ୍ତର୍ଭୂକ୍ତ କରିବା, ସମୁଦାୟ ସଚେତନତା ଓ ଆଇନଗତ କାର୍ଯ୍ୟାନୁଷ୍ଠାନକୁ ଆହୁରି ସୁଦୃଢ କରିବା ପାଇଁ ବିଭିନ୍ନ ପଦକ୍ଷେପ ଓ ରଣନୀତି ଉପରେ ଗଭୀର ଆଲୋଚନା କରାଯାଇଥିଲା। ଅତିରିକ୍ତ ଜିଲ୍ଲାପାଳ ଉଦ୍ବୋଧନରେ କହିଥିଲେ ଯେ, “ବାଲ୍ୟ ବିବାହ ମୁକ୍ତ କଳାହାଣ୍ଡି ଗଠନ ପାଇଁ ପ୍ରଶାସନ, ସମୁଦାୟ, ଅଭିଭାବକ, ଶିକ୍ଷକ, ଧାର୍ମିକ ନେତା ଓ ଯୁବ ସମାଜଙ୍କ ସମନ୍ୱିତ ପ୍ରୟାସ ଅତ୍ୟନ୍ତ ଆବଶ୍ୟକ। ପ୍ରତ୍ୟେକ ଶିଶୁଙ୍କୁ ଶିକ୍ଷା, ସୁରକ୍ଷା ଓ ସୁନ୍ଦର ଭବିଷ୍ୟତର ଅଧିକାର ମିଳିବା ଦରକାର। ସେହିପରି, ବାଲ୍ୟ ବିବାହ ସମ୍ପର୍କିତ ସୂଚନା ମିଳିଲେ ତୁରନ୍ତ ପ୍ରତିକ୍ରିୟା ଓ ଆଇନଗତ କାର୍ଯ୍ୟାନୁଷ୍ଠାନ ପାଇଁ ବ୍ଲକ୍‌ ଓ ଗ୍ରାମ ସ୍ତରରେ ନିରୀକ୍ଷଣ ବ୍ୟବସ୍ଥାକୁ ଆହୁରି ସକ୍ରିୟ କରିବା ଉପରେ ଗୁରୁତ୍ୱ ଦିଆଯାଇଥିଲା। ଜିଲ୍ଲାରେ ବାଲ୍ୟ ବିବାହ ନିରାକରଣକୁ ଏକ ସାମାଜିକ ଆନ୍ଦୋଳନର ରୂପ ଦେବା ପାଇଁ ସମସ୍ତ ବିଭାଗ ଓ ସମୁଦାୟ ମିଶି କାମ କରିବାକୁ ବୈଠକରେ ଆହ୍ୱାନ କରିଥିଲେ। କଳାହାଣ୍ଡି ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲା ସମାଜ କଳ୍ୟାଣ ଅଧିକାରୀଣୀ ମଜିବୁନ ନିଶା ସ୍ବାଗତ ଅଭିଭାଷଣ ଦେଇଥିଲେ । ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶୈଳେନ୍ଦୁ ଶେଖର ମହାପାତ୍ର କାର୍ଯ୍ୟକ୍ରମକୁ ସୁଚାରୁରୂପେ ପରିଚାଳନା କରିଥିବା ବେଳେ ପ୍ରୋଟେକ୍ସନ ଅଫିସର ସନ୍ଧ୍ୟାରଣୀ ନାୟକ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ। ଜିଲ୍ଲା ମହିଳା ସଶକ୍ତିକରଣ ସଂଯୋଜକ ଅଧିକାରୀ ଯୋଗେଶ୍ୱର ବୁଦ୍ଧିଆ ଗତ ତିନି ମାସରେ ଶିଶୁ ସୁରକ୍ଷ୍ୟା କୁ ନିଆଯାଇଥିବା ବିଭିନ୍ନ ପଦକ୍ଷେପକୁ ପାୱରପଏଣ୍ଟ ଉପସ୍ଥାପନା କରିଥିବା ବେଳେ ଏଡ୍‌-ଏଟ୍‌-ଆକ୍ସନ୍‌ ସଂଯୋଜକ ଦିବ୍ୟରଞ୍ଜନ ଯୋଷି ବାଲ୍ୟ ବିବାହ ନିରାକରଣ ପାଇଁ ଜିଲ୍ଲା କାର୍ଯ୍ୟ ଖସଡା ଉପସ୍ଥାପନା କରିଥିଲେ । ସହକାରୀ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ନିହାରେନ୍ଦ୍ର ପଣ୍ଡା , ଶିଶୁ ମଙ୍ଗଳ ସମିତି ଅଧ୍ୟକ୍ଷା ସ୍ୱର୍ଣ୍ଣଲତା ମହାନ୍ତି, ଶିଶୁ ମଙ୍ଗଳ ସମିତି ମେମ୍ବର ବିଶ୍ଵନାଥ ଦାଶ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଏବଂ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଦିନେଶ କହ୍ନର, ସହକାରୀ ଶ୍ରମ ଅଧିକାରୀ ଜିତମ ମାଝୀ, ଜିଲ୍ଲା ପଂଚାୟତ ଅଧିକାରୀ ବିଶ୍ଵନାଥ ରାଉତ , ସହକାରୀ ଜିଲ୍ଲା ଶିକ୍ଷା ଅଧିକାରୀ ଶୁଭଲକ୍ଷ୍ମୀ ନାୟକ, ଜିଲ୍ଲା କ୍ରିଡା ଅଧିକାରୀ ରମେଶ ଚନ୍ଦ୍ର ପାଢି, ଜିଲ୍ଲା ସମାଜ ଅଧିକାରୀ ଜାନକୀ ବଲ୍ଲଭ ସାମନ୍ତରାୟ, ଜିଲ୍ଲା ସଂଯୋଜକ ଆଭା ବଦ୍ରିନାଥ ସାହୁ , କର୍ତବ୍ୟ ଏବଂ ସେବାଜଗତ ଓ ଅନ୍ୟାନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ।ଏହି ବୈଠକରେ ପୋଲିସ ବିଭାଗ, ଶିକ୍ଷା ବିଭାଗ, ମହିଳା ଓ ଶିଶୁ ବିକାଶ ବିଭାଗ, ମିଶନ ଶକ୍ତି, ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ୍‌, ସ୍ୱାସ୍ଥ୍ୟ ବିଭାଗ, ୟୁନିସେଫ୍‌ ଏବଂ ବିଭିନ୍ନ ସହଯୋଗୀ ସଂସ୍ଥାର ପ୍ରତିନିଧିମାନେ ଯୋଗଦେଇଥିଲେ। ଗ୍ରାମ ପଞ୍ଚାୟତ ସ୍ତରରେ ଚାଲୁଥିବା ସଚେତନତା କାର୍ଯ୍ୟକ୍ରମ, ବିବାହ ପୂର୍ବ ସୂଚନା ରେଜିଷ୍ଟରର ରକ୍ଷଣାବେକ୍ଷଣ, ସନ୍ଦିଗ୍ଧ ବାଲ୍ୟ ବିବାହ ଚିହ୍ନଟ ଓ ତ୍ୱରିତ ରେସ୍କ୍ୟୁ କାର୍ଯ୍ୟର ସମୀକ୍ଷା କରାଯାଇଥିଲା।

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech