” ବିକଶିତ କନ୍ଧମାଳ- ଦାଦନମୁକ୍ତ କନ୍ଧମାଳ” ପାଇଁ ଦାଦନ ଶ୍ରମିକଙ୍କ ତଥ୍ୟ ସଂଗ୍ରହ ଆପ୍ ଉନ୍ମୋଚନ

” ବିକଶିତ କନ୍ଧମାଳ- ଦାଦନମୁକ୍ତ କନ୍ଧମାଳ” ପାଇଁ ଦାଦନ ଶ୍ରମିକଙ୍କ ତଥ୍ୟ ସଂଗ୍ରହ ଆପ୍ ଉନ୍ମୋଚନ

ବାଲିଗୁଡା, ତା, ୨୫/୦୮ :(ସୁଶୀଳ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲାରୁ ଦାଦନ ସମସ୍ୟା ଦୂର କରି ସ୍ଥାନୀୟ ଅଞ୍ଚଳରେ ସ୍ଥାୟୀ ରୋଜଗାର ସୃଷ୍ଟି କରିବା ଲକ୍ଷ୍ୟରେ ‘ବିକଶିତ କନ୍ଧମାଳ–ଦାଦନମୁକ୍ତ କନ୍ଧମାଳ’ ଅଭିଯାନ ଅଧୀନରେ କୋଟଗଡ଼ ବ୍ଲକସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ସୋସିଆଲ ୱର୍କର୍ସ ଆସୋସିଏସନ ଅଫ କନ୍ଧମାଳ (ସ୍ୱାକ୍) ପକ୍ଷରୁ କୋଟଗଡ଼ ସ୍ଥିତ ଆଦିବାସୀ ସାଂସ୍କୃତିକ ଭବନଠାରେ ଏହି ବୈଠକ ଆୟୋଜିତ ହୋଇଥିଲା। ଗୁଗୁରମାହା ପଞ୍ଚାୟତର ସରପଞ୍ଚ ମୋସେସ କାର୍ଜିମାଝୀଙ୍କ ଆୟୋଜନ କ୍ରମେ ଅନୁଷ୍ଠିତ ଏହି ବୈଠକରେ ବ୍ଲକର ୫ରୁ ଅଧିକ ସ୍ୱେଚ୍ଛାସେବୀ ସଂଗଠନର ପ୍ରତିନିଧି, ସାମାଜିକ କର୍ମୀ, ବରିଷ୍ଠ ନାଗରିକ, ଜନପ୍ରତିନିଧି ମାନେ ଯୋଗ ଦେଇଥିଲେ। କନ୍ଧମାଳର ବିକାଶ ସହିତ ଦାଦନ ସମସ୍ୟାର ସ୍ଥାୟୀ ସମାଧାନ ନେଇ ବିସ୍ତୃତ ଆଲୋଚନା ହୋଇଥିଲା। ଉକ୍ତ ବୈଠକରେ ବକ୍ତାମାନେ କହିଥିଲେ ଯେ, ସ୍ଥାନୀୟ ଅଞ୍ଚଳରେ ପର୍ଯ୍ୟାପ୍ତ ରୋଜଗାର ସୁଯୋଗ ନଥିବାରୁ ପ୍ରତିବର୍ଷ ଶହ ଶହ ଶ୍ରମିକ କାମ ସନ୍ଧାନରେ ରାଜ୍ୟ ବାହାରକୁ ଯାଉଛନ୍ତି। ଦଲାଲଙ୍କ ଜରିଆରେ ବାହାରକୁ ଯାଉଥିବା ଅନେକ ଶ୍ରମିକ ଶୋଷଣ, ନିର୍ଯାତନା ଓ ଦୁର୍ଘଟଣାର ଶିକାର ହେଉଛନ୍ତି। ତେଣୁ କେବଳ ତାତ୍କାଳିକ ପଦକ୍ଷେପ ନୁହେଁ, ଦାଦନ ସମସ୍ୟାର ମୂଳ କାରଣ ଦୂର କରିବା ପାଇଁ ଦୀର୍ଘମିଆଦୀ ଯୋଜନା ଆବଶ୍ୟକ ବୋଲି ମତ ପ୍ରକାଶ ପାଇଥିଲା। ସ୍ଥାନୀୟ ପ୍ରାକୃତିକ ଓ ମାନବ ସମ୍ବଳର ସଦୁପଯୋଗ କରି ରୋଜଗାର ସୃଷ୍ଟି ଉପରେ ମଧ୍ୟ ଗୁରୁତ୍ୱ ଦିଆଯାଇଥିଲା। ଜଳପ୍ରପାତ ଓ ପର୍ଯ୍ୟଟନସ୍ଥଳୀର ବିକାଶ, ଉଦ୍ୟାନ କୃଷି, ଶୀତଳଭଣ୍ଡାର, ମଣ୍ଡି, କୃଷି ଉତ୍ପାଦ ପ୍ରକ୍ରିୟାକରଣ, ଶିଆଳି ଖଲି ଓ ଲଘୁବନଜାତ ଦ୍ରବ୍ୟର ପ୍ରକ୍ରିୟାକରଣ ଭଳି କ୍ଷେତ୍ରରେ ନୂଆ ସୁଯୋଗ ସୃଷ୍ଟି କରାଯାଇପାରିବ ବୋଲି ଆଲୋଚନା ହୋଇଥିଲା।
‘ଏକ ଜିଲ୍ଲା, ଏକ ସଙ୍କଳ୍ପ’ ନୀତିରେ କନ୍ଧମାଳର ପ୍ରାକୃତିକ ଓ ମାନବ ସମ୍ବଳର ସଦୁପଯୋଗ କରି ଯୁବପିଢ଼ିଙ୍କ ପାଇଁ ସ୍ଥାୟୀ ରୋଜଗାର, ଆତ୍ମନିଯୁକ୍ତି ଓ ଉଦ୍ୟୋଗୀ ସୃଷ୍ଟି କରିବା ଉପରେ ମଧ୍ୟ ଗୁରୁତ୍ୱ ଦିଆଯାଇଥିଲା। ଜଙ୍ଗଲଜାତ ଦ୍ରବ୍ୟ, ଅଁଳା, ପଣସ, ହଳଦୀ, ମାଣ୍ଡିଆ, ବିରି ଓ ବିଭିନ୍ନ ମସଲା ଜାତୀୟ ଫସଲର ପ୍ରକ୍ରିୟାକରଣ, ମୂଲ୍ୟବୃଦ୍ଧି ଓ ବଜାର ସଂଯୋଗ ମାଧ୍ୟମରେ ସ୍ଥାନୀୟ ରୋଜଗାର ସୃଷ୍ଟି ପାଇଁ ସରକାର ଓ ପ୍ରଶାସନଙ୍କ ନିକଟରେ ଦାବି ଉପସ୍ଥାପନ କରାଯିବ ବୋଲି ବୈଠକରେ ସ୍ଥିର ହୋଇଥିଲା। ଏଥି ସହ ପଞ୍ଚାୟତଠାରୁ ଜିଲ୍ଲାସ୍ତର ପର୍ଯ୍ୟନ୍ତ ‘ଦାଦନମୁକ୍ତ କନ୍ଧମାଳ’ ଅଭିଯାନକୁ ଅଧିକ ବ୍ୟାପକ କରିବା ସହିତ ଜନସଚେତନତା ବୃଦ୍ଧି କରିବା ନେଇ ନିଷ୍ପତ୍ତି ହୋଇଥିଲା।
ଦାଦନ ଶ୍ରମିକଙ୍କ ତଥ୍ୟ ସଂଗ୍ରହ ପାଇଁ ଆପ୍ ଉନ୍ମୋଚନ
ଦାଦନ ଶ୍ରମିକଙ୍କ ସଠିକ ତଥ୍ୟ ସଂଗ୍ରହ ଓ ସେମାନଙ୍କ ସମ୍ପର୍କିତ ସୂଚନା ଜାଣିବା ପାଇଁ ‘ସ୍ୱାକ୍’ ପକ୍ଷରୁ ଏକ ଗୁଗଲ ଆପ୍ ଉନ୍ମୋଚନ କରାଯାଇଥିଲା। ଆପ୍‌ରେ ସମୁଦାୟ ୨୬ଟି ପ୍ରଶ୍ନ ରହିଛି। ଏଥିରେ ଦାଦନ ଶ୍ରମିକମାନେ କେଉଁ ସ୍ଥାନରେ କାମ କରୁଛନ୍ତି, କେଉଁ ପ୍ରକାରର କାମ କରୁଛନ୍ତି, କେବେ ରାଜ୍ୟ ବାହାରକୁ ଯାଇଛନ୍ତି ଏବଂ ଅଞ୍ଚଳରେ ଦାଦନ ଶ୍ରମିକଙ୍କ ସଂଖ୍ୟା କେତେ ରହିଛି ଆଦି ତଥ୍ୟ ସଂଗ୍ରହ କରାଯିବ ବୋଲି ସ୍ୱାକ୍ ପକ୍ଷରୁ କୁହାଯାଇଛି। ବୈଠକ ରେ କୋଟଗଡ଼ ବ୍ଲକ ଅଧ୍ୟକ୍ଷା ପିଙ୍କି କହଁର ଓ ସମନ୍ୱୟ ଅନୁଷ୍ଠାନର ରାନୁବାଳା ମହାନ୍ତି ଉପସ୍ଥିତ ରହି ନିଜ ଅଞ୍ଚଳରୁ ଦାଦନ ଯାଉଥିବା ଶ୍ରମିକଙ୍କ ସମ୍ପର୍କରେ ମତ ରଖିଥିଲେ।
ସ୍ୱାକ୍ ସଭାପତି ଆମନ ଚନ୍ଦ୍ର ନାୟକଙ୍କ ଅଧ୍ୟକ୍ଷତାରେ ହୋଇଥିବା ବୈଠକରେ ସମ୍ପାଦକ ହୃଷିକେଶ ପ୍ରଧାନ ଅଭିଯାନର ଉଦ୍ଦେଶ୍ୟ ଓ ଆଗାମୀ କାର୍ଯ୍ୟପନ୍ଥା ଉପସ୍ଥାପନ କରିଥିଲେ। ବରିଷ୍ଠ ସାମ୍ବାଦିକ ତଥା ସ୍ୱାକ୍ ଉପଦେଷ୍ଟା ସମୀର କୁମାର ପାଢ଼ୀ, ସହସମ୍ପାଦକ ସଞ୍ଜୀବ ଦିଗାଲ, ସଭ୍ୟ ସନ୍ତୋଷ ଦିଗାଲ, ସଭ୍ୟା ମିନାକ୍ଷୀ ପ୍ରଧାନ, ଉପସଭାନେତ୍ରୀ ସସ୍ମିତା ମଲ୍ଲିକ, ଚିନ୍ମୟ କୁମାର ସେଠୀ, କୋଷାଧ୍ୟକ୍ଷ ସାମନ୍ତ ଶେଖର ନାୟକଙ୍କ ସମେତ ବିଭିନ୍ନ ସଂଗଠନର ପ୍ରତିନିଧି ଉପସ୍ଥିତ ଥିଲେ। ଏଥିସହ ବିଭିନ୍ନ ପଞ୍ଚାୟତର ସରପଞ୍ଚ, ସମିତି ସଭ୍ୟ, ଜିଲ୍ଲା ପରିଷଦ ସଦସ୍ୟ, କୁଇ ସମାଜର ସଦସ୍ୟ ଓ ଅନ୍ୟାନ୍ୟ ଜନପ୍ରତିନିଧିମାନେ ଯୋଗଦେଇ ନିଜର ମତାମତ ଓ ପ୍ରସ୍ତାବ ଉପସ୍ଥାପନ କରିଥିଲେ। ଶେଷରେ “କୋଟଗଡ଼ ବ୍ଲକର ଯୁବକ-ଯୁବତୀ ନିଜ ଅଞ୍ଚଳରେ ରୋଜଗାର ପାଆନ୍ତୁ” ବୋଲି ସମସ୍ତେ ସଙ୍କଳ୍ପ ନେଇଥିଲେ। ସ୍ଥାନୀୟ ସମ୍ବଳକୁ ଆଧାର କରି ସ୍ୱାବଲମ୍ବୀ, ସମୃଦ୍ଧ ଓ ଦାଦନମୁକ୍ତ କୋଟଗଡ଼ ବ୍ଲକ ସହ ଦାଦନମୁକ୍ତ କନ୍ଧମାଳ ଗଠନ ପାଇଁ ମିଳିତ ପ୍ରୟାସ ଜାରି ରଖିବାକୁ ବୈଠକରେ ଆହ୍ୱାନ ଦିଆଯାଇଥିଲା।

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech