ବୀରଭୂମ ଦୁର୍ଘଟଣା: ପ୍ରଧାନମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ଅନୁକମ୍ପାମୂଳକ ସହାୟତା ଘୋଷଣା
ପଶ୍ଚିମବଙ୍ଗର ବୀରଭୂମରେ ଘଟିଥିବା ଦୁଃଖଦ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ପରିବାର ଓ ଆହତଙ୍କ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସହାୟତା ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ୍ ପାଣ୍ଠି (PMNRF) ରୁ ମୃତକଙ୍କ ନିକଟତମ ସମ୍ପର୍କୀୟଙ୍କୁ ୨ ଲକ୍ଷ ଟଙ୍କା ଏବଂ ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ଆର୍ଥିକ ସହାୟତା ପ୍ରଦାନ କରାଯିବ। ଏ ନେଇ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ (PMO) ପକ୍ଷରୁ ସୋସିଆଲ ମିଡିଆ ପ୍ଲାଟଫର୍ମ ‘X’ ରେ ସୂଚନା ଦିଆଯାଇଛି।



![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/08/Picsart_26-05-14_06-19-38-643-15-scaled.jpg)