Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39

Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39

Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39

Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39
ତଫସିଲଭୁକ୍ତ ଜାତିର ବିଦ୍ୟାର୍ଥୀଙ୍କ ନିମନ୍ତେ ବିରାଟ ପ୍ରୋତ୍ସାହନ - Jagrat Bharat News

ତଫସିଲଭୁକ୍ତ ଜାତିର ବିଦ୍ୟାର୍ଥୀଙ୍କ ନିମନ୍ତେ ବିରାଟ ପ୍ରୋତ୍ସାହନ

ତଫସିଲଭୁକ୍ତ ଜାତି ଛାତ୍ରଛାତ୍ରୀଙ୍କ ନିମନ୍ତେ ପୋଷ୍ଟ ମାଟ୍ରିକ ସ୍କଲାରସିପରେ ପରିବର୍ତ୍ତନକୁ କ୍ୟାବିନେଟର ମଞ୍ଜୁରି

 

ତଫସିଲଭୁକ୍ତ ଜାତିର ବିଦ୍ୟାର୍ଥୀଙ୍କ ନିମନ୍ତେ ବିରାଟ ପ୍ରୋତ୍ସାହନ

ପାଞ୍ଚ ବର୍ଷରେ 4 କୋଟିରୁ ଉର୍ଦ୍ଧ୍ଵ ତଫସିଲଭୁକ୍ତ ଜାତି ଛାତ୍ରଛାତ୍ରୀଙ୍କ ଛାତ୍ରବୃତ୍ତି ଯୋଜନା ପାଇଁ 59 ହଜାର କୋଟି ଅର୍ଥରାଶି ଅନୁମୋଦିତ

 

ଜେ ବି ଏନ, ୨୪/୧୨/୨୦୨୦, (ରିପୋର୍ଟ, ସୁଶୀଲ କୁମାର), ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆଜି (23.12.2020) ଅନୁଷ୍ଠିତ କ୍ୟାବିନେଟର ଆର୍ଥିକ ବ୍ୟାପାର କମିଟି ତଫସୁଲଭୁକ୍ତ ଜାତିର ଛାତ୍ରଛାତ୍ରୀଙ୍କୁ ପ୍ରଦାନ କରାଯାଉଥିବା କେନ୍ଦ୍ରୀୟ ପୋଷ୍ଟ ମାଟ୍ରିକ ସ୍କଲାରସିପ (ପିଏମଏସ-ଏସସି)ର ବିଶେଷ ପରିବର୍ତ୍ତନକୁ ଅନୁମୋଦନ କରିଛନ୍ତି । ଆଗାମୀ ପାଞ୍ଚ ବର୍ଷରେ ଏହାଦ୍ଵାରା 4 କୋଟିରୁ ଉର୍ଦ୍ଧ୍ଵ ତଫସିଲଭୁକ୍ତ ଛାତ୍ରଛାତ୍ରୀ ଉପକୃତ ହେବା ସହ ସଫଳତାର ସହ ସେମାନଙ୍କ ଶିକ୍ଷା ସଂପୂର୍ଣ୍ଣ କରିପାରିବେ ।

କ୍ୟାବିନେଟ ଅନୁମୋଦନ କରିଥିବା 59 ହଜାର 48 କୋଟି ଟଙ୍କାରୁ କେନ୍ଦ୍ର ସରକାର 35 ହଜାର 534 କୋଟି (ଶତକଡା 60) ଓ ଅବଶିଷ୍ଟ ଅର୍ଥ ରାଜ୍ୟ ସରକାର ଖର୍ଚ୍ଚ କରିବେ । ଏଥିରେ ବର୍ତ୍ତମାନର ଅଙ୍ଗୀକାରବଦ୍ଧ ବୋଧ (କମିଟେଡ ଲାଇଏବିଲିଟି) ପଦ୍ଧତିକୁ ଦୂର କରାଯିବା ସହ ଏହି ଗୁରୁତ୍ୱପୂର୍ଣ୍ଣ ଯୋଜନାରେ କେନ୍ଦ୍ରର ଅଧିକ କ୍ଷମତା ରହିବ ।

 

ପୋଷ୍ଟ ମାଟ୍ରିକ ବୃତ୍ତି ଯୋଜନାରେ ଏକାଦଶ ଶ୍ରେଣୀ ବା ତା’ଠାରୁ ଅଧିକ ପାଠ ପଢିବାକୁ ଇତ୍ସୁକ ତଫସିଲଭୁକ୍ତ ଜାତିର ଛାତ୍ରଛାତ୍ରୀଙ୍କ ପାଠପଢା ଖର୍ଚ୍ଚ ସରକାର ବହନ କରିଥାନ୍ତି । କେନ୍ଦ୍ର ସରକାର ଏହି ବ୍ୟବସ୍ଥାକୁ ପ୍ରୋତ୍ସାହନ ଦେଇ ପାଞ୍ଚ ବର୍ଷ ମଧ୍ୟରେ ତଫସିଲଭୁକ୍ତ ଜାତିର ଛାତ୍ରଛାତ୍ରୀଙ୍କ ଉଚ୍ଚ ଶିକ୍ଷା ଜାତୀୟ ସ୍ତରରେ କରିବାକୁ ଉଦ୍ୟମ କରିଛନ୍ତି ।

 

ସବିଶେଷ ନିମ୍ନରେ ଦିଆଗଲା –

 

1. ଦଶମ ଶ୍ରେଣୀ ଉତ୍ତୀର୍ଣ୍ଣ ହୋଇଥିବା ସବୁଠାରୁ ଗରିବ ବିଦ୍ୟାର୍ଥୀଙ୍କୁ ଉଚ୍ଚ ଶିକ୍ଷା ନିମନ୍ତେ ତାଲିକାଭୁକ୍ତ କରାଯିବ । ଏକ ଆକଳନରୁ ଜଣାପଡିଛି ଯେ, ଦେଶର ପ୍ରାୟ ଏକ କୋଟି 36 ଲକ୍ଷ ତଫସିଲଭୁକ୍ତ ଜାତିର ଛାତ୍ରଛାତ୍ରୀ ଦଶମ ଶ୍ରେଣୀରୁ ଅଧିକ ପଢି ପାରୁନାହାନ୍ତି । ଆସନ୍ତା ପାଞ୍ଚ ବର୍ଷ ମଧ୍ୟରେ ସେମାନଙ୍କୁ ଉଚ୍ଚ ଶିକ୍ଷା ପରିଧି ମଧ୍ୟକୁ ଆଣିବାକୁ ଲକ୍ଷ୍ୟ ରଖାଯାଇଛି ।

 

2. ଏହି ଯୋଜନା ଅନଲାଇନ ହେବା ସହ ଏଥିରେ ମଜବୁତ ସାଇବର ସୁରକ୍ଷା ବ୍ୟବସ୍ଥା ରହିଛି । ଏଥିପାଇଁ ସ୍ଵଚ୍ଛତା, ଉତ୍ତରଦାୟିତ୍ଵ, ଅବିଳମ୍ବେ ସମୟଭିତ୍ତିକ ସହାୟତା ପ୍ରଦାନ ଓ ଦକ୍ଷତା ରଖିବ ।

 

3. ରାଜ୍ୟଗୁଡିକ ଶତ ପ୍ରତିଶତ ନିର୍ଭୁଲ ଯୋଗ୍ୟତାର ଯାଞ୍ଚ, ଜାତି ସ୍ଥିତି, ଆଧାର ଚିହ୍ନଟିକରଣ ଓ ବ୍ୟାଙ୍କ ଆକାଉଣ୍ଟର ସବିଶେଷ ବିବରଣୀ ଅନଲାଇନ ପୋର୍ଟାଲରେ ପ୍ରଦାନ କରିବେ ।

 

4. ଛାତ୍ରୀଙ୍କୁ ଏହି ଯୋଜନା ଅଧୀନରେ ସହାୟତା ଡିବିଟି ମୋଡରେ କରାଯିବା ସହ ଯଥାସମ୍ଭବ ଆଧାର ସକ୍ଷମ ଦେ ପଦ୍ଧତିର ଅନୁସରଣ କରାଯିବ । କେନ୍ଦ୍ରୀୟ ଅଂଶ ଶତକଡା 60 ଭାଗ ଆର୍ଥିକ ସହାୟତା ରାଶି ସିଧାସଳଖ ଡିବିଟି ଜରିଆରେ ଛାତ୍ରଛାତ୍ରୀଙ୍କ ବ୍ୟାଙ୍କ ଖାତାକୁ ପଠାଯିବ । ସମ୍ପୃକ୍ତ ରାଜ୍ୟ ସରକାର ତାଙ୍କ ଅଂଶ ପଇଠ କରିବା ସୁନିଶ୍ଚିତ କରିବାପରେ ଠିକ ସମୟ ସୂଚୀ ଅନୁସାରେ ପଠାଯିବ ।

 

5. ସୋସିଆଲ ଅଡିଟ, ଷାଣ୍ମାସିକ ପ୍ରତି ଶିକ୍ଷାନୁଷ୍ଠାନର ଅଡିଟ ରିପୋର୍ଟ, ବାର୍ଷିକ ତୃତୀୟ ପକ୍ଷ ମୂଲ୍ୟାୟନ ଜରିଆରେ ସମଗ୍ର ପ୍ରକ୍ରିୟାର ନିରୀକ୍ଷଣ କରାଯିବ ।

 

କେନ୍ଦ୍ରୀୟ ସହାୟତା ପରିମାଣ ଯାହାକି 2017-18ରୁ 2019-20 ଆର୍ଥିକ ବର୍ଷରେ ପାଖାପାଖି ଏଗାର ଶହ କୋଟି ଟଙ୍କା ଥିଲା ତାହା 2020-21 ରୁ 2025-26 ମଧ୍ୟରେ ପାଞ୍ଚଗୁଣାରୁ ଅଧିକ ଅର୍ଥାତ ଛଅ ହଜାର କୋଟି ଟଙ୍କାକୁ ବୃଦ୍ଧି ପାଇବ ।

jagratbharatnews

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech