
(ଜେ ବି ଏନ) ୧୬/୧୨ /୨୦୨୦ କଟକ : ବିଦ୍ୟାଶ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ ।ମାନବ ପ୍ରେମୀ ଆଦିତ୍ୟ ଦାଶଙ୍କ ସ୍ତ୍ରୀ ବିଦ୍ୟାଶ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ ।
ଲାଇଭ ଭିଡିଓ କରି ନିଦ ବଟିକା ଖାଇ ଆତ୍ମହତ୍ୟା ଉଦ୍ୟମ କଲେ ବିଦ୍ୟାଶ୍ରୀ । କଟକ ଘରେ ବିଦ୍ୟାଶ୍ରୀ ଆତ୍ମହତ୍ୟା କରିଥିବା ସୂଚନା । ଆତ୍ମହତ୍ୟା ପରେ ଏବେ ତାଙ୍କୁ ହସ୍ପିଟାଲ ନିଆଯାଇଛି ।





![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{},"is_sticker":false,"edited_since_last_sticker_save":false,"containsFTESticker":false,"used_sources":{"version":1,"sources":[{"id":"270812670004211","type":"ugc"}]}}](https://www.jagratbharatnews.in/wp-content/uploads/2026/05/Picsart_25-11-05_07-59-52-526.jpg)