Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39

Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39

Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39

Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39
ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ପି ଭି ନରସିଂହ ରାଓଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ଉପରାଷ୍ଟ୍ରପତି - Jagrat Bharat News

ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ପି ଭି ନରସିଂହ ରାଓଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ଉପରାଷ୍ଟ୍ରପତି

ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ପି ଭି ନରସିଂହ ରାଓଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ଉପରାଷ୍ଟ୍ରପତି

 

ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ବଳିଷ୍ଠ ଅର୍ଥନୈତିକ ସଂସ୍କାର ଦେଶର ବିକାଶକୁ ତ୍ୱରାନ୍ୱିତ କରିବାରେ ସାହାଯ୍ୟ କରିଥିଲା

 

ଶ୍ରୀ ରାଓ ଅନେକ ଆହ୍ଵାନର ସମ୍ମୁଖୀନ ହୋଇ ଦେଶ ପରିଚାଳନା କରିଥିଲେ

 

ଶ୍ରୀ ନରସିଂହ ରାଓଙ୍କ ଉପରେ ଆଧାରିତ ତେଲୁଗୁ ଭାଷାର ଏକ ପୁସ୍ତକକୁ ଉନ୍ମୋଚନ କରିଥିଲେ ଉପରାଷ୍ଟ୍ରପତି

 

ଜେ ବି ଏନ, ୨୭_୨୮/୨୦୨୦, ନୂଆଦିଲ୍ଲୀ : ଉପରାଷ୍ଟ୍ରପତି ଶ୍ରୀ ଏମ ଭେଙ୍କୟା ନାଇଡୁ ଆଜି ରବିବାର ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ପି ଭି ନରସିଂହ ରାଓଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ଅବସରରେ ତାଙ୍କ ଦ୍ୱାରା ଆରମ୍ଭ ହୋଇଥିବା ବଳିଷ୍ଠ ଅର୍ଥନୈତିକ ସଂସ୍କାର ଦେଶର ବିକାଶକୁ ତ୍ୱରାନ୍ୱିତ କରିବାରେ ସହାୟକ ହୋଇଛି ବୋଲି କହିଛନ୍ତି ।

 

ହାଇଦ୍ରାବାଦରେ ବରିଷ୍ଠ ସାମ୍ବାଦିକ ଏ କୃଷ୍ଣ ରାଓଙ୍କ ଦ୍ୱାରା ଲିଖିତ “ବିପ୍ଲାଭା ତାପସ୍ୱୀ: ପିଭି” ଶୀର୍ଷକ ଏକ ତେଲୁଗୁ ପୁସ୍ତକ ପ୍ରକାଶ କରି ଉପରାଷ୍ଟ୍ରପତି କହିଛନ୍ତି ଯେ, ଶ୍ରୀ ନରସିଂହ ରାଓ ପ୍ରଧାନମନ୍ତ୍ରୀ ଦାୟିତ୍ୱ ଗ୍ରହଣ କରିବା ସମୟରେ ଦେଶ ଗୁରୁତର ଆର୍ଥିକ ସଙ୍କଟ ଏବଂ ରାଜନୈତିକ ଅନିଶ୍ଚିତତାର ସମ୍ମୁଖୀନ ହୋଇଥିଲା ।

 

ସେ ଆହୁରି ମଧ୍ୟ କହିଛନ୍ତି ଯେ, ଶ୍ରୀ ରାଓ ଅନେକ ରାଜନୈତିକ ପଣ୍ଡିତଙ୍କ ଆଶାଠାରୁ ଅଧିକ ଭାବରେ ତାଙ୍କର କାର୍ଯ୍ୟକାଳ ସମ୍ପାଦନା କରିଥିଲେ ଏବଂ ସେହି ସମୟ ମଧ୍ୟରେ ସେ ଅନେକ ଆହ୍ଵାନର ସମ୍ମୁଖିନ ହୋଇ ଦେଶକୁ ପ୍ରଭାବଶାଳୀ ଢଙ୍ଗରେ ପରିଚାଳନା କରିଥିଲେ ।

 

ଶ୍ରୀ ନାଇଡୁ କହିଛନ୍ତି ଯେ, ପୂର୍ବତନ ପ୍ରଧାନମନ୍ତ୍ରୀ ଜଣେ ଚମତ୍କାରୀ ପ୍ରଶାସକ ଥିଲେ । ଯଦିଓ, ତାଙ୍କ ଦ୍ଵାରା କାର୍ଯ୍ୟକାରୀ ହୋଇଥିବା କେତେକ ନୀତି ସହ କେହି କେହି ସହମତ ହୋଇନପାରନ୍ତି, କିନ୍ତୁ ତାଙ୍କ ଦ୍ଵାରା ନିଆଯାଇଥିବା କେତେକ ପଦକ୍ଷେପ ଦେଶର ବୃହତ ସ୍ୱାର୍ଥରେ ଥିଲା । ସେ ବିଶ୍ୱ ବାଣିଜ୍ୟ ସଂଗଠନରେ ଭାରତର ପ୍ରବେଶକୁ ସୁଗମ କରିଥିଲେ ।

 

ଉପରାଷ୍ଟ୍ରପତି କହିଛନ୍ତି ଯେ, ଶ୍ରୀ ନରସିଂହ ରାଓ ଲାଇସେନ୍ସ ରାଜ ହଟାଇବା, ବ୍ୟାଙ୍କିଙ୍ଗ ସଂସ୍କାର, ବିଦ୍ୟୁତ ଘରୋଇକରଣ, ଟେଲିକମ ଆଧୁନିକୀକରଣ ଏବଂ ରପ୍ତାନି ବୃଦ୍ଧି ତଥା ବିଦେଶୀ ପୁଞ୍ଜି ବିନିଯୋଗ ଭଳି ଅନେକଗୁଡିଏ ପଦକ୍ଷେପ ନେଇଥିଲେ । ସେ କୃଷି କ୍ଷେତ୍ରରେ ସଂସ୍କାର ମଧ୍ୟ ଆରମ୍ଭ କରିଥିଲେ ଏବଂ ଖାଦ୍ୟ ଶସ୍ୟ ପରିବହନ ଉପରେ ପ୍ରତିବନ୍ଧକ ହଟାଇଥିଲେ ।

 

ଶ୍ରୀ ନାଇଡୁ ସ୍ମରଣ କରିଛନ୍ତି ଯେ, ପୂର୍ବତନ ପ୍ରଧାନମନ୍ତ୍ରୀ ମଧ୍ୟ 73 ତମ ଏବଂ 74 ତମ ସାମ୍ବିଧାନିକ ସଂଶୋଧନ ମାଧ୍ୟମରେ ସ୍ଥାନୀୟ ସଂସ୍ଥାକୁ କ୍ଷମତା ପ୍ରଦାନ କରିଥିଲେ । ପୂର୍ବତନ ପ୍ରଧାନମନ୍ତ୍ରୀଙ୍କୁ ବହୁମୁଖୀ ବ୍ୟକ୍ତିତ୍ୱ ଭାବରେ ବର୍ଣ୍ଣନା କରି ସେ କହିଛନ୍ତି ଯେ, ଶ୍ରୀ ରାଓ ଏକାଧାରରେ ଜଣେ ମହାନ ପଣ୍ଡିତ, ସାହିତ୍ୟିକ ଏବଂ ବହୁଭାଷାର ଅଧିକାରୀ ଥିଲେ । ଏଥିସହ ସେ ଉଚିତ ମାନ୍ୟତା ପାଇନାହାଁନ୍ତି ବୋଲି ଉପରାଷ୍ଟ୍ରପତି କହିଛନ୍ତି ।

 

ଶ୍ରୀ ନରସିଂହ ରାଓଙ୍କ ଉପରେ ଆଧାରିତ ପୁସ୍ତକ ରଚନା କରିଥିବାରୁ ଶ୍ରୀକୃଷ୍ଣ ରାଓଙ୍କୁ ପ୍ରଶଂସା କରିଥିଲେ ଏବଂ ସେ ଯୁବକସମାଜକୁ ଏହିପରି ପୁସ୍ତକ ପଢିବା ପାଇଁ ଅନୁରୋଧ କରିଥିଲେ । ସେ କହିଛନ୍ତି ଯେ, ମହାନ ପୁରୁଷ ଏବଂ ମହିଳାଙ୍କ ବିଷୟରେ ପୁସ୍ତକ ଏବଂ ସ୍ମୃତିଚାରଣ ବକ୍ତବ୍ୟ ଅନ୍ୟମାନଙ୍କୁ ପ୍ରେରଣା ଦେବା ପାଇଁ ଉଦ୍ଦିଷ୍ଟ ।

 

ରାଜ୍ୟସଭା ସାଂସଦ କେ କେଶବ ରାଓ, ଶ୍ରୀ କୃଷ୍ଣ ରାଓ ଏବଂ ପ୍ରକାଶକ, ଶ୍ରୀ ରାଘବେନ୍ଦ୍ର ରାଓ ଏହି ଅବସରରେ ଉପସ୍ଥିତ ଥିଲେ ।

jagratbharatnews

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech