Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39

Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39

Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39

Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39
ଭାରତ-ଭିଏତନାମ ଭର୍ଚୁଆଲ୍ ସମ୍ମିଳନୀ ଅନୁଷ୍ଠିତ, ସମ୍ମିଳନୀରେ ଅଂଶଗ୍ରହଣ କଲେ ପିଏମ ମୋଦୀ - Jagrat Bharat News

ଭାରତ-ଭିଏତନାମ ଭର୍ଚୁଆଲ୍ ସମ୍ମିଳନୀ ଅନୁଷ୍ଠିତ, ସମ୍ମିଳନୀରେ ଅଂଶଗ୍ରହଣ କଲେ ପିଏମ ମୋଦୀ 

ଭାରତ-ଭିଏତନାମ ଭର୍ଚୁଆଲ୍ ସମ୍ମିଳନୀ ଅନୁଷ୍ଠିତ, ସମ୍ମିଳନୀରେ ଅଂଶଗ୍ରହଣ କଲେ ପିଏମ ମୋଦୀ 

ଜେ ବି ଏନ, ୨୧/୧୨/୨୦୨୦, (ରିପୋର୍ଟ, ସୁଶୀଲ କୁମାର), ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭିଏତନାମ ସମାଜବାଦୀ ସାଧାରଣତନ୍ତ୍ରର ପ୍ରଧାନମନ୍ତ୍ରୀ ମହାମହିମ ଗୁଏନ ଜୁଆନ ଫୁକଙ୍କ ସହିତ ଏକ ଭର୍ଚୁଆଲ ଶିଖର ସମ୍ମିଳନୀରେ ଅଂଶଗ୍ରହଣ କରିଥିଲେ।

ଦୁଇ ପ୍ରଧାନମନ୍ତ୍ରୀ ଜାରି ରହିଥିବା ଦ୍ୱିପାକ୍ଷିକ ସହଯୋଗ ପଦକ୍ଷେପଗୁଡ଼ିକର ସମୀକ୍ଷା କରିଥିଲେ ଏବଂ ବୈଶ୍ୱିକ ଓ ଜାଗତିକ ପ୍ରସଙ୍ଗ ଉପରେ ଆଲୋଚନା କରିଥିଲେ। ଭାରତ-ଭିଏତନାମ ବିସ୍ତୃତ ରଣନୈତିକ ଭାଗିଦାରୀର ଭବିଷ୍ୟତ ବିକାଶରେ ମାର୍ଗଦର୍ଶନ କରିବା ଲାଗି ଏକ ‘ମିଳିତ ଶାନ୍ତି, ସମୃଦ୍ଧି ଏବଂ ନାଗରିକ ସଂକଳ୍ପ’ ଦସ୍ତାବିଜ ଏହି ଶିଖର ସମ୍ମିଳନୀ ଅବସରରେ ଗ୍ରହଣ କରାଯାଇଥିଲା। ଏହି ମିଳିତ ସଂକଳ୍ପକୁ କାର୍ଯ୍ୟକାରୀ କରିବା ଲାଗି 2021-2023 ଅବଧି ଲାଗି ଏକ କାର୍ଯ୍ୟ ଯୋଜନାରେ ସ୍ୱାକ୍ଷର କରାଯିବାକୁ ଉଭୟ ନେତା ସ୍ୱାଗତ କରିଥିଲେ।

ସମସ୍ତ ସମ୍ପର୍କ କ୍ଷେତ୍ରରେ ଦ୍ୱିପାକ୍ଷିକ ସହଯୋଗକୁ ବଢ଼ାଇବା ଉପରେ ଜୋର ଦେବା ଲାଗି ଦୁଇ ନେତା ଦୋହରାଇଥିଲେ। ସେମାନେ ପାରସ୍ପରିକ ଜାତୀୟ ବିକାଶ ପ୍ରାଥମିକତାକୁ ସମର୍ଥନ କରିବା ଏବଂ ଶାନ୍ତିପୂର୍ଣ୍ଣ, ସ୍ଥିର, ନିରାପଦ, ମୁକ୍ତ, ଖୋଲା, ସମାବେଶୀ ଓ ନିୟମ ଆଧାରିତ ଭାରତ-ପ୍ରଶାନ୍ତ ମହାସାଗରୀୟ କ୍ଷେତ୍ର ପାଇଁ ସେମାନଙ୍କର ସହଭାଗୀ ଲକ୍ଷ୍ୟ ଦିଗରେ କାର୍ଯ୍ୟ କରିବା ନିମନ୍ତେ ସହମତ ହୋଇଥିଲେ।

କୋଭିଡ-19 ମହାମାରୀ ସମେତ ସର୍ବବ୍ୟାପୀ ବୈଶ୍ୱିକ ସମସ୍ୟା ବିରୋଧରେ ଦୃଢ଼ ସହଯୋଗ ନିମନ୍ତେ ସେମାନେ ନିଜର ପ୍ରତିବଦ୍ଧତାକୁ ଦୋହରାଇଥିଲେ। ମହାମାରୀ ବିରୋଧରେ ଟୀକାର ବିତରଣ ସୁନିଶ୍ଚିତ କରିବା କ୍ଷେତ୍ରରେ ସକ୍ରିୟ ସହଯୋଗ ନିମନ୍ତେ ସେମାନେ ରାଜି ହୋଇଥିଲେ।

ଅନେକ ବିଶ୍ୱ ଏବଂ କ୍ଷେତ୍ରୀୟ ପ୍ରସଙ୍ଗରେ ପରସ୍ପରର ମତରେ ଦୃଢ଼ ସାମଞ୍ଜସ୍ୟ ରହିଥିବା କାରଣରୁ ବହୁପକ୍ଷୀୟ ମଞ୍ଚରେ ଭାରତ ଓ ଭିଏତନାମ ପରସ୍ପରକୁ ସହଯୋଗ କରିବେ ବୋଲି ଦୁଇ ନେତା ନିଷ୍ପତ୍ତି ନେଇଥିଲେ। ଏଥିରେ ମିଳିତ ଜାତିସଂଘ ସୁରକ୍ଷା ପରିଷଦ ମଧ୍ୟ ରହିଛି ଯେଉଁଠି ସେମାନେ 2021 ପର୍ଯ୍ୟନ୍ତ ସଦସ୍ୟ ରହିଛନ୍ତି।

ଭାରତର ଭାରତ-ପ୍ରଶାନ୍ତ ମହାସାଗରୀୟ ପ୍ରୟାସ ଏବଂ ଆସିଆନ ଆଉଟଲୁକ ମଧ୍ୟରେ ରହିଥିବା ସମନ୍ୱୟକୁ ଆଧାର କରି ସମସ୍ତ କ୍ଷେତ୍ରରେ ସହଭାଗୀ ସୁରକ୍ଷା, ସମୃଦ୍ଧି ଏବଂ ଅଭିବୃଦ୍ଧି ନିମନ୍ତେ ସାମୁଦ୍ରିକ କ୍ଷେତ୍ରରେ ନୂତନ ଏବଂ ବାସ୍ତବ ସହଯୋଗକୁ ଉଜାଗର କରିବା ନିମନ୍ତେ ଉଭୟ ପ୍ରଧାନମନ୍ତ୍ରୀ ସହମତ ହୋଇଥିଲେ।

କୁଇକ ଇମ୍ପାକ୍ସ ପ୍ରୋଜେକ୍ଟସ, ଆଇଟିଇସି ଏବଂ ଇ-ଆଇଟିଇସି ପ୍ରୟାସ, ପିଏଚଡି ଫେଲୋଶିପ ସମେତ ଭିଏତନାମର ଏସଡିଜିକୁ ସମର୍ଥନ କରୁଥିବା ପ୍ରକଳ୍ପ, ଡିଜିଟାଲ ସଂଯୋଗ ଏବଂ ଐତିହ୍ୟ ସଂରକ୍ଷଣ ପ୍ରୟାସ ଭଳି ପଦକ୍ଷେପ ଜରିଆରେ ଭିଏତନାମ ସହିତ ନିଜର ବିକାଶ ଏବଂ ସାମର୍ଥ୍ୟ ବିକାଶ ଭାଗିଦାରୀକୁ ଜାରି ରଖିବା ନିମନ୍ତେ ଭାରତର ପ୍ରତିବଦ୍ଧତାକୁ ପ୍ରଧାନମନ୍ତ୍ରୀ ପୁନଃ ଦୋହରାଇଥିଲେ।

ଭାରତ ସରକାରଙ୍କ ପକ୍ଷରୁ ଭିଏତନାମକୁ ଯୋଗାଇ ଦିଆଯାଇଥିବା 100 ନିୟୁତ ଆମେରିକୀୟ ଡଲାରର ପ୍ରତିରକ୍ଷା ଲାଇନ ଅଫ କ୍ରେଡିଟ ପ୍ରକଳ୍ପର ସଫଳ କାର୍ଯ୍ୟକାରିତା ଏବଂ ଭିଏତନାମର ନି ଥୁଆନ ଅଞ୍ଚଳରେ ସ୍ଥାନୀୟ ସମୁଦାୟଙ୍କ କଲ୍ୟାଣ ନିମନ୍ତେ ଭାରତ ପକ୍ଷରୁ ଯୋଗାଇ ଦିଆଯାଇଥିବା ‘ଗ୍ରାଣ୍ଟ ଇନ ଏଡ’ ସହାୟତାରେ ସମ୍ପୂର୍ଣ୍ଣ ହୋଇଥିବା ସାତଟି ବିକାଶମୂଳକ ପ୍ରକଳ୍ପକୁ ନେଇ ଉଭୟ ନେତା ସନ୍ତୋଷ ବ୍ୟକ୍ତ କରିଥିଲେ।

ବିଶେଷ କରି ଭାରତର ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା(ଏଏସଆଇ) ପକ୍ଷରୁ ନିକଟରେ ଭିଏତନାମରେ ମାଇ ସନ ମନ୍ଦିର ପରିସରର ପୁନରୁଦ୍ଧାର ଏବଂ ସଂରକ୍ଷଣ କାର୍ଯ୍ୟ ନେଇ ପ୍ରଧାନମନ୍ତ୍ରୀ ସନ୍ତୋଷ ବ୍ୟକ୍ତ କରିଥିଲେ ଏବଂ ଏହିପରି ଅନ୍ୟ ପ୍ରକଳ୍ପରେ ଭିଏତନାମ ସହିତ କାର୍ଯ୍ୟ କରିବା ନିମନ୍ତେ ପ୍ରସ୍ତାବ ଦେଇଥିଲେ।

 

 

 

 

 

 

jagratbharatnews

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech