Spread the love

ଭୁବନେଶ୍ୱର : ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଜୁନ ୧୯ରେ ମୟୁରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଆସିପାରନ୍ତି ରାଷ୍ଟ୍ରପତି। ମୟୂରଭଞ୍ଜ ସାଂସଦ ନବଚରଣ ମାଝୀ ଦେଲେ ସୂଚନା। ଗସ୍ତ ସମୟରେ ଅନେକ ପ୍ରକଳ୍ପର କରିପାରନ୍ତି ଲୋକାର୍ପଣ। ଆସନ୍ତା ୨୦ ତାରିଖରେ ପ୍ରଧାନମନ୍ତ୍ରୀ ଓଡ଼ିଶା ଆସିବା ନେଇ ଖବର ମିଳିଛି ।

Leave a Reply

Your email address will not be published. Required fields are marked *