-
- ଶ୍ରୀ ମୋତିଲାଲ ଭୋରା ଜୀଙ୍କ ଦେହାନ୍ତରେ ପ୍ରଧାନମନ୍ତ୍ରୀଙ୍କ ଶୋକ

ଜେ ବି ଏନ, ୨୧/୧୨/୨୦୨୦, (ରିପୋର୍ଟ, ସୁଶୀଲ କୁମାର ଆଇଚ), ନୂଆଦିଲ୍ଲୀ : ଶ୍ରୀ ମୋତିଲାଲ ଭୋରା ଜୀଙ୍କ ଦେହାନ୍ତରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକ ପ୍ରକାଶ କରିଛନ୍ତି ।
ଏକ ଟ୍ଵିଟରେ ପ୍ରଧାନମନ୍ତ୍ରୀ କହିଛନ୍ତି, “ଶ୍ରୀ ମୋତି ଲାଲ ଭୋରା ଜୀ ଜଣେ ବରିଷ୍ଠ କଂଗ୍ରେସ ନେତା ଥିଲେ, ଯିଏକି ରାଜନୈତିକ ଜୀବନ କାଳରେ ବିସ୍ତୃତ ପ୍ରଶାସନିକ ତଥା ସାଂଗଠନିକ ଅଭିଜ୍ଞତା ସାଉଁଟି ଥିଲେ । ତାଙ୍କର ଦେହାନ୍ତରେ ମର୍ମାହତ । ତାଙ୍କ ପରିବାର ଏବଂ ଶୁଭେଚ୍ଛୁଙ୍କ ପ୍ରତି ମୋର ସମବେଦନା । ଓମ ଶାନ୍ତି” ।
![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/06/Picsart_26-05-14_06-19-38-643-27-scaled.jpg)


