Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39

Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39

Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39

Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39
ଉତ୍ତର ପୂର୍ବାଞ୍ଚଳ ବିଦ୍ୟୁତ ବ୍ୟବସ୍ଥାର ଉନ୍ନତି ସଂକ୍ରାନ୍ତ ସଂଶୋଧିତ ଖର୍ଚ୍ଚ ଆକଳନ କ୍ୟାବିନେଟରେ ଅନୁମୋଦିତ - Jagrat Bharat News

ଉତ୍ତର ପୂର୍ବାଞ୍ଚଳ ବିଦ୍ୟୁତ ବ୍ୟବସ୍ଥାର ଉନ୍ନତି ସଂକ୍ରାନ୍ତ ସଂଶୋଧିତ ଖର୍ଚ୍ଚ ଆକଳନ କ୍ୟାବିନେଟରେ ଅନୁମୋଦିତ

ଉତ୍ତର ପୂର୍ବାଞ୍ଚଳ ବିଦ୍ୟୁତ ବ୍ୟବସ୍ଥାର ଉନ୍ନତି ସଂକ୍ରାନ୍ତ ସଂଶୋଧିତ ଖର୍ଚ୍ଚ ଆକଳନ କ୍ୟାବିନେଟରେ ଅନୁମୋଦିତ

 

 

 

ଜେ ବି ଏନ, ୧୬/୧୨/୨୦୨୦, ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ କମିଟି ଉତ୍ତର ପୂର୍ବାଞ୍ଚଳ ବିଦ୍ୟୁତ ବ୍ୟବସ୍ଥାର ଉନ୍ନତି ସଂକ୍ରାନ୍ତ ସଂଶୋଧିତ ଖର୍ଚ୍ଚ ଆକଳନକୁ ଅନୁମୋଦନ କରିଛି । ଏହି ସଂଶୋଧିତ ବ୍ୟବସ୍ଥା ଅନୁସାରେ ଉତ୍ତର ପୂର୍ବାଞ୍ଚଳ ଶକ୍ତି ବ୍ୟବସ୍ଥା ଉନ୍ନୟନ ପ୍ରକଳ୍ପ (ଏନ୍‌ଇଆରପିଏସ୍‌ଆଇପି) ପାଇଁ 6700 କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି । ଉତ୍ତର ପୂର୍ବାଞ୍ଚଳର ଆର୍ଥିକ ବିକାଶ କ୍ଷେତ୍ରରେ ଏହି ପ୍ରକଳ୍ପ ଏକ ଉଲ୍ଲେଖନୀୟ ଭୂମିକା ଗ୍ରହଣ କରିବ; କାରଣ ଏହାଦ୍ୱାରା ଆନ୍ତଃରାଜ୍ୟ ବିଦ୍ୟୁତ ପରିବହନ ଓ ଆବଣ୍ଟନ ବ୍ୟବସ୍ଥା ସୁଦୃଢ ହୋଇପାରିବ ।

 

ଏହି ଯୋଜନାଟି ରାଷ୍ଟ୍ରାୟତ୍ତ ପାୱାରଗ୍ରୀଡ ଦ୍ୱାରା କାର୍ଯ୍ୟକାରୀ ହେଉଛି । ପାୱାରଗ୍ରୀଡ କେନ୍ଦ୍ର ଉର୍ଜ୍ଜା ମନ୍ତ୍ରଣାଳୟ ଅଧୀନରେ କାର୍ଯ୍ୟ କରୁଥିବା ଏକ ରାଷ୍ଟ୍ରାୟତ୍ତ ଉଦ୍ୟୋଗ । ଏହା ସହିତ ଉତ୍ତର ପୂର୍ବାଞ୍ଚଳର 6ଟି ଯଥା ରାଜ୍ୟ ଆସାମ, ମଣିପୁର, ମେଘାଳୟ, ମିଜୋରାମ, ନାଗାଲାଣ୍ଡ ଓ ତ୍ରିପୁରା ସହଯୋଗଭିତ୍ତିରେ କାର୍ଯ୍ୟ କରୁଛନ୍ତି । ଏ ସମସ୍ତ ରାଜ୍ୟ ଏହି ଯୋଜନାର ପ୍ରତ୍ୟକ୍ଷ ହିତାଧିକାରୀ । 2021 ଡିସେମ୍ବର ସୁଦ୍ଧା ଏହି ପ୍ରକଳ୍ପର ନିର୍ମାଣ କାର୍ଯ୍ୟ ଶେଷ କରିବାର ଲକ୍ଷ୍ୟ ରଖାଯାଇଛି । ପ୍ରକଳ୍ପ କାର୍ଯ୍ୟକ୍ଷମ ହେବା ପରେ ଏହାର ମାଲିକାନା ଓ ରକ୍ଷଣାବେକ୍ଷଣ ଦାୟିତ୍ୱ ସଂପୃକ୍ତ ରାଜ୍ୟ ସରକାରଗୁଡିକଙ୍କ ଅଧୀନରେ ରହିବ ।

 

ଏହି ପ୍ରକଳ୍ପର ମୁଖ୍ୟ ଲକ୍ଷ୍ୟ ହେଲା ଉତ୍ତର ପୂର୍ବାଞ୍ଚଳର ଅର୍ଥନୈତିକ ବିକାଶ ପାଇଁ କେନ୍ଦ୍ର ସରକାରଙ୍କ ଅଙ୍ଗୀକାରକୁ ପୂରଣ କରିବା ଓ ଆନ୍ତଃରାଜ୍ୟ ବିଜୁଳି ପରିବହନ ତଥା ଆବଣ୍ଟନ ଭିତ୍ତିଭୂମିକୁ ସୁଦୃଢ କରିବା । କହିବା ବାହୁଲ୍ୟ ଯେ ବିଜୁଳି ବା ଶକ୍ତି ବିନା ଅର୍ଥନୈତିକ ବିକାଶ ଏକ ପ୍ରକାର ଅସମ୍ଭବ । ତେଣୁ ଏହି ପ୍ରକଳ୍ପ ସହିତ ଉତ୍ତର ପୂର୍ବାଞ୍ଚଳ ରାଜ୍ୟଗୁଡିକର ବିକାଶ ଓ ଭାଗ୍ୟ ଯୋଡି ହୋଇ ରହିଛି କହିଲେ ଚଳେ । ଏହା କାର୍ଯ୍ୟକାରୀ ହେବା ପରେ ସଂପୃକ୍ତ ରାଜ୍ୟଗୁଡିକରେ ବିଶ୍ୱସ୍ତ ପାୱାରଗ୍ରୀଡ ମିଳିବ ଏବଂ ଉଚ୍ଚମାନର ବିଜୁଳି 24 ଘଣ୍ଟା ଉପଲବ୍ଧ ହେବ । ଏହାର ସୁଯୋଗ ସବୁ ବର୍ଗର ଖାଉଟି ଓ ହିତାଧିକାରୀ ପାଇବେ । ଏହାଦ୍ୱାରା ଉତ୍ତର ପୂର୍ବାଞ୍ଚଳର ମୁଣ୍ଡପିଛା ବିଜୁଳି ବ୍ୟବହାର ବଢିବ ଏବଂ ଏହା ସେ ଅଞ୍ଚଳର ଅର୍ଥନୈତିକ ବିକାଶରେ ଏକ ଉଲ୍ଲେଖନୀୟ ଭୂମିକା ଗ୍ରହଣ କରିବ ।

 

ଏହି ପ୍ରକଳ୍ପକୁ କାର୍ଯ୍ୟକାରୀ କରୁଥିବା ସଂସ୍ଥା ନିର୍ମାଣ କାର୍ଯ୍ୟ ପାଇଁ ସ୍ଥାନୀୟ ଲୋକମାନଙ୍କୁ ବହୁ ସଂଖ୍ୟାରେ ନିୟୋଜିତ କରୁଛି । ଏହା ଫଳରେ ଉଭୟ କୁଶଳୀ ଓ ଅଣକୁଶଳୀ ଲୋକଙ୍କ ପାଇଁ ବେଶ୍‌ ଭଲ ନିଯୁକ୍ତି ସୁବିଧା ସୃଷ୍ଟି ହୋଇଛି । ଆହୁରି ମଧ୍ୟ ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ଶେଷ ହେବା ପରେ ଏହାର ରକ୍ଷଣାବେକ୍ଷଣ ଓ ପରିଚାଳନା ପାଇଁ ଅତିରିକ୍ତ ଲୋକଶକ୍ତିର ଆବଶ୍ୟକତା ପଡିବ । ଫଳରେ ଉତ୍ତର ପୂର୍ବାଞ୍ଚଳରେ ଲୋକଙ୍କ ପାଇଁ ଅତିରିକ୍ତ ନିଯୁକ୍ତି ସୁବିଧା ସୃଷ୍ଟି ହେବ । ଛଅଟି ଯାକ ରାଜ୍ୟରେ ଏହା ନିଯୁକ୍ତି ସୁବିଧା ସୃଷ୍ଟି କରିପାରିବ ।

 

ପୃଷ୍ଠଭୂମି

 

କେନ୍ଦ୍ରୀୟ ଯୋଜନାରେ କେନ୍ଦ୍ର ଉର୍ଜ୍ଜା ମନ୍ତ୍ରଣାଳୟ ଦ୍ୱାରା ଏହି ପ୍ରକଳ୍ପଟି 2014ରେ ଅନୁମୋଦନ ଲାଭ କରିଥିଲା । ଏଥିପାଇଁ ବିଶ୍ୱବ୍ୟାଙ୍କ ଆର୍ଥିକ ସହାୟତା ଯୋଗାଇ ଦେଉଥିବାବେଳେ ଭାରତ ସରକାର ପ୍ରତିବର୍ଷ ବଜେଟରେ ମଧ୍ୟ ଏ ବାବଦରେ ବ୍ୟୟ ବରାଦ କରୁଛନ୍ତି । ବିଶ୍ୱବ୍ୟାଙ୍କ ଓ ଶକ୍ତି ମନ୍ତ୍ରଣାଳୟ 50:50 ଅନୁପାତରେ ଏହି ପ୍ରକଳ୍ପ ପାଇଁ ଅର୍ଥ ଯୋଗାଇ ଦେଉଛନ୍ତି । ପ୍ରକଳ୍ପ ନିର୍ମାଣ ପରେ ଏହାର ଦକ୍ଷତା ନିର୍ମାଣ ପାଇଁ ଯେଉଁ ଅର୍ଥର ଆବଶ୍ୟକତା ପଡିବ ତାହା ମୂଳ ବ୍ୟୟ ଅଟକଳରେ ନାହିଁ । ଏ ବାବଦରେ ମୋଟ 89 କୋଟି ଟଙ୍କା ବ୍ୟୟ ହେବ ବୋଲି ଆକଳନ କରାଯାଇଛି । ସେ ବାବଦ ସମସ୍ତ ଅର୍ଥ ଭାରତ ସରକାର ବହନ କରିବେ ।

 

jagratbharatnews

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech