ଆଜି ପ୍ରଧାନମନ୍ତ୍ରୀ ଙ୍କ ଦ୍ଵାରା ଭିଡିଓ କନଫରେନ୍ସ ମାଧ୍ୟମରେ କୃଷକ ରେଳ ର ଶୁଭାରମ୍ଭ
ଜେ ବି ଏନ, ୨୮/ଆଜି/୨୦୨୦, (ରିପୋର୍ଟ, ସୁଶୀଲ କୁମାର), ନୂଆଦିଲ୍ଲୀ : ଭିଡିଓ କନଫରେନ୍ସିଂ ମାଧ୍ୟମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ 100 ତମ କୃଷକ ରେଳ ପତାକା ଉତ୍ତୋଳନ କରିବେ, ଏହି ଟ୍ରେନ୍ ମହାରାଷ୍ଟ୍ରର ସାଙ୍ଗୋଲା ଠାରୁ ପଶ୍ଚିମବଙ୍ଗର ଶାଲିମାର ପର୍ଯ୍ୟନ୍ତ ଚାଲିବ l




