କୋରେଇ ବିଧାୟକଙ୍କ ଦ୍ୱାରା ଲକ୍ଷ୍ମୀନଗର ଗ୍ରାମପଂଚାୟତରେ ପ୍ରାୟ ୭କୋଟି ଟଙ୍କା ବ୍ୟୟରେ। ୭ ଗୋଟି ପ୍ରକଳ୍ପର ଶୁଭ ଭିତିପ୍ରସ୍ତର ଓ ୩ ଗୋଟି ପ୍ରକଳ୍ପର ଶୁଭ ଉଦ୍‌ଘାଟନ

କୋରେଇ ବିଧାୟକଙ୍କ ଦ୍ୱାରା ଲକ୍ଷ୍ମୀନଗର ଗ୍ରାମପଂଚାୟତରେ ପ୍ରାୟ ୭କୋଟି ଟଙ୍କା ବ୍ୟୟରେ
୭ ଗୋଟି ପ୍ରକଳ୍ପର ଶୁଭ ଭିତିପ୍ରସ୍ତର ଓ ୩ ଗୋଟି ପ୍ରକଳ୍ପର ଶୁଭ ଉଦ୍‌ଘାଟନ

କୋରେଇ, ୩/୦୮ : ଆଜି କୋରେଇ ନିର୍ବାଚନ ମଣ୍ଡଳୀ ରସୁଲପୁର ବ୍ଲକ୍ ଅନ୍ତର୍ଗତ ଲକ୍ଷ୍ମୀନଗର ଗ୍ରାମପଂଚାୟତରେ ପାଖାପାଖି ୭ କୋଟି ଟଙ୍କା ବ୍ୟୟରେ ୭ ଗୋଟି ପ୍ରକଳ୍ପର ଶୁଭ ଭିତିପ୍ରସ୍ତର ସ୍ଥାପନ ଏବଂ ୩ ଗୋଟି ପ୍ରକଳ୍ପର ଶୁଭ ଉଦ୍‌ଘାଟନ କରିଥିଲେ କୋରେଇର ମାନ୍ୟବର ବିଧାୟକ ତଥା ଯାଜପୁର ଜିଲ୍ଲା ଯୋଜନା ବୋର୍ଡର ଅଧ୍ୟକ୍ଷ ଶ୍ରୀଯୁକ୍ତ ଆକାଶ ଦାସନାୟକ । ଆଜି ସକାଳ ୧୧ ଘଟିକା ସମୟରେ ମାନ୍ୟବର ବିଧାୟକ ଶ୍ରୀ ଦାସନାୟକଙ୍କୁ କର୍ମୀମାନେ ଏକ ବିଶାଳ ମଟର ସାଇକେଲ ଶୋଭାଯାତ୍ରାରେ ଭିକିପୁର ଛକ ଠାରୁ ତରାପୁର ଗ୍ରାମପଂଚାୟତ କାର୍ଯ୍ୟାଳୟ ପର୍ଯ୍ୟନ୍ତ ପାଛୋଟି ନେଇଥିଲେ । ପ୍ରଥମେ ମାନ୍ୟବର ବିଧାୟକ ଭିକିପୁର-ପହଙ୍ଗା ଗ୍ରାମ୍ୟ ଉନ୍ନୟନ ରାସ୍ତାର ଉନ୍ନତିକରଣ ଓ ପ୍ରଶସ୍ତିକରଣର ଶୁଭ ଭିତିପ୍ରସ୍ତର ସ୍ଥାପନ କରିଥିଲେ । ଏହି ପ୍ରକଳ୍ପର ଅଟକଳ ପରିମାଣ ୧ କୋଟି ୫୦ ଲକ୍ଷ ଟଙ୍କା । ତା’ପରେ ଛୋଟରାୟପୁର-ଯୋକଡିଆ ପୂର୍ତବିଭାଗ ରାସ୍ତା ଠାରୁ ଖମଣ ଠାକୁରେଶ୍ୱର ମନ୍ଦିର ପର୍ଯ୍ୟନ୍ତ ନୂତନ ଗ୍ରାମ୍ୟ ଉନ୍ନୟନ ରାସ୍ତା ନିର୍ମାଣର ଶୁଭ ଭିତିପ୍ରସ୍ତର ସ୍ଥାପନ କରିଥିଲେ । ଏହି ପ୍ରକଳ୍ପର ଅଟକଳ ପରିମାଣ ୩ କୋଟି ୫୦ ଲକ୍ଷ ଟଙ୍କା । ତା’ପରେ ତରାପୁର ଆରୋଗ୍ୟ ସ୍ୱାସ୍ଥ୍ୟ ଉପକେନ୍ଦ୍ର ନିର୍ମାଣର ଶୁଭ ଭିତିପ୍ରସ୍ତର ସ୍ଥାପନ କରିଥିଲେ । ଏହି ପ୍ରକଳ୍ପର ଅଟକଳ ପରିମାଣ ୫୦ ଲକ୍ଷ ଟଙ୍କା । ଏହାପରେ ଲକ୍ଷ୍ମୀନଗର ଗ୍ରାମପଂଚାୟତ ସ୍ତରୀୟ ମହାସଂଘ କାର୍ଯ୍ୟାଳୟ ଓ ମାର୍କେଟ କମ୍ପେ୍ଲକ୍ସ ନିର୍ମାଣର ଶୁଭ ଭିତିପ୍ରସ୍ତର ସ୍ଥାପନ କରିଥିଲେ । ଏହି ପ୍ରକଳ୍ପର ଅଟକଳ ପରିମାଣ୨୫ ଲକ୍ଷ ଟଙ୍କା । ତା’ପରେ ତରାପୁର ପ୍ରାଥମିକ ବିଦ୍ୟାଳୟରେ ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣର ଶୁଭ ଭିତିପ୍ରସ୍ତର ସ୍ଥାପନ କରିଥିଲେ । ଏହି ପ୍ରକଳ୍ପର ଅଟକଳ ପରିମାଣ ୨୦ ଲକ୍ଷ ଟଙ୍କା । ଏହାପରେ ତରାପୁର ଆଦର୍ଶ ଗ୍ରାମ ନିର୍ମାଣ ଯୋଜନାର ଶୁଭ ଭିତିପ୍ରସ୍ତର ସ୍ଥାପନ କରିଥିଲେ । ଏହି ପ୍ରକଳ୍ପର ଅଟକଳ ପରିମାଣ ୩୦ ଲକ୍ଷ ଟଙ୍କା । ଏହାପରେ ଆଂଚଳିକ ହିଙ୍ଗୁଳା ବିକାଶ ପରିଷଦର ନୂତନ ଗୃହ ନିର୍ମାଣର ଶୁଭ ଭିତିପ୍ରସ୍ତର ସ୍ଥାପନ କରିଥିଲେ । ଏହି ପ୍ରକଳ୍ପର ଅଟକଳ ପରିମାଣ ୧୦ ଲକ୍ଷ ଟଙ୍କା । ଭିତିପ୍ରସ୍ତର କାର୍ଯ୍ୟକ୍ରମ ପରେ ତରାପୁର ଆଂଚଳିକ ହାଟ ନୂତନ ପିଣ୍ଡିର ଶୁଭ ଉଦ୍‌ଘାଟନ କରିଥିଲେ ମାନ୍ୟବର ବିଧାୟକ । ଏହି ପ୍ରକଳ୍ପର ଅଟକଳ ପରିମାଣ ୧୦ ଲକ୍ଷ ଟଙ୍କା । ତା’ପରେ ପଂଚାୟତ ହିଙ୍ଗୁଳା ହାଇସ୍କୁଲ ନୂତନ ଅତିରିକ୍ତ ଶ୍ରେଣୀଗୃହର ଶୁଭ ଉଦ୍‌ଘାଟନ କରିଥିଲେ । ଏହି ପ୍ରକଳ୍ପର ଅଟକଳ ପରିମାଣ ୧୦ ଲକ୍ଷ ଟଙ୍କା । ଶେଷରେ ଲକ୍ଷ୍ମୀନଗର ଗ୍ରାମପଂଚାୟତ ଭାଗବତ ଟୁଙ୍ଗୀ ନୂତନ ଗୃହର ଶୁଭ ଉଦ୍‌ଘାଟନ କରିଥିଲେ । ଏହି ପ୍ରକଳ୍ପର ଅଟକଳ ପରିମାଣ ୧୦ ଲକ୍ଷ ଟଙ୍କା । ଏହି ପ୍ରକଳ୍ପ ଗୁଡିକ ନିର୍ମାଣ ହେଉଥିବା ଜାଣି ଆଜି ଲକ୍ଷ୍ମୀନଗର ପଂଚାୟତବାସୀ ବହୁତ ଖୁସି ପ୍ରକଟ କରିଛନ୍ତି । ଆଜି ପ୍ରଗତିର ନୂଆ ଅଧ୍ୟାୟ ଲେଖୁଛି କୋରେଇ । ଲକ୍ଷ୍ମୀନଗର ଗ୍ରାମପଂଚାୟତର ଗମନାଗମନ, ସ୍ୱାସ୍ଥ୍ୟ, ରାଜସ୍ୱ, ବନ୍ୟା ନିୟନ୍ତ୍ରଣ କ୍ଷେତ୍ରରେ ଆଜି ଏକ ନୂତନ ଫର୍ଦ୍ଦ ଯୋଡି ହୋଇ ପ୍ରଗତିର ନୂଆ ଅଧ୍ୟାୟ ଦେଖିଲା କୋରେଇ । ଆଗାମୀ ଦିନରେ କୋରେଇର ଗମନାଗମନ, ସ୍ୱାସ୍ଥ୍ୟ, ଶିକ୍ଷା, ରାଜସ୍ୱ, ପାନୀୟଜଳ, ବନ୍ୟା ନିୟନ୍ତ୍ରଣ, କ୍ରୀଡା କ୍ଷେତ୍ରରେ ବିଭିନ୍ନ ପ୍ରକାର ପ୍ରକଳ୍ପର ଖୁବ୍ ଶୀଘ୍ର ଶୁଭ ଭିତିପ୍ରସ୍ତର ସ୍ଥାପନ ହେବାକୁ ଯାଉଅଛି ବୋଲି ଶ୍ରୀ ଦାସନାୟକ କହିଥିଲେ । ବର୍ତମାନ କୋରେଇ ବିକାଶର ସାରଥି ସାଜିଛନ୍ତି ମାନ୍ୟବର ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଶ୍ରୀଯୁକ୍ତ ଆକାଶ ଦାସନାୟକ । ଏହି ଭିତିପ୍ରସ୍ତର ଓ ଶୁଭ ଉଦ୍‌ଘାଟନ କାର୍ଯ୍ୟକ୍ରମରେ ରସୁଲପୁର ବ୍ଲକ୍ ଅଧ୍ୟକ୍ଷ ଅରୁଣ କୁମାର ରାଉତ, ରସୁଲପୁର ବ୍ଲକ୍ ବିଧାୟକଙ୍କ ପ୍ରତିନିଧି ପ୍ରହଲ୍ଲାଦ ପଣ୍ଡା, ଲକ୍ଷ୍ମୀନଗର ଗ୍ରାମପଂଚାୟତ ସରପଂଚ ଇଂ ସର୍ବେଶ୍ୱର ସାହୁ, ହିଙ୍ଗୁଳା ମଣ୍ଡଳ ସଭାପତି ବିନୋଦ ମହାରଣା, ୩୩ ନଂ ଜିଲ୍ଲା ପରିଷଦ ସଭ୍ୟ ଶ୍ରୀଯୁକ୍ତ ଶିଶିର କୁମାର ମହାନ୍ତି, ଲକ୍ଷ୍ମୀନଗର ପଂଚାୟତ ବିଜେପି ସଭାପତି ପ୍ରଫୁଲ୍ଲ ସାହୁ, ଶଶୀଭୁଷଣ ସାହୁ, ପୂର୍ବତନ ସରପଂଚ ମନୋଜ ମଳିକ, ରସୁଲପୁର ବ୍ଲକ୍ ମିଡିଆ ପ୍ରତିନିଧି ପଦ୍ମଲୋଚନ ନାୟକ, ହିଙ୍ଗୁଳା ମଣ୍ଡଳ ଯୁବ ସଭାପତି ହିମାଂଶୁ ବେହୁରା, କୋରେଇ ବ୍ଲକ୍ ବିଧାୟକ ପ୍ରତିନିଧି ଧନେଶ୍ୱର ବାରିକ, ଜିଲ୍ଲା ବିଜେପି ସଂପାଦକ ଅଯୋଧ୍ୟା ଜେନା, ପହଙ୍ଗା ସଭାପତି ଶତୃଘ୍ନ ରାଉତ, ଟିକରପଡା ପୂର୍ବତନ ସରପଂଚ ଅତୁଲ୍ୟ ପ୍ରଧାନ, ଟିକରପଡା ବିଜେପି ସଭାପତି ନିରଞ୍ଜନ ପ୍ରଧାନ, ବଡକଇଁଚି ସଭାପତି ପ୍ରକାଶ ସାହୁ, ଗନ୍ଧଣ ଗ୍ରାମପଂଚାୟତର ବରିଷ୍ଠ ନେତା ଗୋପୀନାଥ ପତି, ଭୋଟକା ଗ୍ରାମପଂଚାୟତର ସଭାପତି ନରେଶ ଆଏଚ । ହିଙ୍ଗୁଳା ମଣ୍ଡଳ ସାଧାରଣ ସଂପାଦକ ରଞ୍ଜନ କୁମାର ଦେଓ, ଅଦୈତ ରାଉତ, ମୁଗୁପାଳ ସରପଂଚ ପ୍ରତିନିଧି ଦୁଶ୍ମନ୍ତ ମଳିକ, ବିଭୂତିଭୂଷଣ ଦାସ, ରଘୁନାଥ ପରିଡା, ପହଙ୍ଗା ଗ୍ରାମପଂଚାୟତ ପୂର୍ବତନ ସରପଂଚ ପ୍ରହଲ୍ଲାଦ ପ୍ରତିହାରୀ, ନରସିଂହପୁର ପଂଚାୟତ ସଭାପତି ସୁବାଷ ନାୟକ, ଯୁବ ସଭାପତି ଅଂଶୁମାନ କର, ମୁଗୁପାଳ ଗ୍ରାମପଂଚାୟତ ସଭାପତି କାଳନ୍ଦୀ କଣ୍ଠ, ରସୁଲପୁର ସାଂସଦ ପ୍ରତିନିଧି ଦେବକାନ୍ତ ନାୟକ, ଖମଣ ଗ୍ରାମପଂଚାୟତ ସଭାପତି ଅକ୍ଷୟ ନାୟକ, ଲକ୍ଷ୍ମୀନଗର ଗ୍ରାମପଂଚାୟତର ରଞ୍ଜିତ ପ୍ରଧାନ, ପୂର୍ଣ୍ଣେନ୍ଦୁ ନାୟକ, ରମାକାନ୍ତ ବେହେରା, ସଞ୍ଜୟ ପ୍ରଧାନ, ବିକାଶ କୁମାର ସାହୁ, ଉମେଶ ଚନ୍ଦ୍ର ଦାସ, ଆଦିକନ୍ଦ ବିଶ୍ୱାଳ, ବାବାଜୀ ଚରଣ ସାହୁ, ଆନନ୍ଦ ଚନ୍ଦ୍ର ସାହୁ, ଅଶୋକ କୁମାର ରଥ, ଅନନ୍ତ ଚରଣ ସାହୁ, ଅନାଦି ନାଥ, ନରୋତମ ଜେନା, ଶଙ୍କର୍ଷଣ ବିଶ୍ୱର, ହୃଷିକେଶ ମହାଲା, ବଳରାମ ଜେନା, ରଜତ ନାୟକ, ବିକାଶ ବିଶ୍ୱାଳ, ରାଜାରାମ ନାୟକ, ଦେବପ୍ରସାଦ ସ୍ୱାଇଁ, ନିରଞ୍ଜନ ପତ୍ରୀ, ତପନ କୁମାର ମଲ୍ଲିକ, ପ୍ରତାପ ଚନ୍ଦ୍ର ପାଢୀ, ସନାତନ ରାଉତ, ରଞ୍ଜନ କୁମାର ରଥ ପ୍ରମୁଖ କର୍ମକର୍ତା ଉପସ୍ଥିତ ଥିଲେ ।

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech