ଅଟଳ ଜି ଙ୍କ ଜୟନ୍ତୀରେ କେନ୍ଦ୍ର ନେତା ମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି ଅର୍ପଣ

ଜେ ବି ଏନ, ୨୫/୧୨/୨୦୨୦, (ରିପୋର୍ଟ, ସୁଶୀଲ କୁମାର), ନୂଆଦିଲ୍ଲୀ : ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ଶ୍ରୀ ଅଟଳ ବିହାରୀ ବାଜପେୟୀ ଙ୍କ ଜୟନ୍ତୀ ପାଳନ ହୋଇଯାଇଛି l ଏହି ଅବସରରେ ସଦୈଵ ଅଟଳ ନିକଟରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପହଁଚି ତାଙ୍କ ସମାଧି ପିଠରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି l ରାଷ୍ଟ୍ରପତି ରାମନାଥ କୋବିନ୍ଦ, ରକ୍ଷାମନ୍ତ୍ରୀ ରାଜନାଥ ସିଂହ, କେନ୍ଦ୍ରଗୃହ ମନ୍ତ୍ରୀ ଶ୍ରୀ ଅମିତ୍ ଶାହା ଙ୍କ ସମେତ ବହୁ କେନ୍ଦ୍ରୀୟ ମନ୍ତ୍ରୀ ଆଜି ଶ୍ରୀ ବଜାପେୟୀ ଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ l



