Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39

Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39

Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39

Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39
ପାଞ୍ଚଟି ଚଳଚିତ୍ର ମିଡିଆ ୟୁନିଟର ମିଶ୍ରଣକୁ କେନ୍ଦ୍ର କ୍ୟାବିନେଟର ଅନୁମୋଦନ - Jagrat Bharat News

ପାଞ୍ଚଟି ଚଳଚିତ୍ର ମିଡିଆ ୟୁନିଟର ମିଶ୍ରଣକୁ କେନ୍ଦ୍ର କ୍ୟାବିନେଟର ଅନୁମୋଦନ

 

 

ପାଞ୍ଚଟି ଚଳଚିତ୍ର ମିଡିଆ ୟୁନିଟର ମିଶ୍ରଣକୁ କେନ୍ଦ୍ର କ୍ୟାବିନେଟର ଅନୁମୋଦନ

ଏହାର ଭିତ୍ତିଭୂମି, କର୍ମଚାରୀ ଓ ଅନ୍ୟାନ୍ୟ ସମ୍ବଳର ମଧ୍ୟ ମିଶ୍ରଣ ହେବ

 

 

 

ଜେ ବି ଏନ, ୨୪/୧୨/୨୦୨୦, (ରିପୋର୍ଟ, ସୁଶୀଲ କୁମାର), ନୂଆଦିଲ୍ଲୀ : ଆମ ଦେଶରେ ପ୍ରତିବର୍ଷ ତିନି ହଜାରରୁ ଅଧିକ ଚଳଚିତ୍ର ନିର୍ମିତ ହେଉଛି । ଏହା ବିଶ୍ଵରେ ସବୁଠାରୁ ଅଧିକ । ଚଳଚିତ୍ର କ୍ଷେତ୍ରକୁ ସହାୟତା ସ୍ୱରୂପ କେନ୍ଦ୍ର ସରକାର ଏହାର ପାଞ୍ଚଟି ବିଭାଗକୁ ମିଶାଇ ଦେବାକୁ ନିଷ୍ପତ୍ତି ନେଇଛନ୍ତି । ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ଏହାକୁ ଅନୁମୋଦନ କରାଯାଇଛି । ଫଳତଃ ଚଳଚିତ୍ର ଗଣମାଧ୍ୟମ ଏକାଂଶର ଚାରୋଟି ଯାକ ୟୁନିଟ ଯଥା ଚଳଚିତ୍ର ପ୍ରଭାଗ (ଫିଲ୍ମ ଡିଭିଜନ), ଚଳଚିତ୍ର ମହୋତ୍ସବ ନିର୍ଦ୍ଦେଶାଳୟ (ଡି ଏଫଏଫ), ଭାରତୀୟ ଜାତୀୟ ଚଳଚିତ୍ର ଅଭିଲେଖାଗାର (ଏନଏଫ ଏଆଇ) ଏବଂ ଭାରତୀୟ ଶିଶୁ ଚଳଚିତ୍ର ସମିତି (ସି ଏଫଏସଆଇ)ର ଜାତୀୟ ଚଳଚିତ୍ର ଉନ୍ନୟନ ନିଗମ ଲିମିଟେଡ (ଏନଏଫଡିସି) ସହ ମିଶ୍ରଣ ହୋଇଛି । ଏନଏଫଡିସିର ମେମୋରାଣ୍ଡମ ଅଫ ଆର୍ଟିକଲ ଅଫ ଆସୋସିଏସନର ସଂପ୍ରସାରଣ ଯୋଗୁଁ ଏବେ ଏନଏଫଡିସି ଚାରୋଟି ଯାକ ୟୁନିଟର ସମସ୍ତ କାର୍ଯ୍ୟ ପରିଚାଳନା କରିବ । ଚଳଚିତ୍ର ଗଣମାଧ୍ୟମ ଏକାଂଶଗୁଡିକର ଗୋଟିଏ ନିଗମ ଅଧୀନରେ ମିଶ୍ରଣ ଯୋଗୁଁ ସମନ୍ଵୟ ବୃଦ୍ଧି ପାଇବା ସହ କାର୍ଯ୍ୟକାରିତାରେ ମଧ୍ୟ ଯଥେଷ୍ଟ ସୁଧାର ଆସିବ ।

 

ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟର ଅଧିନସ୍ଥ କାର୍ଯ୍ୟାଳୟ ଭାବେ ପରିଗଣିତ ହେଉଥିବା ଫିଲ୍ମ ଡିଭିଜନ 1948 ମସିହାରେ ପ୍ରତିଷ୍ଠା କରାଯାଇଥିଲା । ସରକାରୀ କାର୍ଯ୍ୟକ୍ରମ ଓ ଭାରତୀୟ ଇତିହାସର ଅଭିଲେଖ ପ୍ରସ୍ତୁତ କରୁଥିବା ଏହି ଡିଭିଜନ ମୂଳତଃ ବୃତଚିତ୍ର ଓ ସମ୍ବାଦ ପରିକ୍ରମା ପ୍ରସ୍ତୁତ ପାଇଁ ସ୍ଥାପିତ ହୋଇଥିଲା ।

 

ଭାରତୀୟ ଶିଶୁ ଚଳଚିତ୍ର ସମିତି ଏକ ସ୍ଵୟଂଶାସିତ ସଂସ୍ଥା ଭାବେ 1955 ମସିହାରେ ପ୍ରତିଷ୍ଠା କରାଯାଇଥିଲା । ସୋସାଇଟି ଆଇନ ଅଧୀନରେ ପ୍ରତିଷ୍ଠିତ ଏହି ସଂସ୍ଥା ଚଳଚିତ୍ର ଜରିଆରେ ଶିଶୁ ଓ ଯୁବଗୋଷ୍ଠୀମାନଙ୍କ ନିମନ୍ତେ ମୂଲ୍ୟବୋଧ ଭିତ୍ତିକ ମନୋରଞ୍ଜନ କାର୍ଯ୍ୟକ୍ରମ ପରିବେଷଣ କରୁଥିଲା ।

 

1973 ମସିହାରେ ସୂଚନା ଓ ପ୍ରସାରଣ ସହ ସଂଶ୍ଳିଷ୍ଟ ହୋଇଥିବା ଚଳଚିତ୍ର ମହୋତ୍ସବ ନିର୍ଦ୍ଦେଶାଳୟ ଭାରତୀୟ ଚଳଚିତ୍ରର ପ୍ରଚାର ପ୍ରସାର ସହ ସାଂସ୍କୃତିକ ବିନିମୟ କାର୍ଯ୍ୟର ମଧ୍ୟ ପରିଚାଳନା କରୁଥିଲା । ଭାରତୀୟ ଚଳଚିତ୍ର ଶିଳ୍ପର ସମନ୍ଵିତ ବିକାଶ ଓ ଯୋଜନା ଆଭିମୁଖ୍ୟ ନେଇ ଏନଏଫଡିସି କେନ୍ଦ୍ରୀୟ ସରକାରୀ ଉଦ୍ୟୋଗ ଭାବେ 1975 ମସିହାରେ ଗଠନ କରାଯାଇଥିଲା ।

 

କେନ୍ଦ୍ର କ୍ୟାବିନେଟ ଏହି ମିଡିଆ ୟୁନିଟଗୁଡିକର ମିଶ୍ରଣ ସହ ଏହାର ସମ୍ପତ୍ତି ଓ କର୍ମଚାରୀମାନଙ୍କ ସ୍ଥାନାନ୍ତର କାର୍ଯ୍ୟ ସୁରୁଖୁରୁରେ ସମ୍ପାଦନ କରିବା ପାଇଁ ଆଇନ ଓ ଆର୍ଥିକ ପରାମର୍ଶଦାତାଙ୍କ ନିଯୁକ୍ତିକୁ ମଧ୍ୟ ଅନୁମୋଦନ କରିଛନ୍ତି । ମିଶ୍ରଣ ପ୍ରକ୍ରିୟା ଯୋଗୁଁ ସମସ୍ତ ମିଡିଆ ୟୁନିଟର କର୍ମଚାରୀମାନଙ୍କ ସ୍ଵାର୍ଥରକ୍ଷା ସହ କେହି ଯେପରି ଛଟେଇ ନହୁଅନ୍ତି ତାହା ଦେଖାଯିବ ।

 

ମୁଖ୍ୟ ସଂସ୍ଥା ଭାବେ ଏନଏଫଡିସି ଚଳଚିତ୍ର ମିଡିଆ ୟୁନିଟଗୁଡିକର ମିଶ୍ରଣ ସହ ଚଳଚିତ୍ରଗୁଡିକର ପ୍ରସାରଣ, ନିର୍ମାଣ ଓ ସଂରକ୍ଷଣ ଭଳି କାର୍ଯ୍ୟର ପରିଚାଳନା କରିବ । ଭାରତୀୟ ଚଳଚିତ୍ରଗୁଡ଼ିକର ବିକାଶ ସହ ଶିଶୁ ଚଳଚିତ୍ର ବିଷୟବସ୍ତୁ, ଆନିମେସନ, କ୍ଷୁଦ୍ର ଓ ବୃତ ଚିତ୍ର ଇତ୍ୟାଦି ସବୁଥିରେ ଭାରସାମ୍ୟ ରକ୍ଷା କରିବାକୁ ପଡିବ । ସମସ୍ତ ୟୁନିଟ ଗୋଟିଏ ସଂସ୍ଥା ଅଧୀନରେ ରଖିବା ଫଳରେ ଏହାର ଭିତ୍ତିଭୂମି ଓ ମାନବ ସମ୍ବଳର ଯଥାର୍ଥ ଉପଯୋଗ ହେବା ସହ ଖର୍ଚ୍ଚ ମଧ୍ୟ ହ୍ରାସ ପାଇବ ।

 

 

 

jagratbharatnews

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech