ମେଡିକାଲ୍ ରେ ଷ୍ଟାଫ୍‌ନର୍ସ ନିଯୁକ୍ତିରେ ମହାଦୁର୍ନିତୀର ସିବିଆଇ ତଦନ୍ତ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବରଖାସ୍ତ ଦାବୀ

ମେଡିକାଲ୍ ରେ ଷ୍ଟାଫ୍‌ନର୍ସ ନିଯୁକ୍ତିରେ ମହାଦୁର୍ନିତୀର ସିବିଆଇ ତଦନ୍ତ
କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବରଖାସ୍ତ ଦାବୀ
(ମହାନଦୀ କୋଇଲା ଶ୍ରମିକ କଂଗ୍ରେସ୍ ପକ୍ଷରୁ ରାଷ୍ଟ୍ରପତି ଙ୍କ ଉଦ୍ଦେଶ୍ୟରେ ଉପ-ଜିଲ୍ଲାପାଳଙ୍କ ଜରିଆରେ ଦାବୀପତ୍ର ପ୍ରଦାନ)
ତାଳଚେର, ୧୧/୦୬ ତାଳଚେର ସ୍ଥିତ ପବିତ୍ର ମୋହନ ମେଡିକାଲ୍ ରେ ଷ୍ଟାଫ୍ ନର୍ସ ଓ ସ୍ୱାସ୍ଥ୍ୟ କର୍ମି ନିଯୁକ୍ତିରେ ମହାଦୁର୍ନିତୀର ସିବିଆଇ ତଦନ୍ତ ଏବଂ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବରଖାସ୍ତ ଦାବୀ କରାଯାଇଛି । ମହାନଦୀ କୋଇଲା ଶ୍ରମିକ କଂଗ୍ରେସ୍ ପକ୍ଷରୁ ରାଜ କିଶୋର ସାହୁଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଉପ-ଜିଲ୍ଲାପାଳଙ୍କ ଜରିଆରେ ଦାବୀପତ୍ର ପ୍ରଦାନ କରାଯାଇଛି । ଦାବୀପତ୍ରରେ ଉଲ୍ଲେଖ କରାଯାଇଅଛି ଯେ, ରାଜ୍ୟ ଓ କେନ୍ଦ୍ର ସରକାରଙ୍କୁ ଅଧିକ ରାଜସ୍ୱ ଦେଇ ଦେଶର ସବୁଠାରୁ ଅଧିକ ପ୍ରଦୂଷଣ ସହର ଭାବେ ତାଳଚେର ପରିଗଣିତ ହୋଇଛି । ପ୍ରଦୂଷଣ ଯୋଗୁଁ ଏଠିକାର ଅଧିବାସୀମାନେ ବିଭିନ୍ନ ମାରାତ୍ମକ ରୋଗରେ ଜର୍ଜରିତ ହୋଇ ମୃତ୍ୟୁ ମୁଖରେ ପଡୁଛନ୍ତି । ତାଳଚେରବାସୀଙ୍କ ସ୍ୱାସ୍ଥ୍ୟ ସେବା ଯୋଗାଇଦେବା ପାଇଁ କୋଇଲା ଖଣି ସାହାଯ୍ୟରେ ରାଜ୍ୟ ସରକାର ମେଡିକାଲ୍ କଲେଜ୍ ନିର୍ମାଣ କଲେ ଏବଂ ଏହି କଲେଜ୍ ରେ ଲୋକଙ୍କୁ ଉନ୍ନତ ମାନର ସ୍ୱାସ୍ଥ୍ୟ ସେବା ଯୋଗାଇ ଦେବା ପାଇଁ ଅଭିଜ୍ଞ ଡାକ୍ତର, ଷ୍ଟାଫ୍ ନର୍ସ ଓ ଅନ୍ୟାନ୍ୟ କର୍ମଚାରୀ ନିଯୁକ୍ତି କରାଗଲା । କିନ୍ତୁ ଦୁଃଖର ବିଷୟ ଅଭିଜ୍ଞ ଡାକ୍ତର ମାନଙ୍କୁ ଏଠାରୁ ଅନୁଗୋଳକୁ ନେଇ ସ୍ୱାସ୍ଥ୍ୟ ସେବା କାର୍ଯ୍ୟରେ ନିୟୋଜିତ କରାଯାଇଛି । ଏହା ତାଳଚେରବାସୀଙ୍କ ପାଇଁ ଦୁଃଖ ଓ ପରିତାପର ବିଷୟ । ମେଡିକାଲ୍ ପାଇଁ ୬୫୩ ଜଣ ସ୍ୱାସ୍ଥ୍ୟ କର୍ମି ଓ ଷ୍ଟାଫ୍ ନର୍ସ ରାଜ୍ୟ ସରକାର ଏଜେନ୍ସି ମାଧ୍ୟମରେ ଏଠାରେ ନିଯୁକ୍ତି ଦେଲେ । କିନ୍ତୁ ବର୍ତମାନ ୬୫୩ ଜଣ ସ୍ୱାସ୍ଥ୍ୟ କର୍ମିଙ୍କ ମଧ୍ୟରୁ ୯୧ ଜଣ ଷ୍ଟାଫ ନର୍ସଙ୍କ ସାର୍ଟିଫିକେଟ୍ ଯାଂଚ କରାଯିବାରୁ ୬୦ ଜଣ ଷ୍ଟାଫ ନର୍ସ ଜାଲ୍ ପ୍ରମାଣପତ୍ର ମାଧ୍ୟମରେ ନିଯୁକ୍ତି ପାଇ ଥିବାର ପ୍ରମାଣ ମିଳିଛି । ସମସ୍ତ ୬୫୩ ଜଣ ସ୍ୱାସ୍ଥ୍ୟ କର୍ମିଙ୍କ ସାର୍ଟିଫିକେଟ୍ ଯାଂଚ ହେଲେ ଆହୁରୀ ଅଧିକ ଜାଲ୍ ସାର୍ଟିଫିକେଟ୍ ରେ ନିଯୁକ୍ତି ପାଇଥିବା ସନ୍ଦେହ କରାଯାଉଛି । କିଛି ମୁଷ୍ଟିମେୟ ନେତା ଓ କର୍ମଚାରୀ ଅର୍ଥ କାରବାର କରି ଏହି ଦୁର୍ନିତୀରେ ଲିପ୍ତ ରହି ରୋଗୀ ମାନଙ୍କ ଜୀବନ ସହିତ ଖେଳ ଖେଳିଥିବାରୁ ଏହାର ସିବିଆଇ ତଦନ୍ତ ଓ କେନ୍ଦ୍ରମନ୍ତ୍ରୀଙ୍କ ବରଖାସ୍ତ ଦାବୀ ସହିତ କୋଇଲା ଖଣି ଅଂଚଳରେ ସମସ୍ତ ଠିକା ଶ୍ରମିକଙ୍କର ପୋଲିସ୍ ଭେରିପିକେସନ୍ ସାର୍ଟିଫିକେଟ୍ ବାଧ୍ୟତା ମୂଳକ କରାଯାଉ । ତାଳଚେରକୁ ସଂପୂର୍ଣ୍ଣ ପ୍ରଦୂଷଣ ମୁକ୍ତ କରାଯାଉ । ତାଳଚେର ସ୍ଥିତ ପବିତ୍ର ମୋହନ ମେଡିକାଲ୍ କଲେଜ୍ ର ସିକ୍ୟୁରିଟି ସଂସ୍ଥା (ଏସ୍‌.ଆଇ.ଏସ୍‌)କୁ ମଧ୍ୟ ତଦନ୍ତ ପରିସରଭୁକ୍ତ କରାଯାଉ । ଉପରୋକ୍ତ ଦାବୀ ଗୁଡିକ ଯଥାଶୀଘ୍ର କାର୍ଯ୍ୟକାରୀ କରାଯାଉ ନଚେତ୍ ଆଗାମୀ ଦିନରେ ମହାନଦୀ କୋଇଲା ଶ୍ରମିକ କଂଗ୍ରେସ୍ ରାଜ ରାସ୍ତାକୁ ଓହ୍ଲାଇବ ଓ ଏଥିପାଇଁ ରାଜ୍ୟ ଓ କେନ୍ଦ୍ର ସରକାର ଦାୟୀ ରହିବେ ବୋଲି ଲିଖିତ ଭାବେ ଜଣାଇ ଦିଆଯାଇଛି । ଏହାର ନକଲ ମୁଖ୍ୟମନ୍ତ୍ରୀ, ଓଡିଶା ବିଧାନସଭାର ବିରୋଧ ଦଳ ନେତା, କଂଗ୍ରେସ୍ ବିରୋଧ ଦଳ ନେତା, ଓଡିଶା ପ୍ରଦେଶ କଂଗ୍ରେସ୍ କମିଟି ସଭାପତିଙ୍କୁ ପ୍ରେରଣ କରାଯାଇଛି । ଆଜିର ଦାବୀପତ୍ର ପ୍ରଦାନ ବେଳେ କିର୍ତୀ ରଞ୍ଜନ ବିଶୋଇ, ଦାସରଥି ସାହୁ, କାଳିଆ ସାହୁ, ବିଭୁତି ସାହୁ, ମିହିର ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ ।

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech