Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39

Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39

Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39

Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39
୬୨ତମ ବରିଷ୍ଠ ପୋଲିସ ଅଫିସର ସମ୍ମିଳନୀ – ୨୦୨୦ - Jagrat Bharat News

୬୨ତମ ବରିଷ୍ଠ ପୋଲିସ ଅଫିସର ସମ୍ମିଳନୀ – ୨୦୨୦

୬୨ ତମ ବରିଷ୍ଠ ପୋଲିସ୍ ଅଫିସର ସମ୍ମିଳନୀ

 

(ଜେ ବି ଏନ /ସୁଶାନ୍ତ କୁମାର) ୩୦/୧୨ /୨୦୨୦ ଭୁବନେଶ୍ଵର : ୬୨ ତମ ବରିଷ୍ଠ ପୋଲିସ ଅଧିକୋରୀଙ୍କ ସମ୍ମିଳନୀର ଶେଷ ଦିବସରେ ଅନେକ୍ ଗୁରୁତ୍ୱ ପ୍ରସଙ୍ଗ ଉପରେ ରାଜ୍ୟ ପୋଲିସ୍ ଓ ରୋଜ୍ୟ ସରକୋରଙ୍କ ବରିଷ୍ଠ ଅଧିକାରୀ ମାନେ ଆଲୋଚନା ଓ ପର୍ଯ୍ୟାଲୋଚନା କରିଥିଲେ।
ଆଜିର ଏହି ଉଦଯାପନୀ କାର୍ଯ୍ୟକ୍ରମ ରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ମୁଖ୍ୟ
ଅତିଥି ଭାବେ ଅଂଶଗ୍ରହଣ କରିଥିଲେ।
ସେ ତାଙ୍କ ବକ୍ତବ୍ୟ ରେ ଓଡିଶା ପୋଲିସ ର ଆଇନ୍ ଶୃଙ୍ଖଳା ପରିଚାଳନା କରୋନା ମହାମାରୀ ସମୟରେ ପୋଲିସ ର ଲକ ଡାଉନ ନିୟମ ପ୍ରବର୍ତ୍ତନ ବାମ ପନ୍ଥୀ ସନ୍ତ୍ରାସବାଦ କାର୍ଯ୍ୟକଳାପ ର ମୁକାବିଲା, ଅପରାଧ ଦମନ ଆଦି କାର୍ଯ୍ୟକୁ ପ୍ରସଂଶା କରିବା ସହ ଗୁରୁତର covid ରୋଗୀ ଙ୍କ ଜୀବନ ରକ୍ଷା ପାଇଁ ଓଡିଶା ପୋଲିସ ର ୯୩୦ ଜଣ ପ୍ଲାଜମା ଦାନ କରିଥିବାରୁ ସେମାନଙ୍କୁ ବିଶେଷ ଭାବେ ସାବାଶୀ ଜଣାଇଥିଲେ।ଏହି ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କର୍ତ୍ତବ୍ୟରତ୍ ସମୟରେ ପ୍ରାଣବଳି ଦେଇଥିବା ୪୮ ଜଣ ପୋଲିସ୍ କରୋନା ଯୋଦ୍ଧା ଓ ମାଓଦମନ କାର୍ଯ୍ୟରେ ନିୟୋଜିତ ଦୁଇ ଜଣ ସହିଦ୍ ଯବନ ମାନଙ୍କ ପାଇଁ ଶୋକ ବ୍ୟକ୍ତ କରିଥିଲେ। ଆଧୁନିକ ଫରେନସିକ କୌଶଳକୁ ଉପଯୋଗ କରି ରାଜ୍ୟରେ ଦୋଷୀ ସାବ୍ୟସ୍ତ ହାରରେ ବୃଦ୍ଧି ଘଟାଇବା, ସଡକ ସୁରକ୍ଷା କ୍ଷେତ୍ରରେ ଭଲ କାର୍ଯ୍ୟ କରିବା ଓ ଅପରାଧର ଶିକାର ବ୍ୟକ୍ତି ବିଶେଷ ଓ ପରିବାରଙ୍କ ପ୍ରତି ସମବେଦନ ଶିଳ ହେବା ସହ ସେମାନଙ୍କୁ ନ୍ୟାୟ ପ୍ରଦାନ କରିବା ପାଇଁ ମୁଖ୍ୟ ମନ୍ତ୍ରୀ ପରାମର୍ଶ ଦେଇଥିଲେ।

ମହିଳା ଓ ଶିଶୁ କ୍ଷେତ୍ରର ଘଟୁଥିବା ଅପରାଧ ରୋକିବାକୁ ଗୁରୁତ୍ୱ ପ୍ରଦାନ କରିବା ସହ ସେମାନକ ବିରୋଧରେ ଘଟୁଥିବା ଅପରାଧର ପରିଚାଳନା ଓ ଦେଖାଶୁଣା କରିବା ପାଇଁ ଓଡିଶା ପୋଲିସ ରେ ଏକ ସ୍ଵତନ୍ତ୍ର ଶାଖା ଘଟଣ କରାଯିବ ବୋଲି ଘୋଷାଣ କରିଛନ୍ତି। ସୂଚନା ପ୍ରଯୁକ୍ତି ବିଦ୍ୟା ର ବ୍ୟାପକ ବ୍ୟବହାର ଫଳାରେ ଘଟୁଥିବା କ୍ରମ ବର୍ଦ୍ଧିଷ୍ଣୁ ସାଇବର ଅପରାଧ ରୋକିବାକୁ ସମସ୍ତ ପ୍ରୟାସ କରାଯିବାର ଆବଶ୍ୟକତା ରହିଛି ବୋଲି ମୁଖ୍ୟମନ୍ତ୍ରୀ ଏହି ଅବସରରେ ପ୍ରକାଶ କରିଥିଲେ।

 

ରାଜ୍ୟରେ ସାଇବର ଅପରାଧ ଓ ଅର୍ଥନୈତିକ ଅପରାଧ ଜନିତ ଆହ୍ଵାନ କୁ ମୁକାବିଲା କରିବାକୁ ସେ ଏହି ଅବସରରେ ୩୪ ଟି ନୂଆ ସାଇବର ଅପରାଧ ଥାନା ଓ ଅର୍ଥନୈତିକ ଅପରାଧ ଥାନା ଖୋଲା ଯିବ ବୋଲି ପ୍ରକାଶ କରିଥିଲେ। ରାଜ୍ୟବାସୀ ଙ୍କୁ ଉତ୍ତମମାନର ସେବା ପ୍ରଦାନ ସହ ଆପତ୍ତି ଅଭିଯୋଗ ଗୁଡିକୁ ତ୍ଵରିତ ଫଇସଲା /ସମାଧାନ କରିବାକୁ ଉପସ୍ଥିତ ବରିଷ୍ଠ ଅଧିକାରୀମାନଙ୍କୁ ପରାମର୍ଶ ଦେଇଥିଲେ।

ସବୁଠାରୁ ଉଲେଖନୀୟ ଘଟଣା କ୍ରମରେ ମାନ୍ୟବର ମୁଖ୍ୟମନ୍ତ୍ରୀ ରାଜ୍ୟର ୬ ଟି ନୂଆ ଥାନାକୁ ଏହି ଅବସରରେ ଉଦଘାଟନ କରିଥିଲେ। ନୂତନ ଭାବେ ଉଦଘାଟିତ ଥାନା ଗୁଡିକ ହେଲା –
୧: ଅନୁଗୁଳ ସଦର ଥାନା,
୨: ଭୁବନେଶ୍ବର ସହରାଞ୍ଚଳ ଜିଲ୍ଲାର ଭରତ ପୁର୍ ଥାନା,
୩: ଝାରସୁଗୁଡ଼ା ଜିଲ୍ଲା ସଦର ଥାନା,
୪: ଗଞ୍ଜମ୍ ଜିଲ୍ଲାର ବେଳଗୁନ୍ଥା ଥାନା
୫: ଭଦ୍ରକ ଜିଲ୍ଲା ର ସାବରଙ୍ଗ ଥାନା, ଓ ପିର ହାଟ ଥାନା,

ଆରକ୍ଷୀ ଅଧିକ୍ଷକ ମାଲକାନଗିରି ମାନଙ୍କୁ ସେମାନଙ୍କ ମଉ ଦମନ କ୍ଷେତ୍ରରେ ବିଶେଷ ସଫଳତା ପାଇଁ ପ୍ରସଂଶା କରିଥିଲେ। ସେହିପରି ଅନୁଗୁଳ ଓ କେନ୍ଦୁଝର ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କୁ ସେମାନକ ଜିଲ୍ଲା ରେ ଉତ୍ତମ ଶିଳ୍ପାୟନ ପରିବେଷ ସ୍ରୁଷ୍ଟି କରିଥିବା ହେତୁ ସେମାନଙ୍କୁ ପ୍ରସଂଶା କରିଥିଲେ। ସମ୍ମିଳନୀ ଶେଷ ଦିନରେ ରାଜ୍ୟ ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର, ଗୃହ ବିଭାଗ ଓ ଅର୍ଥ ବିଭାଗର ପ୍ରମୁଖ ସଚିବ ମାନେ ଅଂଶଗ୍ରହଣ କରି ରାଜ୍ୟ ପୋଲିସ୍ ର ବିଭିନ୍ନ ସମସ୍ୟା ଓ ପ୍ରସଙ୍ଗ ଉପରେ ଆଲୋଚନା କରିଥିଲେ।

jagratbharatnews

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech