ତାଳଚେରର ଅଧିକାଂଶ ଅଂଚଳରେ ରାସ୍ତା ଅବସ୍ଥା ଶୋଚନୀୟ

ତାଳଚେରର ଅଧିକାଂଶ ଅଂଚଳରେ ରାସ୍ତା ଅବସ୍ଥା ଶୋଚନୀୟ
ତାଳଚେର, ୦୩/୦୮ ତାଳଚେର ସହର ଓ ଶିଳ୍ପାଚଂଳରେ ଥିବା ବିଭିନ୍ନ ରାସ୍ତା ଶୋଚନୀୟ ହୋଇପଡ଼ିଥିବାରୁ ସାଧାରଣ ଲୋକ ଘୋର ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଏହି ରାସ୍ତା ଖରାପ ଯୋଗୁଁ ଅନେକ ସମୟରେ ଦୁର୍ଘଟଣାମାନ ଘଟି ବହୁ ମୃତାହତ ହେଉଥିବା ଜଣାପଡ଼ିଛି । ବାଇପାସ୍ ଛକଠାରୁ ବାହାରି ଥିବା ରାସ୍ତା ଗୁଡ଼ିକ ବିଭିନ୍ନ ଦିଗକୁ ଯାଇଥିବା ବେଳେ ରାସ୍ତା ଗୁଡ଼ିକ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡ଼ିଛି । ଫଳରେ ତାଳଚେର ସହର, ଏନଟିପିସି କୋଇଲଶ ଖଣି ଓ କୋର୍ଟ କଚେରୀ ତଥା ବିଭିନ୍ନ ଶିକ୍ଷାନୁଷ୍ଠାନକୁ ଯାଉଥିବା ପଥଚାରୀମାନେ ନାହିଁ ନଥିବା ଅସୁବିଧାର ଭୋଗୁଛନ୍ତି । ରାସ୍ତାର ଉଭୟ ପାଶ୍ୱର୍ରେ ଖାଲଖମଣ ଥିବା ଯୋଗୁଁ ଗାଡ଼ିମଟର ଯିବା ବେଳେ ଧୂଳି ପ୍ରଚୁର ମାତ୍ରାରେ ଉଡ଼ୁଛି । ଫଳରେ ଦୁର୍ଘଟଣା ଘଟି କିଛି ମୃତାହତ ହେଉଥିବା ନଜିର ରହିଛି । ଏସମ୍ପର୍କରେ ବାରମ୍ବାର ଅଭିଯୋଗ ହେଉଥିଲେ ମଧ୍ୟ ବିଭାଗୀୟ ଅଧିକାରୀମାନେ ନୀରବଦ୍ରଷ୍ଟା ସାଜିଛନ୍ତି । ପବିତ୍ରମୋହନ ଛକଠାରୁ ମହାବିଦ୍ୟାଳୟ ଆଡ଼କୁ ଯାଇଥିବା ମୁଖ୍ୟ ରାସ୍ତା ବାଇପାସ୍ ଛକରେ ସାମାନ୍ୟ ବର୍ଷା ହେଲେ ତିନିଚାରି ଫୁଟ ପାଣି ରହି ଜମିରହି ଯାତାୟତ ବ୍ୟାଘାତ ସୃଷ୍ଟି କରୁଛି । ସେହିଭଳି ବାଙ୍କ ଧରାଛକ ଠାରୁ ମିଶିଥିବା ବିଭିନ୍ନ ରାସ୍ତାରେ କୋଇଲା ପରିବହନ ପାଇଁ ଆସୁଥିବା ଟ୍ରକ ଗୁଡ଼ିକ ଚଳାଚଳ କରିବା ଫଳରେ ରାସ୍ତାରେ ଧୂଳି ଉଡ଼ି ପରିବେଶ ପ୍ରଦୂଷଣ ହେବା ସହିତ ଏହି ବାଙ୍କଧରା ଛକ ମରଣାଯନ୍ତା ପାଲିଟି । ତେବେ ଏହି ରାସ୍ତାକୁ ମରାମତି କରିବା ପାଇଁ ଜାତୀୟ ରାଜପଥ ଏମସିଏଲ କିମ୍ବା ଏନଟିପିସି ପକ୍ଷରୁ କୌଣସି ଠୋସ୍ ପଦକ୍ଷେପ ନିଆଯାଉ ନାହିଁ । ଏହି ରାସ୍ତା ଦେଇ ଲୋକାମାନେ ଯିବା ପାଇଁ ନିରାପଦ ମଣୁ ନାହାନ୍ତି ନାହାନ୍ତି । ସଡ଼କ ପଥରେ କୋଇଲା ପରିବହନ ପାଇଁ ହୋଇଥିବା କୋଲ କରିଡ଼ର ରାସ୍ତା ଏହି ବାଙ୍କଧରା ଛକଠାରେ ମିଶୁଥିବା ସେଠାରେ ଦୁର୍ଘଟଣା ଦିନକୁ ଦିନ ବୃଦ୍ଧି ପାଉଛି । ଗତ ଦୁଇ ମାସ ଭିତରେ ବାଙ୍କଧରା ଛକ ରାସ୍ତାରୁ ପ୍ରାୟ ଜୀବନ ଚାଲିଥିଲା ବେଳେ ବହୁ ଲୋକ ଗୁରୁତର ଆହାତ ହୋଇଛନ୍ତି । ସେହିପରି ସାମାନ୍ୟ ବର୍ଷା ହେଲେ ଏହି ରାସ୍ତାଦେଇ ଚଳପ୍ରଚଳ କରିବା ବିପଦପୂର୍ଣ୍ଣ ହୋଇପଡ଼ିଛି । ଶର୍ମାଛକରେ ଆଣ୍ଠୁଏ ଆଣ୍ଠୁଏ ପାଣି ଜମି ରହୁଥିବା ବେଳେ ଦୁଇପାଶ୍ୱର୍ରେ ଥିବା ନଳା ପୋତିହୋଇ ଯାଉଥିବାରୁ ପାଣି ନିଷ୍କାସନ ହୋଇ ପାରୁ ନାହିଁ । ଉଦବୃତ ବର୍ଷାଜଳ ରାସ୍ତାରେ ବୋହିବା ଫଳରେ ଲୋକଙ୍କ ଯାତାୟତରେ ସମସ୍ୟା ଉପଜୁଛି । ଘଂଟପଡ଼ା ରେଲୱେ କ୍ରସିଂ ରାସ୍ତାର ଉଭୟ ପାଶ୍ୱର୍ରେ ଖାଲଖମଣ ହୋଇଥିବା ଏବଂ କୋଲ ୱାଗନ ଯିବା ଫଳରେ ଧୂଳି ଝଡ଼ ସୃଷ୍ଟି ହେଉଛି । ଏହି ଲେବଲକ୍ରସିଂ ଠାରେ ପ୍ରାୟ ସମୟରେ ଅଧାଘଂଟା ଅପେକ୍ଷା କରିବାକୁ ପଡ଼ିଥାଏ । ଓଭରବ୍ରିଜ ପାଇଁ ଫଳକ ଲାଗିଥିଲେ ଅଦ୍ୟାବଧି ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇ ନାହିଁ । ବାଙ୍କଧରା ଛକ ଠାରୁ ତାଳଚେର ମହାବିଦ୍ୟାଳୟ ଦେଇ ବାଇପାସ୍‌, ପବିତ୍ର ମୋହନ ଛକ, ବହ୍ଲରଛକ ୧୪୯ ନମ୍ବର ଜାତୀୟ ରାଜପଥରେ ଶହଶହ କୋଇଲା ଭାରୀଯାନ ଯାତାୟତ କରୁଥିବାରୁ ଖାଲଖମଣ ହୋଇଥିବା ସହ ଦୁଇଚକିଆ ଯାନ ସମ୍ଭବପର ହେଉନାହିଁ । କେଉଁ ମୂହର୍ତରେ ଯେ, କ’ଣ ହେବ ତାହା ଭଗବାନ୍ ଜାଣିଥିବେ । ଅପରପକ୍ଷେ ତାଳଚେର ଅଂଚଳର ରାସ୍ତାମରାମତି ପାଇଁ କେହି ଦୃଷ୍ଟି ଦେଉନଥିବା ଅତ୍ୟନ୍ତ ପରିତାପର ବିଷୟ ବୋଲି ସାଧାରଣ ମତପ୍ରକାଶ ପାଇଛି ।

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • Wishing
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • Wishing
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • Wishing
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • Wishing
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech