Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39

Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39

Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39

Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39
ପ୍ରଧାନମନ୍ତ୍ରୀଙ୍କ ଦ୍ଵାରା ଗୁଜରାଟରେ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ଉଦଘାଟିତ • - Jagrat Bharat News

ପ୍ରଧାନମନ୍ତ୍ରୀଙ୍କ ଦ୍ଵାରା ଗୁଜରାଟରେ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ଉଦଘାଟିତ •

ପ୍ରଧାନମନ୍ତ୍ରୀଙ୍କ ଦ୍ଵାରା ଗୁଜରାଟରେ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ଉଦଘାଟିତ •


ପରିବର୍ତ୍ତିତ ସମୟ ସହ ନିଜକୁ ଖାପ ଖୁଆଇ ବିଶ୍ଵର ସର୍ବଶ୍ରେଷ୍ଠ ବିଷୟକୁ ଆପଣାଇବାକୁ ଆହ୍ଵାନ

• ଆମେ ଚାଷୀଙ୍କ କଲ୍ୟାଣ ପାଇଁ ଅଙ୍ଗୀକାରବଦ୍ଧ, ସେମାନଙ୍କ ଉଦବେଗ ପ୍ରତି ଯତ୍ନବାନ ଓ ସମସ୍ୟାର ସମାଧାନ ପାଇଁ ଦେଉଛୁ ପ୍ରତିଶ୍ରୁତି – ପ୍ରଧାନମନ୍ତ୍ରୀ •

କଚ୍ଛ ଅଞ୍ଚଳ ନୂତନ ପିଢିର ବୈଷୟିକ ଜ୍ଞାନ ଓ ଅର୍ଥନୀତି ଆପଣାଇବାରେ ନେଇଛି ଅଭୂତପୂର୍ଣ୍ଣ ପଦକ୍ଷେପ – ପ୍ରଧାନମନ୍ତ୍ରୀ

ଜେ ବି ଏନ, ୧୬/୧୨/୨୦୨୦, (ରିପୋର୍ଟ, ସୁଶୀଲ କୁମାର), ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟରେ ଅନେକ ବିକାଶମୂଳକ ପ୍ରକଳ୍ପର ଉଦଘାଟନ କରିଛନ୍ତି । ଏହି ପ୍ରକଳ୍ପଗୁଡ଼ିକ ମଧ୍ୟରେ ଲବଣାଂଶ ନିଷ୍କାସନ କାରଖାନା, ଉନ୍ନତ ଧରଣର ଅକ୍ଷୟ ଶକ୍ତି ପାର୍କ, ସ୍ଵୟଂକ୍ରିୟ ଦୁଗ୍ଧ ପ୍ରକ୍ରିୟାକରଣ ଏବଂ ପ୍ୟାକେଜିଂ କାରଖାନା ରହିଛି । ଏହି ଅବସରରେ ଗୁଜରାଟ ମୁଖ୍ୟମନ୍ତ୍ରୀ ମଧ୍ୟ ଉପସ୍ଥିତ ଥିଲେ । ଏଥିରେ ଉଦବୋଧନ ଦେଇ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ସମୟର ପରିବର୍ତ୍ତନ ସହ ବିଶ୍ଵରେ ଯାହା ସର୍ବଶ୍ରେଷ୍ଠ ତାହାକୁ ଆପଣାଇବାକୁ ପଡିବ । ଏହି ପରିପ୍ରେକ୍ଷୀରେ କଚ୍ଛ ଅଞ୍ଚଳର କୃଷକମାନେ ବିଦେଶକୁ ଫଳ ରପ୍ତାନି କରୁଥିବାରୁ ସେ ତାହାର ପ୍ରଶଂସା କରିଛନ୍ତି । ଏହା ଆମ କୃଷକମାନଙ୍କର ଉଦ୍ଭାବନାତ୍ମକ ଚିନ୍ତାଧାରାର ପରିଚୟ ବୋଲି ସେ କହିଛନ୍ତି । ସରକାରଙ୍କର ସର୍ବନିମ୍ନ ହସ୍ତକ୍ଷେପ ଯୋଗୁଁ ଗତ ଦୁଇ ଦଶନ୍ଧି ମଧ୍ୟରେ ଗୁଜରାଟ କୃଷି, ଦୁଗ୍ଧ ଉତ୍ପାଦନ ଓ ମତ୍ସ୍ୟ ଚାଷ କ୍ଷେତ୍ରରେ ସମୃଦ୍ଧିଶାଳୀ ହୋଇପାରିଛି । ଯାହା ଗୁଜରାଟ କରିଛି, ତାହା କୃଷକ ଓ ସମବାୟ ସଂସ୍ଥାକୁ ସଶକ୍ତ କରିବା ପାଇଁ ଉଦ୍ଦିଷ୍ଟ ବୋଲି ଶ୍ରୀ ମୋଦୀ କହିଛନ୍ତି । ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, କୃଷିଗତ ସଂସ୍କାର ନେଇ ଚାଷୀମାନଙ୍କୁ ଦିଗଭ୍ରଷ୍ଟ କରାଯାଉଛି । କୃଷି କ୍ଷେତ୍ରରେ ଯେଉଁ ସଂସ୍କାର କରାଯାଇଛି ତାହା, ବିଭିନ୍ନ କୃଷକ ସଂଗଠନ ଓ ବିରୋଧୀ ଦଳଗୁଡିକ ମଧ୍ୟ ବହୁ ବର୍ଷ ଧରି କରିଆସୁଥିଲେ । ସରକାର କୃଷକମାନଙ୍କ କଲ୍ୟାଣ ନିମନ୍ତେ ସଦାସର୍ବଦା ଅଙ୍ଗୀକାରବଦ୍ଧ ଓ ସେମାନଙ୍କ ଉଦବେଗ ପ୍ରତି ଯତ୍ନବାନ ବୋଲି ପ୍ରଧାନମନ୍ତ୍ରୀ ତାଙ୍କ ବକ୍ତବ୍ୟରେ ଦୋହରାଇଛନ୍ତି । ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ଆଜି କଚ୍ଛ ଅଞ୍ଚଳ ନୂତନ ପିଢିର ବୈଷୟିକ ଜ୍ଞାନ ଓ ଅର୍ଥନୀତିକୁ ଗ୍ରହଣ କରିବାରେ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି । ଖରେରାରେ ଅକ୍ଷୟ ଶକ୍ତି ପାର୍କ ଏବଂ ମାଣ୍ଡଭିରେ ଲବଣାଂଶ ନିଷ୍କାସନ କାରଖାନା, ଅଞ୍ଜରର ସରହଦ ଦେହେରିଠାରେ ନୂତନ ସ୍ଵୟଂଚାଳିତ କାରଖାନାର ଶିଳାନ୍ୟାସ ଯୋଗୁଁ କଚ୍ଛ ଅଞ୍ଚଳରେ ବିକାଶ ପଥର ନୂତନ ମାଇଲଖୁଣ୍ଟ ସ୍ଥାପିତ ହେବ । ଏହି ପ୍ରକଳ୍ପଗୁଡିକ ଯୋଗୁଁ ଆଦିବାସୀ, କୃଷକ, ପଶୁପାଳକ ଓ ସେ ଅଞ୍ଚଳର ସାଧାରଣ ଲୋକ ଅନେକ ସୁବିଧା ପାଇବେ । କଚ୍ଛ ଦେଶର ସବୁଠାରୁ ଦ୍ରୁତତମ ବିକାଶଶୀଳ ଅଞ୍ଚଳ । ଦିନକୁ ଦିନ ଏହି ଅଞ୍ଚଳରେ ଯୋଗାଯୋଗ ବ୍ୟବସ୍ଥାରେ ମଧ୍ୟ ଉନ୍ନତି ଘଟୁଛି । ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ଦିନ ଥିଲା ଯେତେବେଳେ ଗୁଜରାଟବାସୀ କେବଳ ରାତ୍ରୀ ଭୋଜନ ସମୟରେ ବିଜୁଳି ଶକ୍ତି ପାଇଁ ଦାବି କରୁଥିଲେ । ମାତ୍ର ଗୁଜରାଟରେ ଅନେକ ପରିବର୍ତ୍ତନ ଆସିଛି । ଆଜି ଗୁଜରାଟର ଯୁବକ ଯୁବତୀ ଅତୀତର ଅସୁବିଧା ସମ୍ପର୍କରେ ଅବଗତ ମଧ୍ୟ ନାହାନ୍ତି ବୋଲି ସେ କହିଛନ୍ତି । କଚ୍ଛ ଅଞ୍ଚଳର ଜନସାଧାରଣ ଏକଦା ବିଯୁକ୍ତ ଅଭିବୃଦ୍ଧିର ସାମ୍ନା କରୁଥିବା ବିଷୟରେ ପ୍ରଧାନମନ୍ତ୍ରୀ ସ୍ମରଣ କରାଇ କହିଛନ୍ତି ଯେ, ଏବେ ସେଠାକାର ଲୋକମାନେ ଆଉ ବାହାରକୁ ଯାଉନାହାନ୍ତି ଓ ଦୂର ଦୂରାନ୍ତରେ ଥିବା ଲୋକମାନେ ଏବେ ନିଜ ନିଜ ଗ୍ରାମକୁ ଫେରିଆସୁଛନ୍ତି । ଗୁଜରାଟରେ ହୋଇଥିବା ଭୟଙ୍କର ଭୂମିକମ୍ପ ପରବର୍ତ୍ତୀ କାଳରେ ସାମଗ୍ରିକ ବିକାଶ ପ୍ରତି ଚିନ୍ତା କରିବା ପାଇଁ ଶ୍ରୀ ମୋଦୀ ବିଶ୍ଵବିଦ୍ୟାଳୟ ଓ ଗବେଷକମାନଙ୍କୁ ଆହ୍ଵାନ ଜଣାଇଥିଲେ । ଗତ 20 ବର୍ଷ ମଧ୍ୟରେ ଗୁଜରାଟ ସରକାର କୃଷକମାନଙ୍କ ପାଇଁ ପ୍ରବର୍ତ୍ତନ କରିଥିବା ଅନେକ ଅନୁକୂଳ ଯୋଜନା ପାଇଁ ପ୍ରଧାନମନ୍ତ୍ରୀ ପ୍ରଶଂସା କରିଥିଲେ । ସୌରଶକ୍ତି ସାମର୍ଥ୍ୟ ବୃଦ୍ଧି ଦିଗରେ ଗୁଜରାଟ ଏକ ଅଗ୍ରଣୀ ଭୂମିକା ଗ୍ରହଣ କରିଛି ବୋଲି ସେ କହିଥିଲେ । ଶକ୍ତି ଓ ଜଳ ସୁରକ୍ଷା ଏକବିଂଶ ଶତାବ୍ଦୀ ପାଇଁ ଖୁବ ଗୁରୁତ୍ୱପୂର୍ଣ୍ଣ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି । ଯେତେବେଳେ ନର୍ମଦା ନଦୀର ପାଣି କଚ୍ଛ ଅଞ୍ଚଳରେ ପହଞ୍ଚାଇବା ପାଇଁ ଚେଷ୍ଟା କରାଯାଉଥିଲା ସେତେବେଳେ ଅନେକ ଏହାକୁ ଉପହାସ କରୁଥିଲେ । ବର୍ତ୍ତମାନ ନର୍ମଦା ନଦୀର ପାଣି କଚ୍ଛ ଅଞ୍ଚଳରେ ପହଞ୍ଚିଛି ଏବଂ ସେ ଅଞ୍ଚଳର ଅଭିବୃଦ୍ଧି ଘଟିଛି ।

 

jagratbharatnews

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech