ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ସହକାରୀ ନିର୍ବାହୀ ଯନ୍ତ୍ରୀ ଓ ଶଳା ଗଲେ ଜେଲ

ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ କୋଟପାଡ ବ୍ଲକ ସହକାରୀ ନିର୍ବାହୀ ଯନ୍ତ୍ରୀ ସତ୍ୟନାରାୟଣ ସେଠୀ ଓ ତାଙ୍କ ଶଳାଙ୍କୁ ଜୟପୁର ଭିଜିଲାନ୍ସ ଗିରଫ କରି କୋର୍ଟଚାଲାଣ କରିଛି । କୋର୍ଟ ତାଙ୍କ ଜାମନକୁ ଖାରଜ କରି ଜୟପୁର ସ୍ୱତନ୍ତ୍ର କାରାଗାରକୁ ପଠାଇଛନ୍ତି । ପୁଣି ଆସନ୍ତା ୪ ତାରିଖରେ ପରବର୍ତୀ ଶୁଣାଣି ହେବ ।

ପରବର୍ତୀ ଶୁଣାଣି ଯାଏ ଜୟପୁର ସ୍ଥିତ ସ୍ୱତନ୍ତ୍ର କାରାଗାରରେ ସହକାରୀ ନିର୍ବାହୀ ଯନ୍ତ୍ରୀ ଶ୍ରୀ ସେଠୀ ଓ ଶଳା ରହିବେ । ଆୟ ବହିର୍ଭୂତ ସଂପତ୍ତି ଠୁଳ କରିଥିବା ଅଭିଯୋଗରେ ଶୁକ୍ରବାର ଭିଜିଲାନ୍ସ ପକ୍ଷରୁ ତାଙ୍କର କୋରାପୁଟ ଜିଲ୍ଲା ଜୟପୁରର ପାରାବେଡ଼ା ଅଞ୍ଚଳରେ ଥିବା ଭଡ଼ା ଘର ସମେତ ମୋଟ ୭ଟି ଠିକଣାରେ ଚଢ଼ଉ କରାଯାଇଥିଲା । ଚଢ଼ଉ ବେଳେ ତାଙ୍କର ସଂପତ୍ତି ଠାବ କରିଛି ଭିଜିଲାନ୍ସ । ସହକାରୀ ନିର୍ବାହୀ ଯନ୍ତ୍ରୀ ସତ୍ୟନାରାୟଣ ସେଠୀ ଓ ତାଙ୍କ ପରିବାର ଲୋକଙ୍କର ୨ ଫ୍ଲାଟ୍, ୧୪ ଏକର ୩ଟି ଫାର୍ମ ହାଉସ୍ ଓ ୪୯ଟି ଦାମୀ ପ୍ଲଟ୍ ରହିଛି । ତାଙ୍କ ଘରୁ ପ୍ରାୟ ୯୪୦ ଗ୍ରାମ ସୁନା ଗହଣା, ୨ କେଜି ୫ ଶହ ଗ୍ରାମର ରୁପା ଗହଣା ଓ ନଗଦ ୫ ଲକ୍ଷ ୪୮ ହଜାର ଟଙ୍କା ଜବତ କରାଯାଇଛି । ସେ ୬୦.୯୨ ଲକ୍ଷ ଟଙ୍କା ଜମା ରଖିଛନ୍ତି । ଟାଟା ହେରିଏର କାର୍ ଠାବ କରିଛି । ସେଠୀଙ୍କର ଗୋଟିଏ

ଫ୍ଲାଟ୍ ଖୋର୍ଦ୍ଧା ଜିଲ୍ଲା ଜଟଣୀର ମାଧିପୁର ମୌଜାର ହାଇଟେକ୍ ପ୍ଲାଜାରେ ରହିଛି । ଏହି ୨ବିଏଚକେ ଫ୍ଲାଟ୍ ପ୍ରାୟ ୧ହଜାର ବର୍ଗଫୁଟ ଜାଗାରେ ତିଆରି ହୋଇଛି । ତାଙ୍କର ଆଉ ଗୋଟିଏ ଫ୍ଲାଟ୍ ହେଉଛି ବେନାମୀ । ଏହି ଫ୍ଲାଟ କୋରାପୁଟର ଜୟପୁରର ପିଆର ପେଟାରେ ଇନ୍ଦିରା ଛକରେ ଅଛି । ସେ ତାଙ୍କର ଜଣେ ଘନିଷ୍ଠ ସହଯୋଗୀଙ୍କ ନାଁରେ ଏହି ଫ୍ଲାଟ୍ ରଖିଛନ୍ତି । ଏନେଇ ଭିଜିଲାନ୍ସ ପକ୍ଷରୁ ତଦନ୍ତ ଚାଲିଛି । ତାଙ୍କର ଦୁଇଟି ଯାକ ଫାର୍ମ ହାଉସ୍ କୋରାପୁଟ ଜିଲ୍ଲା ବୋରିଗୁମା ତହସିଲରେ ରହିଛି । ଏଥିରୁ ଗୋଟିଏ ୧୦.୦୩ ଏକରର ହୋଇଥିବା ବେଳେ ଅନ୍ୟଟି ୪.୩୫ ଏକର ଜାଗାରେ ରହିଛି । ୧୦.୦୩ ଏକର ବିଶିଷ୍ଟ ଫାର୍ମ ହାଉସରେ ସେ ଆମ୍ବ ଓ ନିଳଗିରି ଗଛ ଲଗାଇଛନ୍ତି । ସେହିପରି ଅନ୍ୟଟିରେ ସେ ନିଳଗିରି ଗଛ ଲଗାଇଛନ୍ତି । ସହକାରି ନିର୍ବାହୀ ଯନ୍ତ୍ରୀ ଶ୍ରୀ ସେଠୀଙ୍କର ସମସ୍ତ

୪୯ଟି ପ୍ଲଟ୍ କୋରାପୁଟ ଜିଲ୍ଲାରେ ରହିଛି । କୋରାପୁଟ, ଜୟପୁର, ବୋରିଗୁମ୍ମା, କୋଟପାଡ଼ ଓ ପଟାଙ୍ଗୀ ଅଞ୍ଚଳରେ ତାଙ୍କର ଏହି ସବୁ ପ୍ଲଟ ରହିଛି । ଏଥିରୁ ୧୭ ପ୍ଲଟ୍ ହେଉଛି ବେନାମୀ ବୋଲି ଭିଜିଲାନ୍ସ ଜାଣିବାକୁ ପାଇଛି । ତାଙ୍କର ଫ୍ଲାଟ, ଫାର୍ମ ହାଉସ୍ ଓ ପ୍ଲଟ୍ ଗୁଡ଼ିକର ମୂଲ୍ୟ ଜାଣିବା ପାଇଁ ଭିଜିଲାନ୍ସର ବୈଷୟିକ ଶାଖା ମାପଚୁପ ଓ ହିସାବ କାର୍ଯ୍ୟ ଜାରି ରଖିଛି । ତାଙ୍କ ଘରୁ ନଗଦ ୫ ଲକ୍ଷ ୪୮ ହଜାର ଟଙ୍କା ସହିତ ୯୪୦.୬୬ ଗ୍ରାମର ସୁନା ଓ ୨.୪୯୩ କେଜିର ରୁପା ଗହଣା ଜବତ କରାଯାଇଛି । ଜମା ବାବଦକୁ ସେ ୬୦ ଲକ୍ଷ ୯୨ ହଜାର ୫୪୮ ଟଙ୍କା ରଖିଛନ୍ତି । ତାଙ୍କର ଏକ ଚାରି ଚକିଆ ଗାଡ଼ି ଓ ଗୋଟିଏ ଦୁଇ ଚକିଆ ଗାଡ଼ି ଅଛି । କିନ୍ତୁ ଉଭୟ ଗାଡ଼ି ବେନାମୀ ରହିଛି । ଏ ଦିଗରେ ଭିଜିଲାନ୍ସର ତଦନ୍ତ ଜାରି ରହିଛି । ତାଙ୍କର ସମସ୍ତ ଘରକରଣା ସାମଗ୍ରୀର ମୂଲ୍ୟ ପ୍ରାୟ ୫

ଲକ୍ଷ ୫୨ ହଜାର ଟଙ୍କା ହେବ । ଏନେଇ ଜୟପୁର ଭିଜିଲାନ୍ସ ୧୧/୨୬ ମାମଲା ରୁଜୁ କରି ସହକାରୀ ନିର୍ବାହୀ ଯନ୍ତ୍ରୀ ସେଠି ଓ ତାଙ୍କ ଶଳାଙ୍କୁ କୋର୍ଟ ଚାଲାଣ କରାଯାଇଛି ।

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech