ମେଡିକାଲ୍ କଲେଜ୍ ରେ ଷ୍ଟାଫ୍ ନର୍ସ ନିଯୁକ୍ତିରେ ମହାଦୁର୍ନିତୀର ନ୍ୟାୟିକ ତଦନ୍ତ ଏବଂ ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ବରଖାସ୍ତସହ ୫ ଦଫା ଦାବୀ ନେଇ ତାଳଚେର କଂଗ୍ରେସ୍ ପକ୍ଷରୁ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଦାବୀପତ୍ର

ମେଡିକାଲ୍ କଲେଜ୍ ରେ ଷ୍ଟାଫ୍ ନର୍ସ ନିଯୁକ୍ତିରେ ମହାଦୁର୍ନିତୀର ନ୍ୟାୟିକ ତଦନ୍ତ ଏବଂ ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ବରଖାସ୍ତ
ସହ ୫ ଦଫା ଦାବୀ ନେଇ ତାଳଚେର କଂଗ୍ରେସ୍ ପକ୍ଷରୁ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଦାବୀପତ୍ର


ତାଳଚେର, ୦୮/୦୬ ତାଳଚେର ସ୍ଥିତ ପବିତ୍ର ମୋହନ ମେଡିକାଲ୍ କଲେଜ୍ ରେ ଷ୍ଟାଫ୍ ନର୍ସ ଓ ସ୍ୱାସ୍ଥ୍ୟ କର୍ମି ନିଯୁକ୍ତିରେ ମହାଦୁର୍ନିତୀର ନ୍ୟାୟିକ ତଦନ୍ତ ଏବଂ ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ବରଖାସ୍ତ ଦାବୀରେ ତାଳଚେର କଂଗ୍ରେସ୍ ପକ୍ଷରୁ ୫ ଦଫା ଦାବୀ ନେଇ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଉପ-ଜିଲ୍ଲାପାଳଙ୍କ ଜରିଆରେ ଦାବୀପତ୍ର ପ୍ରଦାନ କରାଯାଇଛି । ଦାବୀପତ୍ରରେ ଉଲ୍ଲେଖ କରାଯାଇଅଛି ଯେ, ସରକାରଙ୍କୁ ଅଧିକ ରାଜସ୍ୱ ଦେଇ ଦେଶର ସବୁଠାରୁ ଅଧିକ ପ୍ରଦୂଷଣ ଖାଇ ବିଭିନ୍ନ ମାରାତ୍ମକ ରୋଗରେ ଜର୍ଜରିତ ତାଳଚେରବାସୀଙ୍କ ସ୍ୱାସ୍ଥ୍ୟ ସେବା ଯୋଗାଇଦେବା ପାଇଁ କୋଇଲା ଖଣି ସାହାଯ୍ୟରେ ରାଜ୍ୟ ସରକାର ମେଡିକାଲ୍ କଲେଜ୍ ତିଆରି କଲେ । ଏହି କଲେଜ୍ ରେ ଲୋକଙ୍କୁ ଉନ୍ନତ ମାନର ସ୍ୱାସ୍ଥ୍ୟ ସେବା ଯୋଗାଇ ଦେବା ପାଇଁ ଅଭିଜ୍ଞ ଡାକ୍ତର, ଷ୍ଟାଫ୍ ନର୍ସ ଓ ଅନ୍ୟାନ୍ୟ କର୍ମଚାରୀ ନିଯୁକ୍ତି କରାଗଲା । କିନ୍ତୁ ଦୁଃଖର ବିଷୟ ଅଭିଜ୍ଞ ଡାକ୍ତର ମାନଙ୍କୁ ଏଠାରୁ ଅନ୍ୟତ୍ର ସ୍ୱାସ୍ଥ୍ୟ ସେବା କାର୍ଯ୍ୟରେ ନିୟୋଜିତ କରାଗଲା । ଏହା ତାଳଚେରବାସୀଙ୍କ ପାଇଁ ଦୁଃଖ ଓ ପରିତାପର ବିଷୟ । ୬୫୩ ଜଣ ସ୍ୱାସ୍ଥ୍ୟ କର୍ମି ଓ ଷ୍ଟାଫ୍ ନର୍ସ ରାଜ୍ୟ ସରକାର ଏଜେନ୍ସି ମାଧ୍ୟମରେ ଏଠାରେ ନିଯୁକ୍ତି ଦେଲେ । କିନ୍ତୁ ବର୍ତମାନ ୬୫୩ ଜଣ ସ୍ୱାସ୍ଥ୍ୟ କର୍ମିଙ୍କ ମଧ୍ୟରୁ ୯୧ ଜଣ ଷ୍ଟାଫ ନର୍ସଙ୍କ ସାର୍ଟିଫିକେଟ୍ ଯାଂଚ କରିବାରୁ ୬୦ ଜଣ ଷ୍ଟାଫ ନର୍ସ ଜାଲ୍ ପ୍ରମାଣପତ୍ର ମାଧ୍ୟମରେ ନିଯୁକ୍ତି ପାଇ ଥିବାର ପ୍ରମାଣ ମିଳିଛି । ସମସ୍ତ ୬୫୩ ଜଣ ସ୍ୱାସ୍ଥ୍ୟ କର୍ମିଙ୍କ ସାର୍ଟିଫିକେଟ୍ ଯାଂଚ ହେଲେ ଆହୁରୀ ଅଧିକ ଜାଲ୍ ସାର୍ଟିଫିକେଟ୍ ରେ ନିଯୁକ୍ତି ପାଇଥିବା ସନ୍ଦେହ କରାଯାଉଛି । କିଛି ମୁଷ୍ଟିମେୟ ନେତା ଓ କର୍ମଚାରୀ ଅର୍ଥ କାରବାର କରି ଏହି ଦୁର୍ନିତୀରେ ଲିପ୍ତ ରହି ରୋଗୀ ମାନଙ୍କ ଜୀବନ ସହିତ ଖେଳ ଖେଳିଥିବାରୁ ଏହାର ନ୍ୟାୟିକ ତଦନ୍ତ ଓ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ବରଖାସ୍ତ ଦାବୀ କରାଯାଇଛି । ତାଳଚେର କଂଗ୍ରେସ୍ କମିଟି ଦାବୀ କରୁଛି ଯେ, (୧) ଜଣେ କାର୍ଯ୍ୟରତ ବିଚାରପତିଙ୍କ ଦ୍ୱାରା ଏହାର ତଦନ୍ତ କରାଯାଉ । (୨) ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ବରଖାସ୍ତ କରାଯାଉ । (୩) କୋଇଲା ଖଣି ଅଂଚଳରେ ସମସ୍ତ ଠିକା ଶ୍ରମିକଙ୍କର ଠିକଣା ଓ ଶିକ୍ଷାଗତ ଯୋଗ୍ୟତା ଯାଂଚ କରାଯାଉ । (୪) ତାଳଚେରକୁ ସଂପୂର୍ଣ୍ଣ ପ୍ରଦୂଷଣ ମୁକ୍ତ କରାଯାଉ । (୫) ତାଳଚେର ସ୍ଥିତ ପବିତ୍ର ମୋହନ ମେଡିକାଲ୍ ରେ କଲେଜ୍ ର ଟିଚିଂ ହସ୍‌ପିଟାଲ୍ ଶୀଘ୍ର କାର୍ଯ୍ୟକାରୀ କରାଯାଉ । ଦାବୀ ଗୁଡିକ ଯଥାଶୀଘ୍ର କାର୍ଯ୍ୟକାରୀ କରାନଗଲେ ଆଗାମୀ ଦିନରେ ତାଳଚେର କଂଗ୍ରେସ୍ ରାଜ ରାସ୍ତାକୁ ଓହ୍ଲାଇବ ଓ ଏଥିପାଇଁ ରାଜ୍ୟ ସରକାର ଦାୟୀ ରହିବେ ବୋଲି ଉଲ୍ଲେଖ କରାଯାଇଛି । ଏହାର ନକଲ ରାଜ୍ୟ ମୁଖ୍ୟମନ୍ତ୍ରୀ, ଓଡିଶା ବିଧାନସଭାର ବିରୋଧ ଦଳ ନେତା, କଂଗ୍ରେସ୍ ବିରୋଧ ଦଳ ନେତା ରାମଚନ୍ଦ୍ର କାଡାମ୍‌, ଓଡିଶା ପ୍ରଦେଶ କଂଗ୍ରେସ୍ କମିଟି ସଭାପତି ଭକ୍ତ ଚରଣ ଦାସ ପ୍ରମୁଖଙ୍କୁ ପ୍ରଦାନ କରାଯାଇଛି । ଦାବୀପତ୍ର ପ୍ରଦାନ ବେଳେ ତାଳଚେର ବ୍ଲକ କଂଗ୍ରେସ୍ ସଭାପତି ବିମ୍ବାଧର ବେହେରା, ଜିଲ୍ଲା ମହିଳା ସଭାନେତ୍ରୀ ସବିତା ଧିର, ରାଜ୍ୟ ହରିଜନ ସେଲ୍ ଉପାଧ୍ୟକ୍ଷା ଏଲ୍‌. ମାଣିକ୍ୟପ୍ରଭା, ପୂର୍ବତନ ନଗରପାଳ କେଶବ ଭୂତିଆ, ପୂର୍ବତନ ଜିଲ୍ଲା ପରିଷଦ ରାଜକିଶୋର ସାହୁ, ଜିଲ୍ଲା ଉପସଭାପତି ସଂଗ୍ରାମ କେଶରୀ କୁଅଁର, ସନ୍ତୋଷ ମହାରଣା, ମୁକେଶ ଅଗ୍ରୱାଲା, ପ୍ରଫୁଲ ନାଏକ, ସତ୍ୟବ୍ରତ ମହାନ୍ତି, ପୁଷ୍ପଲତା ପ୍ରଧାନଙ୍କ ସମେତ ବହୁ ସଦସ୍ୟ ଉପସ୍ଥିତ ଥିଲେ ।
ସେହିପରି କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଉପଜିଲ୍ଲାପାଳଙ୍କୁ ଦାବୀପତ୍ର ପ୍ରଦାନ କରାଯାଇଛି । ଦାବୀପତ୍ରରେ ଉଲ୍ଲେଖ କରାଯାଇଅଛି ଯେ, ତାଳଚେର ପବିତ୍ର ମୋହନ ପ୍ରଧାନ ମେଡିକାଲ୍ ଓ ହସପିଟାଲ୍ ରେ ଷ୍ଟାଫ ନର୍ସ ତଥା ଏଏନଏମ୍ ଓ ଜିଏନଏମ୍ ରେ ଚାକିରୀ କରିଥିବା ବ୍ୟକ୍ତି ବିଶେଷ ମାନେ ଜାଲ୍ ସାର୍ଟିଫିକେଟ୍ ଦେଇ ନିଯୁକ୍ତି ପାଇଛନ୍ତି । ଏମସିଏଲ୍ ଦ୍ୱାରା ଟେଣ୍ଡର ପାଇଥିବା ଠିକା ସଂସ୍ଥା କମାଣ୍ଡୋସିକ୍ୟୁରିଟି ଏଜେନ୍ସି ବିନା ଆଡଭାଟାଇଜମେଂଟ୍ ରେ ଏହି ନିଯୁକ୍ତି ପ୍ରକ୍ରିୟା କରି ମାତ୍ରାଧିକ ଅର୍ଥ ନେଇ ଜାଲ୍ ସାର୍ଟିଫିକେଟ୍ ଦ୍ୱାରା ନିଯୁକ୍ତି ପ୍ରଦାନ କରାଯାଇଛି । ସ୍ୱାସ୍ଥ୍ୟ ବିଭାଗ ଏବଂ ସାଧାରଣ ରୋଗୀଙ୍କ ଜୀବନକୁ ମରଣଯନ୍ତାରେ ପକାଇ ଏହି ସଂସ୍ଥା କୋଟି କୋଟି ଟଙ୍କା ଆତ୍ମସାତ କରିଥିବା ଆମେ ଖବର ପାଇଛୁ ଯେ, ପିଏମପିଏମଜିଏଚ୍ ରେ କମାଣ୍ଡୋ ସିକ୍ୟୁରିଟି ଏଜେନ୍ସି ରେ କାର୍ଯ୍ୟରତ ମୁଖ୍ୟ ଏହି ଜାଲ୍ ସାର୍ଟିଫିକେଟ୍ କାର୍ଯ୍ୟରେ ଲିପ୍ତ ରିହ ସାଧାରଣଙ୍କ ଠାରୁ ଲକ୍ଷାଧିକ ଅର୍ଥ କଲେକସନ୍ କରିଛନ୍ତି । ନିଟ୍ ପେପର ଲିକ୍ ଭଳି ଏଠି ଜାଲ୍ ସାର୍ଟିଫିକେଟ୍ କରି ରୋଗୀଙ୍କ ଜୀବନ ସହ ଖେଳୁଛନ୍ତି । ଏହି ବଡ ଧରଣର ଜାଲ୍ ସାର୍ଟିଫିକେଟ୍ ନିଯୁକ୍ତି ରାକେଟ୍ ଉପରେ ଉପଯୁକ୍ତ ତଦନ୍ତ କରାଯାଇ ଆସନ୍ତା ୭ ଦିନ ମଧ୍ୟରେ ଦୋଷୀଙ୍କ ବିରୁଧରେ ଏତଲା ଦାୟର କରି ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ଏବଂ ଏଭଳି ରୋଗୀଙ୍କ ସହ ଯେଉଁ ବ୍ୟକ୍ତି ତଥା ବଡବଡିଆ ସାମିଲ୍ ଅଛନ୍ତି ତାଙ୍କ ବିରୁଧରେ ଫୌଜଦାରୀ ମାମଲା ରୁଜୁ କରାଯାଉ । ନଚେତ୍ କ୍ରିୟାନୁଷ୍ଠାନ କମିଟି ବାଧ୍ୟ ହୋଇ ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ତାଳଚେର ପବିତ୍ର ମୋହନ ପ୍ରଧାନ ମେଡିକାଲ୍ କଲେଜ୍ ସମ୍ମୁଖରେ ଶାନ୍ତିପୂର୍ଣ୍ଣ ଗଣଧାରଣା ଦିଆଯିବ ବୋଲି କମିଟି ପକ୍ଷରୁ ଲିଖିତ ଭାବେ ଜଣାଇ ଦିଆଯାଇଛି । ଆଜିର ଏହି ଦାବୀପତ୍ର ପ୍ରଦାନ ବେଳେ କ୍ରିୟାନୁଷ୍ଠାନ କମିଟି ର ସଭାପତି ଅଭୟ ପାଣି, ସାଧାରଣ ସଂପାଦକ ବିଜୟ କୁମାର ପ୍ରଧାନ, କେଶବ ଭୂତିଆ, କାର୍ଯ୍ୟକାରୀ ସଭାପତି ଜିନେସ୍ ସାହୁ, ବିନୋଦ ଲାଲ୍‌, ପ୍ରଫୁଲ ନାଏକ, ହରିହର ଦାସ, ବିଜୟ କୁମାର ମିଶ୍ର, ସୁଲେଖ ସେଠୀ, ସନ୍ତୋଷ ମହାପାତ୍ର, ନଖିଆ ସାହୁ, ପ୍ରଭାକର ସାହୁ, ନରେନ୍ ସିଂ, ସୁରଥ ରଥ ପ୍ରମୁଖ ଉପସ୍ଥିତ ଥିଲେ ।

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech